-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||     

HOME   ଜିଲ୍ଲା

ଭୁତାପଡା ମଙ୍ଗଳା ମନ୍ଦିରରେ ବାସନ୍ତୀକ ନବରାତ୍ର ପୂଜନୋତ୍ସବ ସକାଶେ କଳଶାଧୀବାସ I

22-Mar-2023



ସମ୍ବଲପୁର(ସଂଜୀବ ପାଣିଗ୍ରାହୀ)
 ସମ୍ବଲପୁର ସହର ଭୁତାପଡା ମା' ମଙ୍ଗଳାଙ୍କ ମନ୍ଦିରରେ ବାସନ୍ତୀକ ନବରାତ୍ର ପୂଜନୋତ୍ସବ ସକାଶେ ଆଜି ଚୈତ୍ର ମାସ ଅମାବାସ୍ୟା ତିଥିରେ କଳଶାଧୀବାସ ପୂଜା, ଅଖଣ୍ଡ ଦୀପ ପ୍ରଜ୍ବଳନ ତଥା ୧୦୮  ମହାଆଳତୀ ଅନୁଷ୍ଠିତ ହୋଇଥିଲା I ଏହି ଅବସରରେ ମଙ୍ଗଳବାର ଅପରାହ୍ନ ୪ ଟା ସମୟରେ ଏକ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା I ଏଥିରେ ସହରର ଶତାଧିକ ମହିଳା ଓ ପୁରୁଷ ଅଂଶ ଗ୍ରହଣ କରିଥିଲେ I ସ୍ଥାନୀୟ ମହାନଦୀ ଘାଟରୁ ଜଳ ଆଣି ଵିଧି ମୁତାବକ ମଙ୍ଗଳାଙ୍କ ପୀଠେ ପୂଜନୋତ୍ସବ ଅନୁଷ୍ଠିତ ହୋଇଥିଲା I ଭୁତାପଡା ମଙ୍ଗଳା ମନ୍ଦିରର ପୂଜକ ମହେଶ୍ୱର ପଣ୍ଡା ଓ ପଣ୍ଡିତ ଆଦିତ୍ୟ ମିଶ୍ର ପୂଜା କାର୍ଯ୍ୟ କରିଥିଲେ I ଭୁତାପଡା ମଙ୍ଗଳା ମନ୍ଦିର କମିଟିର ରବୀନ୍ଦ୍ର ଜେନା, ରସାନନ୍ଦ ବେହେରା, ରମାକାନ୍ତ ଜେନା, ସୁଶାନ୍ତ ମହାପାତ୍ର, ବିଛନ୍ଦ ବେହେରା, ରାଜ କିଶୋର ନାୟକ ପ୍ରମୁଖ ସକ୍ରିୟ ସହଯୋଗ କରିଥିଲେ I ପଣ୍ଡିତ ଲଷ୍ମୀ ନାରାୟଣ ମିଶ୍ର ଲେନ୍ ନିବାସୀ ସରୋଜ ସାହୁ ଓ ସାଗରୀକା ସାହୁ ସପତ୍ନୀକ କର୍ତ୍ତା ଦାୟିତ୍ୱ ନିର୍ବାହ କରୁଛନ୍ତି I


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026

You Might Also Like