-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||     

HOME   ଜିଲ୍ଲା

ହିଲୁଙ୍ଗ ସେବା ସମବାୟ ସମିତି ରେ ଋଣ ସଚେତନ ମେଳା

22-Mar-2023



ବୀରମହାରାଜପୁର,( ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ହିଲୁଙ୍ଗ ସେବା ସମବାୟ ସମିତି ପରିସରରେ କୃଷି ଋଣ ସଚେତନ ମେଳା ଅନୁଷ୍ଠିତ ହୋଇଯାଇଛି l କୃଷି ସମବାୟ ସମିତି ସଭାପତି ଯୋଗୀନ୍ଦ୍ର ମିର୍ଦ୍ଧା ଙ୍କ ସଭାପତିତ୍ବ ରେ ଆୟୋଜିତ ସଭାରେ ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା ଯୋଗ ଦେଇ ପ୍ରଦୀପ ପ୍ରଜ୍ବ୍ୟୋଳନ କରିଥିଲେ l ଏଠାରେ ଆୟୋଜିତ ସଭାରେ ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା, ପୂର୍ବତନ ବ୍ଲକ ଅଧ୍ୟକ୍ଷ ସନ୍ତୋଷ ଭୋଇ,ବି. ଡ଼ି ସି ସି ବ୍ୟଙ୍କ ମେନେଜର ରଞ୍ଜନ ମିଶ୍ର , ଏ ଆର ସି ଏସ ଗଜେନ୍ଦ୍ର ପଣ୍ଡା ଯୋଗ ଦେଇ ଏକ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିନା ସୁଧ ରେ ଋଣ ରାଜ୍ୟ ସରକାର ଯୋଗାଇ ଦେଉଥିବାର ପ୍ରକାଶ କରିଥିଲେ , ବରିଷ୍ଠ ଚାଷୀ ପ୍ରକାଶ ହୋତା, ହିଲୁଙ୍ଗ ସରପଞ୍ଚ ବନିତା ସେଠି ସମିତି ସଭ୍ୟ ଶୈଳ ରଞ୍ଜନ ବାଦୀ, ଚାଷୀ କିଶୋର ହୋତା, ରତ୍ନ ଗୋପାଳ ସିଂ, କୋମଲ ଲୋଚନ ସିଂ,ଖାନାପୁରୀ ଗାଈଗାରିଆ,ସୁରେଶ କଳତା,ସମସ୍ତ ପେକ୍ସ ଡାଇରେକ୍ଟର ମଞ୍ଚାସୀନ ଥିଲେ l ଉକ୍ତ କାର୍ଯ୍ୟକ୍ରମ ରେ ଋଣ ପରିଶୋଧ କରିଥିବା ଚାଷୀ ମାନଙ୍କୁ ପୁଷ୍ପମାଲ୍ୟ ଓ ଉପଢୌକନ ଦେଇ ସମର୍ଦ୍ଧନା ଦିଆଯାଇଥିଲା l ହିଲୁଙ୍ଗ ସେବାସମବାୟ ସମିତି ସମ୍ପାଦକ ହାରଧନ ବେହେରା, ସହ ସମ୍ପାଦକ ବୁଲୁ ସାହୁ, ଅବନୀ ମହାକୁର ପ୍ରମୁଖ ସହଯୋଗ କରିଥିଲେ l ସ୍ୱୟଂ ସହାୟକ ଗୋଷ୍ଠୀ ର ମହିଳାଙ୍କ ସମେତ ବହୁ ଚାଷୀ ଯୋଗଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026

You Might Also Like