-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲା ବ୍ଲକ ଅଧ୍ୟକ୍ଷ ସଂଘର ବୈଠକ ଅନୁଷ୍ଠିତ

22-Mar-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ):  ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅତିଥି ଭବନ ସଭାଗୃହ ଠାରେ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ ଆବାହକତ୍ୱରେ ମଙ୍ଗଳବାର ଜିଲ୍ଲା ଅଧ୍ୟକ୍ଷ ସଂଘର ଦ୍ୱତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ସରୋଜ କମ୍ପଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ଶାନ୍ତୀ ଲୁହା,ସୋନପୁର ବ୍ଲକ ଅଧ୍ୟକ୍ଷ ପ୍ରହଲ୍ଲାଦ ନାୟକ, ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି ତଥା ପୁର୍ବତନ ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ନନ୍ଦ,ଉଲୁଣ୍ଡା ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି କୁର୍ତ୍ରିିବାସ ମିଶ୍ର ଏବଂ ଡୁଙ୍ଗୁରିପାଲି ବ୍ଲକ ଉପାଧ୍ୟକ୍ଷ ତଥା ପୁର୍ବତନ ବ୍ଲକ ଅଧ୍ୟକ୍ଷ ମକରଧ୍ୱଜ ସାହୁ ପ୍ରମୁଖ ଯୋଗଦେଇଥିଲେ । ଏହାରି ଭିତରେ ପଂଚାୟତ ନିର୍ବାଚନ ଶେଷ ହେବାର ଏକବର୍ଷ ପୁରିବାକୁ ବସିଥିବାବେଳେ କିଛି ସମସ୍ୟାର ସମାଧାନ ହୋଇପାରିଥିଲେହେଁ ଆହୁରି ଅନେକ ସମସ୍ୟାର ସମାଧାନ ଏଯାଏଁ  ହୋଇପାରିନାହିଁ । ଏଣୁ ଆଗାମୀ ଦିନରେ ସେସବୁ ସମସ୍ୟାର ସମାଧାନ ଦିଗରେ ସମସ୍ତେ ଦୃଷ୍ଟି ଦେବାକୁ ଆଲୋଚନା କରାଯାଇଥିଲା । ସେହିଭଳି ଦୁର୍ନିତିମୁକ୍ତ ବ୍ଲକ ଗଠନ,ବ୍ଲକରେ ଥିବା ପୁରୁଣା ଜିପ୍ ର ପରିବର୍ତନ, ବ୍ଲକ ଅଧ୍ୟକ୍ଷଙ୍କ କ୍ଷେତ୍ର ପରିଦର୍ଶନ ସମୟରେ ତାଙ୍କ ପାଇଁ ଗାଡିର ବ୍ୟବସ୍ଥା,ଆବାସ ଯୋଜନାରେ କିଭଳି ଯୋଗ୍ୟ ହିତାଧିକାରୀ ବାଦନପଡିବେ ତା ଉପରେ ଗୁରୁତ୍ୱ,ବ୍ଲକ ଅଧ୍ୟକ୍ଷ ଏବଂ ଅଧ୍ୟକ୍ଷାଙ୍କ ଦରମା ବୃଦ୍ଧି ସହ ସେମାନଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ୱସ୍ଥ୍ୟକାର୍ଡ ବ୍ୟବସ୍ଥା । ସର୍ବୋପରି ସରକାରଙ୍କ ସମସ୍ତ ଜନହିତକର ଯୋଜନା କିଭଳି ଯୋଗ୍ୟ ହିତାଧିକାରୀଙ୍କ ପାଖରେ ପହଂଚିପାରିବ ସେ ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା । ଶେଷରେ ଡୁଙ୍ଗୁରିପାଲି ବ୍ଲକ ଉପାଧ୍ୟକ୍ଷ ମକରଧ୍ୱଜ ସାହୁଙ୍କ ଧନ୍ୟବାଦ ଅର୍ପଣ ପରେ ସଭା ସାଙ୍ଗ କରାଯାଇଥିଲା ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like