-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ଚଳୁ କରିଗଲେ ଚାଉଳ

22-Mar-2023



ବଲାଙ୍ଗୀର(ପ୍ରେରଣା ଖବର ): - ସରକାର ଶିଶୁ ମାନଙ୍କ ପୁଷ୍ଟି ପାଇଁ ଏସ ଏନ୍ ପି ଯୋଜନାରେ ଅଙ୍ଗନୱାଡ଼ି କେନ୍ଦ୍ର ମାନଙ୍କୁ transporting ଏଜେଣ୍ଟ ମାଧ୍ୟମରେ ଚାଉଳ ପଠାଉଛନ୍ତି । ୫୦ କେଜି ବିଶିଷ୍ଟ ବସ୍ତା ମାନଙ୍କରେ ଚାଉଳ ଭର୍ତି କରି ସମସ୍ତ ଅଙ୍ଗନୱାଡ଼ି କେନ୍ଦ୍ର ମାନଙ୍କୁ ପହଞ୍ଚା ଯାଉଛି । ହେଲେ ୫୦ କେଜି ପରିବର୍ତ୍ତେ ପ୍ରତି ବସ୍ତାରେ ୫ରୁ୬ କେଜି ଚାଉଳ ଏଭଳି କି ୧୦ କେଜି ପର୍ଯ୍ୟନ୍ତ ଚାଉଳ କମ୍ ଥିବା ଆମର ହସ୍ତଗତ ହୋଇଛି । ଏସ ଏନ୍ ପି ଯୋଜନାରେ ଚାଉଳ

transporting ଏଜେଣ୍ଟ ଭାବରେ କାମ କରୁଥିବା ବ୍ୟକ୍ତି ଜଣକ ହେଲେ ପାଟଣାଗଡ଼ ର ରାଜେଶ ରଞ୍ଜନ ପାତ୍ର। ଏହି ବାବୁ ଜଣକ କୁଆଡେ ପୂର୍ବରୁ ପୁଇନ୍ତଲା ବ୍ଲକ ଅଧୀନରେ ଏହି ଯୋଜନା ର ଚାଉଳ ବାଣ୍ଟୁ ଥିଲେ । ସେତେବେଳେ ମଧ୍ୟ ୫୦ କେଜି ବସ୍ତାରୁ ୫ରୁ ୬ କେଜି ଚାଉଳ ଉଭାନ ହେଉଥିବାରୁ ବାବୁଙ୍କ ନାମରେ ପୁଇନ୍ତଳା ଥାନା କେସ ନମ୍ବର ୯୯/୨୦୨୧ , ଧାରା - ୪୨୦/୪୦୬/୩୪ ଆଇ ପି ସି ରେ କେସ ହୋଇଥିଲା । ଅନେକ ଦିନ ଲୁଚି ବୁଲିଲେ । ବାବୁ ଜଣେ କରିତକର୍ମା ଲୋକ । ଶିଶୁ ଖାଦ୍ୟ କୁ ଆତ୍ମସାତ କରିବାକୁ ପଛାଉ ନାହାନ୍ତି । ଏହା ପୂର୍ବରୁ ୨୦୧୬ ରେ ରାଜେଶ ରଞ୍ଜନ ପାତ୍ର କିରୋସିନି

ଡିଲରସିପ୍ ଥିବା ବେଳେ ଏହାକୁ ମଧ୍ୟ ଚଳୁ କରି ହରଡ ଘନାରେ ପଡ଼ିଥିଲେ । କିରୋସିନ ଚୋରା ଚାଲାଣ ହେଉଥିବା ବେଳେ ଧରାପଡ଼ି କେସ ନମ୍ବର ୬୯୬/୧୬ ,7EC ରେ କେସ ରୁଜ୍ଜୁ ହୋଇ ବିଚାରାଧୀନ ଥିବା ତଥ୍ୟ ରୁ ଜଣା ପଡ଼ିଛି । କିରୋସିନି ଏବଂ ଆଇ ସି ଡ଼ି ଏସ ଚାଉଳ ହେରଫେର ରେ ପୂର୍ବରୁ କେସ ଥିବା ଜଣେ ବ୍ୟକ୍ତି ଙ୍କ ନାମରେ ବାରମ୍ବାର ଲାଇସେନ୍ସ ପ୍ରଦାନ କରାଯାଉଥିବା କେତେଦୂର ସମିଚୀନ । ଉପରୋକ୍ତ ଚାଉଳ କମ୍ ଥିବା ବିଷୟ କୁ ନେଇ ସଦର ବ୍ଲକ ସି ଡ଼ି ପି ଓ ଙ୍କୁ ପଚାରିବାରୁ ବସ୍ତାରେ କମ ଚାଉଳ ଆସୁଥିବା କହିଥିଲେ । ତେବେ ଜିଲ୍ଲାପାଳ ଏହା ଉପରେ ଦୃଷ୍ଟି ଦେଇ ସମସ୍ତ ଅଙ୍ଗନୱାଡ଼ି କେନ୍ଦ୍ର ର ଚାଉଳ କୁ ଓଜନ କରାଇ ଠିକ୍ ଭାବେ ତଦନ୍ତ କଲେ ବାବୁ ଙ୍କ ଅସଲ ରୂପ ପଦାରେ ପଡ଼ିବ ବୋଲି ସାଧାରଣରେ ଚର୍ଚ୍ଚା ହୁଏ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like