-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

ପିକଅପ ଗାଡ଼ି ଓଲଟି ଜଣେ ମୃତ, ୪ ଗୁରୁତର

22-Mar-2023



ବୀରମହାରାଜପୁର,(ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନ ଅନ୍ତର୍ଗତ ଆପଟନୁଆଁଗଡ  ଠାରେ ବୁଧବାର ମହାନଦୀକୁ ଗାଧୋଇଯିବ ବେଳେ ଗାଡି ଭାରସାମ୍ୟ ହରାଇ ଦୁର୍ଘଟଣା ଘଟିଥିଲା।‌ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣକୁ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।‌ ସୂଚନା ଅନୁଯାୟୀ, ବୀରମହାରାଜପୁର ଥାନା ଅନ୍ତର୍ଗତ ପଣ୍ଡିଆପାଲି ଗ୍ରାମରୁ ଆଠ ଜଣ ଯୁବକ ଏକ ପିକଅପ ଗାଡ଼ିରେ ମହାନଦୀକୁ ଗାଧୋଇଯିବା ବେଳେ ଆପଟନୁଆଁଗଡ ବୁଲାଣି ରାସ୍ତାରେ ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟି ପଡି ଦୁର୍ଘଟଣା ଘଟିଥିଲା। ଏଥିରେ ବସିଥିବା ଉକ୍ତ ଗ୍ରାମର ସମ୍ୟରଞ୍ଜନ‌ ପଧାନ (୧୯) ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଗାଡିରେ ଥିବା ଅନ୍ୟ ୪ ଜଣ ଯୁବକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ବୀରମହାରାଜପୁର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ବୀରମହାରାଜପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଦୁର୍ଘଟଣା ଅଧିକ ତଦନ୍ତ ଜାରି ରଖିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like