-+91-9937148622 |

prerana_bgr@rediffmail.com |

  Friday 6th March 2026 |

| | | |

R.N.I. Regd No. ODIODI/2010/46693

Breaking News

ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   (06-Mar-2026)       ||      ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (06-Mar-2026)       ||      ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ    (05-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   (05-Mar-2026)       ||      *ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||      ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||     

HOME   ଜିଲ୍ଲା

ଗୋଧନେଶ୍ଵର ଶୈବ ପୀଠରେ ଉଠିଲା ଚୈତ୍ର ଦଣ୍ଡ

21-Mar-2023



ବୀରମହାରାଜପୁର/ ସୁବଳୟା (ବିନୋଦ ପାଣ୍ଡେ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଜଟେସିଂହା ପଞ୍ଚାୟତ ଅନ୍ତର୍ଗତ ମହାନଦୀ କୂଳରେ ଅବସ୍ଥିତ ପ୍ରସିଦ୍ଧ ଶୈବପୀଠ ବାବା ଗୋଧନେଶ୍ଵରଙ୍କ ଚୈତ୍ର ଦଣ୍ଡ ବିମ୍ବିତ ରାତିରେ ଉଠିଛି। ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରିବା ପରେ ୧୩ ଭୁକ୍ତାଙ୍କୁ ନେଇ ଦଣ୍ଡ ଉଠାଯାଇଥିଲା। ପ୍ରଥମ ଦିନ ଏହି ଦଣ୍ଡ ନିଜ ଗାଁ ରେ ଦଣ୍ଡ ଓ ରାତିରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଛନ୍ତି। ଏହା ପର ଦିନ ଠାରୁ ଏହି ଦଣ୍ଡ ବିଭିନ୍ନ ଗ୍ରାମ ବୁଲି ମହାବିଷୁବ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଏହା ଉଦଯାପିତ ହେବ। ଏହି ଦଣ୍ଡ ଯାତ୍ରାରେ ଷୋଳ ସୁଆଙ୍ଗ ପରିବେଷଣ କରାଯାଉଛି। ଯାହାକି ସମାଜରେ ଏକ ଶିକ୍ଷଣୀୟ କଥା ବସ୍ତୁ ରହିଛି। ଏହି ଶୈବପୀଠ ଠାରୁ ଦଣ୍ଡ ନୃତ୍ୟ ପ୍ରାଚୀନ କାଳରୁ ଆରମ୍ଭ ହୋଇଥିବା ଐତିହାସିକ ମାନେ ମତ ଦିଅନ୍ତି। ସାଧାରଣତଃ ତିନୋଟି ଭାଗରେ ଏହି ନୃତ୍ୟ ହୋଇଥାଏ। ଅପରାହ୍ନରେ ଧୁଳି ଦଣ୍ଡ, ସନ୍ଧ୍ୟାରେ ପାଣି ଦଣ୍ଡ ଓ ରାତିରେ ସୁଆଙ୍ଗ ଦଣ୍ଡ ଏପରି ତିନୋଟି ଭାଗରେ ଦଣ୍ଡୁଆମାନେ ନିଜ ଶରୀରରୁ କଷ୍ଟ ଦେଇ ଜୀବ ଜଗତର ମଙ୍ଗଳ ପାଇଁ ପ୍ରଭୁ ମହାଦେବ ଙ୍କୁ ଆରାଧନା କରିଥାନ୍ତି। ପୁରପଲ୍ଲୀରେ ଏହି ଦଣ୍ଡ ନୃତ୍ୟକୁ ଅତ୍ୟନ୍ତ ଭକ୍ତି ସହକାରେ ଲୋକମାନେ ପାଳନ କରିଥାନ୍ତି। ପାଶ୍ଚାତ୍ୟ ସଭ୍ୟତାର ନୃତ୍ୟ ଗୀତ ଆଗରେ ମୋଉଲି ପଡିନି ଏହି ଦଣ୍ଡ ନୃତ୍ୟ ପ୍ରତି ଲୋକଙ୍କ ଆଗ୍ରହ। ଅତ୍ୟନ୍ତ କାଷ୍ଟା ଓ ଶ୍ରଦ୍ଧାର ସହ ଗ୍ରାମ ଗୁଡିକରେ ଏହି ଦଣ୍ଡ ନୃତ୍ୟ କରାଯାଇଥାଏ।ସେହିପରି ଖଣ୍ଡହତା ପଞ୍ଚାୟତ ଅନ୍ତର୍ଗତ ସୁନାରୀବେଣି ସ୍ଥିତ ବାବା ସପ୍ନଶ୍ଵର ମହାଦେବଙ୍କ  ଚୈତ୍ର ଦଣ୍ଡ ମଧ୍ୟ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରି ଉଠାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   06-Mar-2026
  ଜିଲ୍ଲା  
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   06-Mar-2026
  ଜିଲ୍ଲା  
ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ   05-Mar-2026
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   05-Mar-2026
  ଜିଲ୍ଲା  
*ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   05-Mar-2026
  ଜିଲ୍ଲା  
ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   05-Mar-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026

You Might Also Like