-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||     

HOME   ଜିଲ୍ଲା

ଶୀତ ପାଇଁ ଗୀତଟିଏ - କବିତା ଆସର

07-Dec-2020



ବଲାଙ୍ଗିର, (ସନ୍ତୋଷ କୁମାର ଠାକୁର)-  ଅଖିଳ ଭାରତୀୟ ସାହିତ୍ୟ ପରିଷଦ, ବଲାଙ୍ଗିର ତରଫରୁ ରାଜ୍ୟ ସଂପାଦକ ଧର୍ମବ୍ରତ ରଥଙ୍କ ସଭାପତିତ୍ୱରେ ୱେବ୍ ସଂଗୋଷ୍ଠି “ଶୀତ ପାଇଁ ଗୀତଟିଏ” ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଜିଲ୍ଲା ସଭାପତି ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ “କବିତା କେମିତି ଲେଖାଯାଏ” ଉପରେ ନିଜ ବକ୍ତବ୍ୟ ଉପସ୍ଥାପନ କରିଥିଲେ । ପରେ ଡ. ପ୍ରଫୁଲ୍ଲ ଚନ୍ଦ୍ର ମହାନ୍ତି, ରଘୁନାଥ ପଣ୍ଡା, ଡ. ଅଶୋକ କୁମାର ସେଠୀ, ଶିବ ପ୍ରୀୟା ମିଶ୍ର, ବିରଞ୍ôଚ ନାରାୟଣ ଦାଶ, ଦେବେନ୍ଦ୍ର ହଂସ, ନିଳାମ୍ବର ମିଶ୍ର, ଧବଳେଶ୍ୱର ପାତ୍ର, କସ୍ତୁରୀ ରଥ, ସତ୍ୟାନନ୍ଦ ବିଶ୍ୱାଲ, ଜ୍ୟୋତିରାଣୀ ମିଶ୍ର, ମୀନା ମୁଣ୍ଡ, ମନୋଜ କୁମାର ନାୟକ, ବସନ୍ତ କୁମାର ନାଥ, ଭାରତୀ ହୋତା, ଗୀତାଞ୍ଜଳି ରଥ ପ୍ରମୁଖ ସ୍ୱରଚିତ କବିତା ପାଠ କରିଥିଲେ । କବିତା ଆସରରେ ବଲାଙ୍ଗିର, ଝାରସୁଗୁଡା, ନୂଆପଡା, କଳାହାଣ୍ଡି, ରାୟଗଡା, ଖୋର୍ଦ୍ଧା ତଥା ଭୁବନେଶ୍ୱରରୁ ୪୦ରୁ ଉର୍ଦ୍ଧ୍ୱ ପ୍ରତିଭାଗୀ ଯୋଗଦାନ କରିଥିଲେ । ସୁଶ୍ରୀ ସବିତା ଭୋଇ ସଂଯୋଜନା କରିଥିବା ବେଳେ ରାଜ୍ୟ ସଂଗଠନ ସଂପାଦକ ନାରାୟଣ ନାୟକଙ୍କ ମାର୍ଗଦର୍ଶନରେ ରଙ୍କମଣି ବାରିକ ତଥା ସୁଶ୍ରୀ ସଂଯୁକ୍ତା ପରିଚ୍ଛା ସମଗ୍ର କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ରାମଚନ୍ଦ୍ର ପଟେଲ କବିତା ଗୁଡିକର ସମୀକ୍ଷା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026

You Might Also Like