-+91-9937148622 |

prerana_bgr@rediffmail.com |

  Saturday 9th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଜଗହଃଜ୍ଜ    (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||      ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା    (09-May-2026)       ||      ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   (09-May-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   (08-May-2026)       ||      ମା ଛେଲିଆପାଟ ସେବା ସଂଗଠନ ପକ୍ଷରୁ ନିଆରା ପ୍ରୟାସ, ପଶୁପକ୍ଷୀ ଙ୍କ ପାଇଁ ଜଲଛତ୍ର ର ସୁ ବ୍ୟବସ୍ଥା    (08-May-2026)       ||     

HOME   ରାଜ୍ୟ

କରୋନା ଟୀକା ପାଇଁ ରାଜ୍ୟ ସରକାରଙ୍କ ସ୍ୱତନ୍ତ୍ର ଟିମ ଗଠନ

07-Dec-2020



ଭୁବନେଶ୍ୱର, (ଶୁଭାଶିଷ ନାୟକ) : କରୋନା ଟୀକା ଆସିବା ପୂର୍ବରୁ ରାଜ୍ୟ ସରକାର ଆଜି ଟୀକାକରଣକୁ ସୁଗମ କରିବା ପାଇଁ ଦୁଇଟି କମିଟି ଗଠନ କରିଛନ୍ତି । ପରିବାର କଲ୍ୟାଣ ନିର୍ଦେଶକ ରାଜ୍ୟସ୍ତରୀୟ କମିଟିର ଅଧ୍ୟକ୍ଷ ଥିବା ବେଳେ ସିଡିଏମଓଙ୍କୁ ଜିଲ୍ଲାସ୍ତରୀୟ କମିଟିର ଅଧ୍ୟକ୍ଷ ଭାବେ ଚୟନ କରାଯାଇଛି । ଏହି ଦୁଇ କମିଟିର ରାଜ୍ୟରେ ଟୀକାକରଣର ପାର୍ଶ୍ଵ ପ୍ରତିକ୍ରିୟା ଓ ନିରୀକ୍ଷଣ ସହିତ ୯ଟି ଦିଗ ଉପରେ ନଜର ରଖିବା ଲାଗି କୁହାଯାଇଛି  । ଏ ନେଇ ଆଜି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି  ।
କରୋନା ପାଇଁ ଟୀକା ପ୍ରସ୍ତୁତ ଜୋରଦାର ହୋଇଛି  । ଏକାଧିକ କମ୍ପାନୀ ଟୀକା ଏବେ ପ୍ରସ୍ତୁତ ଜାରି ରହିଛି । ତେଣୁ ଖୁବଶୀଘ୍ର ଟୀକା ବଣ୍ଟନ କରାଯିବା ନେଇ ଆଶା ସଞ୍ଚାର ହୋଇଛି । ଏଭଳି ପରିସ୍ଥିତିରେ ସରକାରଙ୍କ ପକ୍ଷରୁ ୨୧ ଜାଣିଆ ରାଜ୍ୟସ୍ତରୀୟ ଟିମ୍ ଗଠନ କରାଯାଇଛି  । ପରିବାର କଲ୍ୟାଣ ନିର୍ଦେଶକଙ୍କ ଅଧକ୍ଷତାରେ ଗଠିତ କମିଟିରେ ରାଜ୍ୟ ଟୀକାକରଣ ଅଧିକାରୀ ସଦସ୍ୟ ସଚିବ ଓ ଅନ୍ୟମନେ ସଦସ୍ୟ ରହିଛନ୍ତି  ।
ଏହି ସଦସ୍ୟମାନେ କ୍ଷେତ୍ର ପରିଦର୍ଶନ କରିବା ସହିତ ଟୀକାକରଣ ସ୍ଥାନ ଓ କୋଲ୍ଡ଼ ଚେନ ଷ୍ଟୋର ପରିଦର୍ଶନ କରିବା ଲାଗି କୁହାଯାଇଛି  । ସେହିପରି ସିଡ଼ିଏମଙ୍କ ଅଧକ୍ଷତାରେ ଗଠିତ ଜିଲ୍ଲାସ୍ତରୀୟ କମିଟିରେ ଏପିଏଚଓ ସଦସ୍ୟ ରହିଛନ୍ତି । ଟୀକାକରଣ ବାଦ୍ ଯଦି କୌଣସି ଅଘଟଣ ଘଟେ ତାହାଲେ ସଂପୃକ୍ତ ବ୍ୟକ୍ତି ହସ୍ପିଟାଲ ରେକର୍ଡ, ରିପୋର୍ଟ ଯାଞ୍ଚ କରିବା ଲାଗି କୁହାଯାଇଛି  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜଗହଃଜ୍ଜ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026
  ଜିଲ୍ଲା  
ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର   09-May-2026
  ରାଜ୍ୟ  
ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-May-2026
  ଅପରାଧ  
ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
*ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   09-May-2026
  ଜିଲ୍ଲା  
ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   09-May-2026
  ଜିଲ୍ଲା  
ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ   09-May-2026

You Might Also Like