-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

ସଂଘ ପକ୍ଷରୁ ପଥ ସଞ୍ଚଳନ ଓ ଶାରୀରିକ ପ୍ରଧାନ କାର୍ଯ୍ୟକ୍ରମ

22-Mar-2023



ବୌଦ୍ଧ   (ଦୁର୍ଯ୍ଯୋଧନ ବିଶି )
ରାଷ୍ଟ୍ରୀୟ ନବ ବର୍ଷ ଉପଲକ୍ଷେ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ବୌଦ୍ଧ ଜିଲ୍ଲା ପକ୍ଷରୁ ସ୍ଥାନୀୟ କଚେରୀ ପଡିଆଠାରେ ଶାରୀରିକ ପ୍ରଧାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ଦୁଇ ଦିନ ଧରି ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ନିକଟସ୍ଥ ପଡ଼ିଆରେ ଜିଲ୍ଲାର ବିଭିନ୍ନ ଶାଖାରୁ ଶତାଧିକ ସ୍ଵୟଂ ସେବକ ଉପସ୍ଥିତ ରହି ଯୋଗ ଆସନ,ସାମୁହିକ ଦଣ୍ଡ, ସମତା, ଦଣ୍ଡ ବ୍ୟାୟାମ ଯୋଗ, ପ୍ରଦର୍ଶନ କରିବା ସହ ସମସ୍ତ ସ୍ୱୟଂସେବକ ଘୋଷ ବାଦ୍ୟ ସହ ଏକ ଭବ୍ୟ ପଥସଂଚଳନ ନଗର ପରିକ୍ରମା କରିଥିଲା ଯାହାକୁ ନଗରବାସି କଳସ ବସାଇ ପୁଷ୍ପ ଦ୍ବାରା ସ୍ଵାଗତ ସମ୍ବର୍ଦ୍ଧନା କରିଥିଲେ । ଦ୍ଵିତୀୟ ଦିବସ ଅପରାହ୍ନ ରେ ପଡ଼ିଆରେ ଅନୁଷ୍ଠିତ ବୌଦ୍ଧିକ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରକାଶ ଚନ୍ଦ୍ର ବେହେରା ଯୋଗ ଦେଇ ରାଷ୍ଟ୍ରୀୟ ନବ ବର୍ଷକୁ ସ୍ଵାଗତ କରିବାସହ ସଂଘର କାର୍ଯ୍ୟ ଧାରାକୁ ଭୂୟସୀ ପ୍ରଶଂସା କରିଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟ ବକ୍ତା ଭାବେ ଓଡ଼ିଶା ପଶ୍ଚିମ ର ସହ ପ୍ରାନ୍ତ ପ୍ରଚାରକ ମାନନୀୟ ଶଙ୍କର କୁମାର ପଣ୍ଡା ଯୋଗ ଦେଇ ରାଷ୍ଟ୍ରୀୟ ନବ ବର୍ଷ ର ବୈଜ୍ଞାନିକତା ଆଲୋଚନା କରିବା ସହ ସଂଘର କାର୍ଯ୍ୟ ଧାରା ସମ୍ପର୍କରେ ମାର୍ଗଦର୍ଶନ କରିଥିଲେ। ଜିଲ୍ଲା କାର୍ଯ୍ୟବାହ ଇନ୍ଦୁଭୂଷଣ ମହାକୁଡ଼ ଅତିଥି ପରିଚୟ କରିଥିଲାବେଳେ ଜିଲ୍ଲା ପ୍ରଚାର ପ୍ରମୁଖ ପଦ୍ମଚରଣ ମେହେର କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ। ମୁଖ୍ୟ ଶିକ୍ଷକ ଭାବେ ଜୟଦେବ ରଣା, ପ୍ରାର୍ଥନା ପ୍ରମୁଖ ଭାବେ ଶିଣ୍ଟୁ ମହାକୁଡ଼, ବ୍ୟକ୍ତିଗତ ଗୀତ ଲକ୍ଷ୍ମୀକାନ୍ତ ଜାନୀ ସହଯୋଗ କରିଥିଲେ।ବିଭାଗ ପ୍ରଚାରକ ପ୍ରଣବ କୁମାର ନାୟକ,ସହ ବିଭାଗ ପ୍ରଚାରକ ସନ୍ତୋଷ କୁମାର ବେହେରା, ଲକ୍ଷ୍ମଣ କୁମାର ନାୟକ,ନଗର ବ୍ୟବସ୍ଥା ପ୍ରମୁଖ ପ୍ରଦୀପ କୁମାର ସାଥୁଆ ଙ୍କ ପ୍ରତ୍ୟେକ୍ଷ ତତ୍ତ୍ଵାବଧାନରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like