-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ସ୍ତରୀୟ ଆଶା ,ଗାଁ କଲ୍ୟାଣ ସମିତି ଓ ମହିଳା ଆରୋଗ୍ୟ ସମିତି ସମ୍ମିଳନୀ – ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଗୋଷ୍ଠୀ ସହଭାଗିତା ଉପରେ ଗୁରୁତ୍ଵାରୋପ 

21-Mar-2023



ବଲାଙ୍ଗିର(ପ୍ରେରଣା ଖବର): ଆଜି ପୂର୍ବାହ୍ନ ରେ ଭୀମ ଭୋଇ ମେଡିକାଲ କଲେଜ ପ୍ରେକ୍ଷାଳୟ ଠାରେ ବଲାଙ୍ଗିର ଜିଲ୍ଲା ସ୍ତରୀୟ ଆଶା ,ଗାଁ କଲ୍ୟାଣ ସମିତି ଓ ମହିଳା ଆରୋଗ୍ୟ ସମିତି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀ ରେ ଜିଲ୍ଲାପାଳ ଚଞ୍ଚଳ ରାଣା ମୁଖ୍ୟ ଅତିଥି ଭାବେ ଯୋଗଦେଇ ତୃଣମୁଳ ସ୍ତରରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଆଶାକର୍ମୀ ମାନଙ୍କ ଭୂମିକା ଉଲ୍ଲେଖନୀୟ ବୋଲି ପ୍ରକାଶ କରିବା ସହ ସ୍ୱାସ୍ଥ୍ୟସେବା କୁ ଗୋଷ୍ଠୀ ଓ ପରିବାର ପାଖରେ ପହଞ୍ଚାଇବାରେ ଆଶାକର୍ମୀ ମାନଙ୍କ ଅକ୍ଲାନ୍ତ ପରଶ୍ରମ ଅଛି ଓ ସେମାନେ ନିଜ କର୍ତ୍ତବ୍ୟ ନିଷ୍ଠା ପ୍ରଦର୍ଶନ କରି ଜନସାଧାରଣ ଙ୍କ ଆସ୍ଥା ଭାଜନ ହୋଇପାରୁଛନ୍ତି ବୋଲି ମତବ୍ୟକ୍ତ କରିଥିଲେ । ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ସରକାରଙ୍କ ବିଭିନ୍ନ ସ୍ୱାସ୍ଥ୍ୟ ସମ୍ପର୍କିତ ଯୋଜନା ଗୁଡିକର ସଫଳ ରୂପାୟନ ଦିଗରେ ଆଶାକର୍ମୀ ,ଅଙ୍ଗନବାଡି କର୍ମୀ ତଥା ସ୍ୱାସ୍ଥ୍ୟକର୍ମୀ  ମାନେ ବିଭିନ୍ନ ଆହ୍ଵାନ କୁ ସାମ୍ନା କରି  ନିଷ୍ଠା ର ସହ ଉଦ୍ୟମ କରୁଛନ୍ତି ବୋଲି ସେ ପ୍ରକାଶ କରିଥିଲେ । ସମ୍ମିଳନୀ ରେ ଭୀମ ଭୋଇ ମେଡିକାଲ କଲେଜ ର ଡିନ ଓ ଅଧକ୍ଷ୍ୟା ଡା: ସବିତା ମହାପାତ୍ର , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା: ପ୍ରଦୀପ ଗୁରୁ ,  ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲ ର ମେଡିକାଲ ଅଧିକ୍ଷକ ଡା: ମାନସୀ ପଣ୍ଡା ,ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡା: ଦିବ୍ୟକିଶୋର ପତି ,ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ (ଭିବିଡି )ଡା କୁବେର ଚନ୍ଦ୍ର ମହନ୍ତ , ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ (ରୋଗ ନିୟନ୍ତ୍ରଣ ) ଡା ନମୀତା ମିଶ୍ର , ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ(ଯକ୍ଷ୍ମା )ଡା ସିଦ୍ଧେଶ୍ଵର ମାଝୀ , ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ ) ଡା ସୁଧା ବାର୍ଲା ,ନୋଡାଲ ଅଫିସର ଡା ତୁଷାରକାନ୍ତ ଠାକୁର ,ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସୁରମା ସେଠୀ ପ୍ରମୁଖ ଅତିଥି ଭାବେ ଯୋଗଦେଇ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଗୋଷ୍ଠୀ ସହଭାଗିତା ଉପରେ ଗୁରୁତ୍ଵାରୋପ କରିବା ସହ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଆଶାକର୍ମୀ, ଗାଁ କଲ୍ୟାଣ ସମିତି ଓ ମହିଳା ଆରୋଗ୍ୟ ସମିତି ର ଭୂମିକା ସମ୍ପର୍କରେ ଆଲୋଚନା କରିଥିଲେ । କାରୋନା ସମୟରେ ସ୍ୱାସ୍ଥ୍ୟ କର୍ମୀ ,ଅଙ୍ଗନବାଡି କର୍ମୀ ଙ୍କ ସହ ମିଶି ଆଶାକର୍ମୀ ମାନଙ୍କ ଦ୍ଵାରା କରାଯାଇଥିବା ସଚେତନତା କାର୍ଯକ୍ରମ ଓ ନିସ୍ଵାର୍ଥପର ସେବା ସମ୍ପର୍କରେ ଆଲୋକପାତ କରିଥିଲେ । ଜାତୀୟ ସ୍ୱାସ୍ଥ୍ୟ ମିଶନ ର ଜିଲ୍ଲା ପ୍ରୋଗ୍ରାମ ମେନେଜର ମୃତ୍ୟୁଞ୍ଜୟ ମୁଣ୍ଡ ସଭା ପରିଚାଳନା କରିବା ସହ ସମ୍ମିଳନୀ ଆୟୋଜନ ର ଉଦ୍ଦେଶ୍ୟ ସମ୍ପର୍କରେ ପ୍ରାରମ୍ଭିକ ବକ୍ତବ୍ୟ ପ୍ରଦାନ କରିଥିଲେ । ଜିଲ୍ଲାରେ ବିଭିନ୍ନ ସ୍ୱାସ୍ଥ୍ୟ କାର୍ଯକ୍ରମ ର ରୂପରେଖ ଓ କାର୍ଯକାରିତା ସମ୍ପର୍କରେ ବିବରଣୀ ଉପସ୍ଥାପନ କରିବା ସହ ଏ ସବୁ କାର୍ଯକ୍ରମ ରେ ଆଶାକର୍ମୀ ମାନଙ୍କ ଭୂମିକା ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ । ସମ୍ମିଳନୀ ରେ ଲୋଇସିଂହା ବ୍ଲକ ହିରାପୁର ର ଆଶାକର୍ମୀ ସ୍ଵପ୍ନାରାଣୀ ମିଶ୍ର ଓ ବଲାଙ୍ଗିର ବ୍ଲକ ଝଙ୍କାରପାଳି ର ଆଶାକର୍ମୀ ମମତା କଚ୍ଛପ ନିଜର ଅନୁଭୂତି ବର୍ଣ୍ଣନା କରିଥିଲେ । ଏହି ଅବସରରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ଆଶାକର୍ମୀ , ଗାଁ କଲ୍ୟାଣ ସମିତି ଓ ମହିଳା ଆରୋଗ୍ୟ ସମିତି ଙ୍କୁ ସମ୍ମାନିତ କରାଯାଇଥିଲା । ଏହି କ୍ରମରେ ଖପ୍ରାଖୋଲ ବ୍ଲକ ର ଆଶାକର୍ମୀ ରଜନୀ ବରିହା ପ୍ରଥମ ସ୍ଥାନ ,ଟିଟିଲାଗଡ ବ୍ଲକ ର ଆଶାକର୍ମୀ ବନ୍ଦନା ନାଗ ଓ ବଲାଙ୍ଗିର ବ୍ଲକ ର ଆଶାକର୍ମୀ ନୀଳକାନ୍ତି ନାଏକ ଯୁଗ୍ମ ଦ୍ଵିତୀୟ ଏବଂ ପୁଇଁତଳା ବ୍ଲକ ର ଆଶାକର୍ମୀ ନମୀତା ପ୍ରଧାନ ଓ ଗୁଡଭେଲା ବ୍ଲକ ର ଆଶାକର୍ମୀ ଚନ୍ଦ୍ରକାନ୍ତି ବଗର୍ତ୍ତୀ ଯୁଗ୍ମ ତୃତୀୟ ସ୍ଥାନ ହାସଲ କରି ମୁଖ୍ୟ ଅତିଥି ଜିଲ୍ଲାପାଳ ଙ୍କ ଠାରୁ ପୁରସ୍କାର ଓ ମାନପତ୍ର ଗ୍ରହଣ କରିଥିଲେ । ସେହିପରି ସମ୍ମିଳନୀ ରେ ଉଲ୍ଲେଖନୀୟ କାର୍ଯ୍ୟ ସକାଶେ ଜିଲ୍ଲାର ୧୪ ଗୋଟି ଗାଁ କଲ୍ୟାଣ ସମିତି ଏବଂ ୨୦ ଗୋଟି ମହିଳା ଆରୋଗ୍ୟ ସମିତି କୁ ଜିଲ୍ଲାପାଳ ପୁରସ୍କୃତ କରିଥିଲେ । ଶେଷରେ ଜିଲ୍ଲା ପ୍ରୋଗ୍ରାମ ମେନେଜର ଶ୍ରୀ  ମୁଣ୍ଡ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ସମ୍ମିଳନୀ ରେ ସହକାରୀ ମେନେଜର (ସିପି) ଗୋପାଳ କୃଷ୍ଣ ସାହୁ ,ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗର ବିଭିନ୍ନ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ର  ସଂଯୋଜକ ଙ୍କ ସମେତ  ଜିଲ୍ଲାର ବିଭିନ୍ନ ବ୍ଲକ ଓ ସହରାଞ୍ଚଳ ରୁ ଆସିଥିବା ଆଶାକର୍ମୀ , ଗାଁ କଲ୍ୟାଣ ସମିତି ଓ ମହିଳା ଆରୋଗ୍ୟ ସମିତି ର ସଭ୍ୟ ମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like