-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||     

HOME   ଜିଲ୍ଲା

 କିଶାନ ଆନ୍ଦୋଳନକୁ କୋଶଳ ଆନ୍ଦୋଳନର ନୈତିକ ସମର୍ଥନ

07-Dec-2020



ବଲାଙ୍ଗିର.(ପ୍ରେରଣା ଖବର)  ଦେଶରେ ନୂତନ କୃଷି ଆଇନରେ କିଛି ପରିବର୍ତ୍ତନ ବିଶେଷ କରି ନ୍ୟୁନତମ ସହାୟକ ମୂଲ୍ୟକୁ ସାମିଲ କରିବା ପାଇଁ କିଶାନ ଆନ୍ଦୋଳନ ଚାଲିଛି । ଏହି ଆନ୍ଦୋଳନକୁ ସମର୍ଥନ କରି ତଥା କୋଶଳାଞ୍ଚଳର ଚାଷୀମାନେ ଯେଉଁ ଭଳି ଭାବରେ ମଣ୍ଡିରେ ଓ ଦଲାଲ ମାନଙ୍କ ହାତରେ ହନ୍ତସନ୍ତ ହେଉଛନ୍ତି, କଟନି-ଛଟନି ବ୍ୟବସ୍ଥା ଦ୍ୱାରା ନିର୍ଯାତିତ ହେଉଛନ୍ତି, ତାର ପ୍ରତିବାଦରେ ଏହି ଆନ୍ଦୋଳନକୁ ସମର୍ଥନ କରୁଛନ୍ତି । କୋଶଳାଞ୍ଚଳର ଦୁଇ କୋଟି ଜନସାଧାରଣଙ୍କ ମୁକ୍ତି ପାଇଁ ଲଢ଼େଇ କରୁଥିବା କୋଶଳ ରାଜ୍ୟ ସମନ୍ୱୟ ସମିତି ସଦାସର୍ବଦା କୋଶଳାଞ୍ଚଳର ଚାଷୀ ଆନ୍ଦୋଳନକୁ ସକ୍ରିୟ ସହଯୋଗ  କରିଆସିଛନ୍ତି । ତେଣୁ ଏଥର ମଧ୍ୟ ଏହି ଆନ୍ଦୋଳନ ପ୍ରତି ନୈତିକ ସମର୍ଥନ ଦେବାକୁ କୋଶଳ ରାଜ୍ୟ ସମନ୍ୱୟ ସମିତି ନିଷ୍ପତ୍ତି କରିଛି । ଆଗାମୀ କାଲି କିଶାନ ସଂଗଠନ ମାନେ ଦେଇଥିବା ଭାରତ ବନ୍ଦର ଡ଼ାକରାକୁ କୋଶଳାଞ୍ଚଳର ଚାଷୀ ସଂଗଠନମାନେ ସହଯୋଗ କରୁଛନ୍ତି । ତେଣୁ ବିଭିନ୍ନ ରାଜନୈତିକ ଦଳ ଏହି ଭାରତ ବନ୍ଦକୁ ସମର୍ଥନ କରୁଥିବା ସତ୍ତ୍ୱେ କୋଶଳାଞ୍ଚଳର ଚଷୀମାନଙ୍କ ଭାବାବେଗକୁ ଆଖିଆଗରେ ରଖି ତଥା ରାଜନୀତିରୁ ଉର୍ଦ୍ଧ୍ୱରେ ରହି  କୋଶଳ ରାଜ୍ୟ ସମନ୍ୱୟ ସମିତି ମଧ୍ୟ ଏହି ଚାଷୀ ମହାଆନ୍ଦୋଳନକୁ ସକ୍ରିୟ ସମର୍ଥନ ଦେବା ପାଇଁ ନିଷ୍ପତ୍ତି କରିବା ସହ ତାର ଜିଲ୍ଲା ଶାଖାମାନଙ୍କୁ ପରାମର୍ଶ ଦେଇଛି ବୋଲି କୋଶଳ ରାଜ୍ୟ ସମନ୍ୱୟ ସମିତିର କେନ୍ଦ୍ରିୟ ଅଧ୍ୟକ୍ଷ ପ୍ରମୋଦ କୁମାର ମିଶ୍ର ସୂଚନା ଦେଇଛନ୍ତି । ଆଗାମୀ କାଲି କୋଶଳ ଆନ୍ଦୋଳନର କର୍ମକର୍ତ୍ତାମାନେ ରାଜରାସ୍ତାକୁ ଆସି କୃଷକ ଆନ୍ଦୋଳନକୁ ସମର୍ଥନ ଦେବେ ବୋଲି ଶ୍ରୀ ମିଶ୍ର ମତବ୍ୟକ୍ତ କରିଛନ୍ତି ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026

You Might Also Like