-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||     

HOME   ମନୋରଞ୍ଜନ

କରୋନା ଯୁଦ୍ଧରେ ହାରିଗଲେ ‘ୟେ ରିସ୍ତା କ୍ୟା କେହଲାତା ହୈ’ ଫେମ୍ ଦିବ୍ୟା ଭଟନାଗର

07-Dec-2020



(ପ୍ରେରଣା ଖବର ବ୍ୟୁରୋ) - ଟେଲିଭିଜନ ଇଣ୍ଡଷ୍ଟ୍ରି ପାଇଁ ବଡ ଝଟକା । ଅଭିନେତ୍ରୀ ଦିବ୍ୟା ଭଟନାଗରଙ୍କ ପରଲୋକ ହୋଇଛି । କିଛି ଦିନ ହେଲା ଦିବ୍ୟା ଭେଣ୍ଟିଲେଟରରେ ରହିଥିଲେ । ଜୀବନମୃତ୍ୟୁ ସହ ସଂଗ୍ରାମ କରି ଶେଷରେ ଆଖି ବୁଜିଦେଇଛନ୍ତି ଦିବ୍ୟା । ଟିଭି ସିରିଏଲ ‘ୟେ ରିସ୍ତା କ୍ୟା କେହଲାତା ହୈ’ ରେ ଗୁଲାବୋ ଭୂମିକାରେ ତାଙ୍କୁ ଦେଖିବାକୁ ମିଳିଥିଲେ!! ଦିବ୍ୟା କରୋନା ଭାଇରସ୍ ସଂକ୍ରମିତ ହୋଇଥିଲେ । ଏହାପରେ ତାଙ୍କୁ ଗୋରେଗାଓଁ ସ୍ଥିତ ଏସଆରଭି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତାଙ୍କୁ ନିମୋନିଆ ହୋଇଥିବା ଜଣାପଡିଥିଲା । ଦିବ୍ୟାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିଲା । ତାଙ୍କ ଅକ୍ସିଜେନ୍ ଲେଭଲ କମ୍ ରହୁଥିଲା । ଫଳରେ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା । ଭେଣ୍ଟିଲେଟରରେ କିଛି ଦିନ ଜୀବନମୃତ୍ୟୁ ସହ ସଂଗ୍ରାମ କରି ଶେଷରେ ଆଖି ବୁଜିଛନ୍ତି ଦିବ୍ୟା ।ଦିବ୍ୟାଙ୍କ ପରଲୋକରେ ଟେଲିଭିଜନ ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳିଯାଇଛି । ଅନେକ ଅଭିନେତା, ଅଭିନେତ୍ରୀ ତାଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି!!


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   29-Jun-2026
  ଜିଲ୍ଲା  
*ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   29-Jun-2026
  ଜିଲ୍ଲା  
ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   29-Jun-2026
  ଜିଲ୍ଲା  
ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   29-Jun-2026
  ଜିଲ୍ଲା  
ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   29-Jun-2026
  ଜିଲ୍ଲା  
ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   28-Jun-2026
  ଜିଲ୍ଲା  
ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ   28-Jun-2026
  ଜିଲ୍ଲା  
ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ   28-Jun-2026
  ଜିଲ୍ଲା  
ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   28-Jun-2026
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ   28-Jun-2026
  ଜିଲ୍ଲା  
*ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   28-Jun-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm