-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||     

HOME   ଜିଲ୍ଲା

ଗ୍ରାମାଞ୍ଚଳରେ ପାନୀୟ ଜଳ ସମସ୍ୟା କୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ବି ଡି ଓ ଙ୍କ ମାଧ୍ୟମରେ ଦାବି ପତ୍ର ପ୍ରଦାନ

22-Mar-2023



କଳାହାଣ୍ଡି ,କୋକସରା (ତ୍ରିନାଥ ବେଶ୍ରା)
ଆଜି ନାଗରିକ ବିକାଶ ସଂଗଠନ, କଳାହାଣ୍ଡି  କୋକସରା ବ୍ଲକ ତରଫରୁ ଏକ ସମାବେଶ ଆୟୋଜନ କରାଯାଇଥିଲା। ଗତ ଜାନୁୟାରୀ ମାସରୁ ସ୍ୱଚ୍ଛ ଗ୍ରାମ ଅଭିଯାନ ମାଧ୍ୟମରେ ପାନୀୟଜଳର ସମସ୍ୟା କୁ  ଭିତ୍ତି କରି ଆଜି ନାଗରିକ ବିକାଶ ସଂଗଠନ ର ସଦସ୍ୟ ସଦସ୍ୟା ମାନେ ପ୍ଲା କାର୍ଡ ପ୍ରଦର୍ଶନ ପୂର୍ବକ କୋକସରା ବସଷ୍ଟାଣ୍ଡ ଛକରୁ ବ୍ଲକ୍ ଅଫିସ ପର୍ଯ୍ୟନ୍ତ ଏକ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରା ଅନୁଷ୍ଠିତ କରାଯାଇଥିଲା। ଏହି ଶୋଭାଯାତ୍ରା ର ମୂଳ ଲକ୍ଷ୍ୟ ହେଉଛି ଜନସାଧାରଣଙ୍କର ମୌଳିକ ଅଧିକାର ପ୍ରତିଦିନ ଉଲ୍ଲଂଘନ ହେଉ ଥିବାରୁ ସ୍ଥାନୀୟ ବିଡ଼ିଓ ଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବି ଗୁଡିକର ଶୀଘ୍ର ପୂରଣ ପାଇଁ ଦାବୀ ପତ୍ର ପ୍ରଦାନ କରାଯାଇଥିଲା। ଦାବୀ ପତ୍ର ରେ ବିଶୁଦ୍ଧ ପାନୀୟ ଜଳର ଅଭାବ, କିଶୋରୀ ବାଳିକାମାନଙ୍କ ପୁଷ୍ଟିହୀନତା କୁ ଦୂର କରିବା ଏବଂ ଅଙ୍ଗନବାଡି କେନ୍ଦ୍ର ଗୁଡିକର ସମ୍ପୂର୍ଣ୍ଣ ଭିତ୍ତିଭୂମି ନିର୍ମାଣ କୁ ଲକ୍ଷ୍ୟ କରି  ୧୧ ଗୋଟି ଦଫା ଦାବୀ ପତ୍ର ଉଲ୍ଲେଖ କରାଯାଇଛି । ଉକ୍ତ ଦାବୀପତ୍ର କୁ ନାଗରିକ ବିକାଶ ସଂଗଠନର ସଭାନେତ୍ରୀ ରଜନୀ କାନ୍ତି ପାଣିଗ୍ରାହୀ, ସଂପାଦିକା ତ୍ରିପୁରା ଭକ୍ତ, ଉର୍ମି ରେ ନେତୃତ୍ୱ ନେଉଥିବା ବୀଣାପାଣି ସୁନାନୀ, ପ୍ରେମଶିଳା ପାଣିଗ୍ରାହୀ କୋକସରା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଉପସ୍ଥିତ ନଥିବାରୁ ଉପ ବିଭାଗ ଅଧିକାରୀ ତଥା ବ୍ଳକ ହିସାବ ରକ୍ଷକ ଅଚ୍ୟୁତାନନ୍ଦ ନାଗଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୪ଦଫା ସମ୍ମିଳିତ ଏକ ଦାବିପତ୍ର ପ୍ରଦାନ କରିଥିଲେ। ନାଗରିକ ବିକାଶ ସଂଗଠନ ର କର୍ମକର୍ତ୍ତା ମାନେ ଯଥା ବ୍ଲକ୍ ସଂଯୋଜକ ଉପେନ୍ଦ୍ର ସୁନାନୀ, ଜନ ସାଥୀ  ତ୍ରିନାଥ ବେଶ୍ରା ମୁକ୍ତା ଠାକୁର ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026

You Might Also Like