-+91-9937148622 |

prerana_bgr@rediffmail.com |

  Sunday 8th March 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ଆନ୍ତର୍ଜାତିକ ମହିଳା ଦିବସ ପାଳିତ,   (08-Mar-2026)       ||      ଗୀତିନାଟ୍ୟ ‘ଅଭିମନ୍ୟୁ ବଧ’ ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ରମଣ୍ଡପ ରେ ମଞ୍ଚସ୍ଥ   (08-Mar-2026)       ||      ୧୪-୧୫ ବର୍ଷୀୟ କିଶୋରୀମାନଙ୍କ ପାଇଁ ଦେଶବ୍ୟାପୀ ଏଚ୍‌ପିଭି ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ   (07-Mar-2026)       ||      ଓଡ଼ିଆ ଚଳଚ୍ଚିତ୍ର "ଲାଇନବାଲା"ର ପୋଷ୍ଟର ଉନ୍ମୋଚନ ଓ ଟିଜର ରିଲିଜ୍   (07-Mar-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ସମୀକ୍ଷା ବୈଠକ    (07-Mar-2026)       ||      ସଶକ୍ତ ମହିଳାଙ୍କ ସମର୍ପଣର ପର୍ବ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ   (07-Mar-2026)       ||      ସର୍ବଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ  ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ   (07-Mar-2026)       ||      ବରପାଲି ପ୍ରାଥମିକ କୃଷି ସମବାୟ ସମିତି ର ବାର୍ଷିକ ସାଧାରଣ ସଭା   (07-Mar-2026)       ||      ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨୫ ବର୍ଷ ପୂର୍ତ୍ତି ଅବସରରେ ମହୋତ୍ସବ ପାଳନ ପାଇଁ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳ ଙ୍କୁ ନିମନ୍ତ୍ରଣ   (07-Mar-2026)       ||      ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ    (07-Mar-2026)       ||      ୮ କ୍ଵିଣ୍ଟାଲ ୯୧ କେଜି ଗଞ୍ଜେଇ ଜବତ; ୧ ଗିରଫ*- *ସୁବର୍ଣ୍ଣପୁର ପୋଲିସ କୁ ବଡ଼ ସଫଳତା*-   (07-Mar-2026)       ||      ସୁନ୍ଦରଗଡ଼ରେ ସାଇବର୍ ଥାନା ଉଦ୍‌ଘାଟିତ   (07-Mar-2026)       ||      ବିସ୍ଥାପିତ ପ୍ରତିଭା ସମ୍ମାନ- ସୁକତେଲ ମହୋତ୍ସବ ଅବସରରେ ପ୍ରଶଂସନୀୟ ଉଦ୍ୟମ    (07-Mar-2026)       ||      ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତପଞ୍ଚବିଂଶତି ଜୟନ୍ତୀ ପାଳନ ଉପଲକ୍ଷେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ   (07-Mar-2026)       ||      କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ   (07-Mar-2026)       ||      ମାଟିରେ ମିଶିଲା ଶତାୟୁଅନୁଷ୍ଠାନ “ସୁନ୍ଦରକୁମାରୀ ଲେଡିଜ କ୍ଲବ”   (07-Mar-2026)       ||      ଆଗଲପୁର ରେ ନୂତନ ଥାନା ଗୃହର ଶୁଭ ଉଦଘାଟନ   (07-Mar-2026)       ||      ଡୁଙ୍ଗୁରିପାଲି ଧରିତ୍ରୀ ସାମ୍ବାଦିକଙ୍କ ପିତୃ ବିୟୋଗ |   (07-Mar-2026)       ||      ସୁଧୁରୁନାହିଁ ଟ୍ରାଫିକ ସମସ୍ୟା: ପୋଲିସ ନିରବ, ପ୍ରଶାସନ ଚୁପ   (07-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁବର୍ଣ୍ଣପୁର ରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ*   (06-Mar-2026)       ||     

HOME   ଜିଲ୍ଲା

କବରାପାଲିରେ ୭୫ ତମ ଶ୍ରୀରାମ ନବମୀ ପ୍ରସ୍ତୁତି ବୈଠକ

23-Mar-2023



ସମ୍ବଲପୁର, ( ସଂଜୀବ ପାଣିଗ୍ରାହୀ)
ସ୍ବାଧୀନତା ପୁର୍ବରୁ ଲୀଲା ନାଟକ ପାଇଁ ପ୍ରସିଦ୍ଧି ଲାଭ କରିଥିବା ସମ୍ବଲପୁର ଜିଲ୍ଲା କବରାପାଲିରେ ୧୯୪୮ଠାରୁ  ରାମଲୀଳା ନାଟକ ଆରମ୍ଭ କରାଯାଇ ଥିଲା। ସିନ୍ଦୁରପଂକ ଗ୍ରାମର ଭୀକାରୀ ପଣ୍ଡାଙ୍କ ଦ୍ବାରା ରଚିତ ରାମଲୀଲା ନାଟକକୁ ନିଜେ ନିର୍ଦ୍ଦେଶନା ଦେଇ ନାଟକ ଆରମ୍ଭ କରିଥିଲେ। କଲାକାର ଗ୍ରାମ ଭାବରେ କବରାପାଲି ଗାଁରେ ଦିର୍ଘ ବର୍ଷ ଧରି ୧୪ ଦିନ ଧରି ରାମଲୀଳା ନାଟକ ଅନୁଷ୍ଠିତ ହୋଇଆସୁଛି। ଚଲିତ ବର୍ଷ ରାମଲୀଳା ନାଟକ ର ୭୫ ବର୍ଷ ହେବାକୁ ଥିବା ବେଲେ   ଅମ୍ରୁତ ଉତ୍ସବକୁ ଧୁମଧାମରେ ପାଲନ କରିବା ପାଇଁ କବରାପାଲି ରାମନବମୀ କମିଟୀ ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଛି, ଆସନ୍ତା ମାର୍ଚ୍ଚ ୩୦ତାରିଖରେ କଲସଯାତ୍ରା ସହ ଶ୍ରୀରାମ ମହାପ୍ରଭୁ ମାତା ସୀତା ଏବଂ ଲକ୍ଷ୍ମଣଙ୍କ ସହ ମଣ୍ଡପକୁ ଆଗମନ କରିବେ। ୩୧ ତାରିଖରୁ ଏପ୍ରିଲ ୫ ତାରିଖ ପର୍ୟ୍ଯନ୍ତ ରାମ ଲୀଲା ନାଟକ ଅନୁଷ୍ଠିତ ହେବା। ୬ ତାରିଖରେ କିର୍ତ୍ତନ, ୭ ତାରିଖରେ ବାଦୀପାଲା, ୮ ତାରିଖରେ ପାରାୟଣ, ୯ ତାରିଖରେ ମହିଳା କିର୍ତନ ପରେ ମହାପ୍ରଭୁଙ୍କ ମନ୍ଦିର ପ୍ରବେଶ  କାର୍ଯ୍ୟକ୍ରମ ସ୍ଥିର କରାଯାଇଛି। କବରାପାଲି ରାମ ନବମୀ ଉତ୍ସବ ପ୍ରସ୍ତୁତି ବୈଠକରେ କମିଟୀର ସଭାପତି ଅଶ୍ବିନୀ ବଢାଇ , ମହିମା ପ୍ରସାଦ ବଢାଇ, ସଂଜୟ ପ୍ରଧାନ, ଶରତ ସାହୁ, ଦିଲିପ ବଢାଇ, ଖୀରୋଦ ସାହୁ, ଅନ୍ତର୍ଯ୍ୟାମୀ ପଧାନ, ଗୋବିନ୍ଦ ସାହୁ ପ୍ରମୁଖ  ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ଆନ୍ତର୍ଜାତିକ ମହିଳା ଦିବସ ପାଳିତ,   08-Mar-2026
  ଜିଲ୍ଲା  
ଗୀତିନାଟ୍ୟ ‘ଅଭିମନ୍ୟୁ ବଧ’ ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ରମଣ୍ଡପ ରେ ମଞ୍ଚସ୍ଥ   08-Mar-2026
  ଜିଲ୍ଲା  
୧୪-୧୫ ବର୍ଷୀୟ କିଶୋରୀମାନଙ୍କ ପାଇଁ ଦେଶବ୍ୟାପୀ ଏଚ୍‌ପିଭି ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ   07-Mar-2026
  ଜିଲ୍ଲା  
ଓଡ଼ିଆ ଚଳଚ୍ଚିତ୍ର "ଲାଇନବାଲା"ର ପୋଷ୍ଟର ଉନ୍ମୋଚନ ଓ ଟିଜର ରିଲିଜ୍   07-Mar-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ସମୀକ୍ଷା ବୈଠକ   07-Mar-2026
  ଜିଲ୍ଲା  
ସଶକ୍ତ ମହିଳାଙ୍କ ସମର୍ପଣର ପର୍ବ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ   07-Mar-2026
  ଜିଲ୍ଲା  
ସର୍ବଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ  ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ   07-Mar-2026
  ଜିଲ୍ଲା  
ବରପାଲି ପ୍ରାଥମିକ କୃଷି ସମବାୟ ସମିତି ର ବାର୍ଷିକ ସାଧାରଣ ସଭା   07-Mar-2026
  ଜିଲ୍ଲା  
ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨୫ ବର୍ଷ ପୂର୍ତ୍ତି ଅବସରରେ ମହୋତ୍ସବ ପାଳନ ପାଇଁ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳ ଙ୍କୁ ନିମନ୍ତ୍ରଣ   07-Mar-2026
  ଜିଲ୍ଲା  
ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ   07-Mar-2026
  ଜିଲ୍ଲା  
୮ କ୍ଵିଣ୍ଟାଲ ୯୧ କେଜି ଗଞ୍ଜେଇ ଜବତ; ୧ ଗିରଫ*- *ସୁବର୍ଣ୍ଣପୁର ପୋଲିସ କୁ ବଡ଼ ସଫଳତା*-   07-Mar-2026
  ଜିଲ୍ଲା  
ସୁନ୍ଦରଗଡ଼ରେ ସାଇବର୍ ଥାନା ଉଦ୍‌ଘାଟିତ   07-Mar-2026

You Might Also Like