-+91-9937148622 |

prerana_bgr@rediffmail.com |

  Sunday 8th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୀତିନାଟ୍ୟ ‘ଅଭିମନ୍ୟୁ ବଧ’ ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ରମଣ୍ଡପ ରେ ମଞ୍ଚସ୍ଥ   (08-Mar-2026)       ||      ୧୪-୧୫ ବର୍ଷୀୟ କିଶୋରୀମାନଙ୍କ ପାଇଁ ଦେଶବ୍ୟାପୀ ଏଚ୍‌ପିଭି ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ   (07-Mar-2026)       ||      ଓଡ଼ିଆ ଚଳଚ୍ଚିତ୍ର "ଲାଇନବାଲା"ର ପୋଷ୍ଟର ଉନ୍ମୋଚନ ଓ ଟିଜର ରିଲିଜ୍   (07-Mar-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ସମୀକ୍ଷା ବୈଠକ    (07-Mar-2026)       ||      ସଶକ୍ତ ମହିଳାଙ୍କ ସମର୍ପଣର ପର୍ବ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ   (07-Mar-2026)       ||      ସର୍ବଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ  ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ   (07-Mar-2026)       ||      ବରପାଲି ପ୍ରାଥମିକ କୃଷି ସମବାୟ ସମିତି ର ବାର୍ଷିକ ସାଧାରଣ ସଭା   (07-Mar-2026)       ||      ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨୫ ବର୍ଷ ପୂର୍ତ୍ତି ଅବସରରେ ମହୋତ୍ସବ ପାଳନ ପାଇଁ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳ ଙ୍କୁ ନିମନ୍ତ୍ରଣ   (07-Mar-2026)       ||      ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ    (07-Mar-2026)       ||      ୮ କ୍ଵିଣ୍ଟାଲ ୯୧ କେଜି ଗଞ୍ଜେଇ ଜବତ; ୧ ଗିରଫ*- *ସୁବର୍ଣ୍ଣପୁର ପୋଲିସ କୁ ବଡ଼ ସଫଳତା*-   (07-Mar-2026)       ||      ସୁନ୍ଦରଗଡ଼ରେ ସାଇବର୍ ଥାନା ଉଦ୍‌ଘାଟିତ   (07-Mar-2026)       ||      ବିସ୍ଥାପିତ ପ୍ରତିଭା ସମ୍ମାନ- ସୁକତେଲ ମହୋତ୍ସବ ଅବସରରେ ପ୍ରଶଂସନୀୟ ଉଦ୍ୟମ    (07-Mar-2026)       ||      ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତପଞ୍ଚବିଂଶତି ଜୟନ୍ତୀ ପାଳନ ଉପଲକ୍ଷେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ   (07-Mar-2026)       ||      କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ   (07-Mar-2026)       ||      ମାଟିରେ ମିଶିଲା ଶତାୟୁଅନୁଷ୍ଠାନ “ସୁନ୍ଦରକୁମାରୀ ଲେଡିଜ କ୍ଲବ”   (07-Mar-2026)       ||      ଆଗଲପୁର ରେ ନୂତନ ଥାନା ଗୃହର ଶୁଭ ଉଦଘାଟନ   (07-Mar-2026)       ||      ଡୁଙ୍ଗୁରିପାଲି ଧରିତ୍ରୀ ସାମ୍ବାଦିକଙ୍କ ପିତୃ ବିୟୋଗ |   (07-Mar-2026)       ||      ସୁଧୁରୁନାହିଁ ଟ୍ରାଫିକ ସମସ୍ୟା: ପୋଲିସ ନିରବ, ପ୍ରଶାସନ ଚୁପ   (07-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁବର୍ଣ୍ଣପୁର ରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ*   (06-Mar-2026)       ||      ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମୂହ ଯୋଗ ଶିବିର   (06-Mar-2026)       ||     

HOME   ଜିଲ୍ଲା

ତୁରେକେଲା ବ୍ଳକ ଓଡ଼ିଶା ପ୍ରାଥମିକ ଶିକ୍ଷକ ସଂଘର ଦାବିପତ୍ର ପ୍ରଦାନ

22-Mar-2023



କଣ୍ଟାବାଞ୍ଜି, (ପ୍ରେରଣା ଖବର) ତୁରେକେଲା ବ୍ଳକ ଓଡିଶା ପ୍ରାଥମିକ ଶିକ୍ଷକ ସଂଘ(ନୂତନ ପେନସନ ଯୋଜନା ଅନ୍ତର୍ଭୁକ୍ତ) ପକ୍ଷରୁ ଏକ ଦାବିପତ୍ର ଗୋଷ୍ଠୀ ଶିକ୍ଷା ଅଧକାରୀଙ୍କୁ ପ୍ରଦାନ କରାଗଲା।ବର୍ତ୍ତମାନ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଆରମ୍ଭ ହୋଇଛି ତେଣୁ ଯେଉଁ ଶିକ୍ଷକ ଶିକ୍ଷୟିତ୍ରୀ ଚତୁର୍ଥ ବର୍ଗରୁ ତୃତୀୟ ବର୍ଗକୁ ପଦୋନ୍ନତି ହେବେ ସେମାନେ ଅତି କମରେ ଏକ ବର୍ଷ ସମୟ ବ୍ୟବଧାନରେ ହେବାର ନିୟମ ରହିଛି କିନ୍ତୁ ସାରା ଜିଲ୍ଲାରେ ଜୁଲାଇମାସରେ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପଦୋନ୍ନତି ହୋଇଥିଲା ଯାହାଫଳରେ ବର୍ତ୍ତମାନ ଅନେକ ଶିକ୍ଷକ ଶିକ୍ଷୟିତ୍ରୀ ଏଥିରୁ ବଞ୍ଚିତ ହେବାର ସମ୍ଭାବନା ଅଛି।ଯଦି ଆଉ ୩୭ଦିନ ପର୍ଯ୍ୟନ୍ତ ଧାର୍ଯ୍ୟ ତାରିଖକୁ ଘୁଞ୍ଚାଯାଏ ତେବେ ସମସ୍ତେ ଉପକୃତ ହୋଇପାରନ୍ତେ ତେଣୁ ଏକ ଦାବିପତ୍ର ତୁରେକେଲା ବ୍ଳକ ଶିକ୍ଷା ଅଧିକାରୀଙ୍କ ଜରିଆରେ ଜିଲ୍ଲା ଶିକ୍ଷା ଅଧିକାରୀ, ଜିଲ୍ଲାପାଳ ଏବଂ ନିର୍ଦ୍ଦେଶକ ପ୍ରାଥମିକ ଶିକ୍ଷା ଭୁବନେଶ୍ୱର କୁ ପ୍ରଦାନ କରାଯାଇଥିଲା।ସଂଘର ସଭାପତି ଶ୍ରୀ ବିରଂଚି ନାରାୟଣ ଦାଶଙ୍କ ନେତୃତ୍ୱରେ ଦାବିପତ୍ର  ଶିକ୍ଷା ଅଧିକାରୀଙ୍କ ପ୍ରତିନିଧି ଶୀ ବୁଦ୍ଧଦେବ ବନ୍ଛୋରଙ୍କୁ ପ୍ରଦାନ କରାଯାଇଥିଲା।ଦାବି ପତ୍ର ପ୍ରଦାନ ସମୟରେ ସଂଘର ସଂପାଦକ ଜାନକୀରାମ ସାମବେଦମ, ପ୍ରେମରାଜ ପାଣିଗ୍ରାହୀ, ଦିପ୍ତୀରାଣୀ ଦାସ, ଅନୁପ କୁମାର ଦାସ, କୃତିବାସ ବରିହା, ମଣି ମାଝୀ, ଅର୍ଜୁନ ଧରୁଆ,ବିକାଶ ବର୍ଗେ,କାନ୍ତିଲତା ବର୍ଗେ,ସୀମା ମୁଗ୍ରୀ, ମଲ୍ଲିକ ଆବିଦ,ଶିବାନନ୍ଦ ମାଝୀ, ବିମଳ ଧରୁଆ,ମନୋଜ ବରିହା, ରାଜଦୀପ ପୁରୋହିତ, ନିହିରୁ ତାଣ୍ଡୀ, ଭବାନୀଶଙ୍କର ମାଝୀ, ଭରତ ମିର୍ଦ୍ଧା ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗୀତିନାଟ୍ୟ ‘ଅଭିମନ୍ୟୁ ବଧ’ ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ରମଣ୍ଡପ ରେ ମଞ୍ଚସ୍ଥ   08-Mar-2026
  ଜିଲ୍ଲା  
୧୪-୧୫ ବର୍ଷୀୟ କିଶୋରୀମାନଙ୍କ ପାଇଁ ଦେଶବ୍ୟାପୀ ଏଚ୍‌ପିଭି ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ   07-Mar-2026
  ଜିଲ୍ଲା  
ଓଡ଼ିଆ ଚଳଚ୍ଚିତ୍ର "ଲାଇନବାଲା"ର ପୋଷ୍ଟର ଉନ୍ମୋଚନ ଓ ଟିଜର ରିଲିଜ୍   07-Mar-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ସମୀକ୍ଷା ବୈଠକ   07-Mar-2026
  ଜିଲ୍ଲା  
ସଶକ୍ତ ମହିଳାଙ୍କ ସମର୍ପଣର ପର୍ବ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ   07-Mar-2026
  ଜିଲ୍ଲା  
ସର୍ବଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ  ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ   07-Mar-2026
  ଜିଲ୍ଲା  
ବରପାଲି ପ୍ରାଥମିକ କୃଷି ସମବାୟ ସମିତି ର ବାର୍ଷିକ ସାଧାରଣ ସଭା   07-Mar-2026
  ଜିଲ୍ଲା  
ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨୫ ବର୍ଷ ପୂର୍ତ୍ତି ଅବସରରେ ମହୋତ୍ସବ ପାଳନ ପାଇଁ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳ ଙ୍କୁ ନିମନ୍ତ୍ରଣ   07-Mar-2026
  ଜିଲ୍ଲା  
ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ   07-Mar-2026
  ଜିଲ୍ଲା  
୮ କ୍ଵିଣ୍ଟାଲ ୯୧ କେଜି ଗଞ୍ଜେଇ ଜବତ; ୧ ଗିରଫ*- *ସୁବର୍ଣ୍ଣପୁର ପୋଲିସ କୁ ବଡ଼ ସଫଳତା*-   07-Mar-2026
  ଜିଲ୍ଲା  
ସୁନ୍ଦରଗଡ଼ରେ ସାଇବର୍ ଥାନା ଉଦ୍‌ଘାଟିତ   07-Mar-2026
  ଜିଲ୍ଲା  
ବିସ୍ଥାପିତ ପ୍ରତିଭା ସମ୍ମାନ- ସୁକତେଲ ମହୋତ୍ସବ ଅବସରରେ ପ୍ରଶଂସନୀୟ ଉଦ୍ୟମ   07-Mar-2026

You Might Also Like