-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ନାଗରିକ ବିକାଶ ସଂଗଠନ ପକ୍ଷରୁ ମୁଖ୍ୟ ମନ୍ତ୍ରୀଙ୍କୁ ବି ଡି ଓ ଙ୍କ ମାଧ୍ୟମରେ ଦାବି ପତ୍ର ପ୍ରଦାନ ଦାବିପତ୍ର l

23-Mar-2023



କଳାହାଣ୍ଡି,ଧର୍ମଗଡ(ତ୍ରିନଥ ବେଶ୍ରା)
ଆଜି କଳାହାଣ୍ଡି ଜିଲ୍ଲା ନାଗରିକ ବିକାଶ ସଂଗଠନ ପକ୍ଷ ରୁ ବୁଧବାର ୪ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ  ବିଭାଗ ଜରିଆରେ ଅଚଳ ଥିବା ନଳକୂପ ଓ ଷ୍ଟାଣ୍ଡ ପୋଷ୍ଟ କୁ ତୁରନ୍ତ ମରାମତି କରାଯାଇ କାର୍ଯ୍ୟକ୍ଷମ କରାଯାଉ, ଜଳ କଷ୍ଟ ଅଞ୍ଚଳ ଗୁଡିକ କୁ ଚିହ୍ନଟ କରି ତୁରନ୍ତ ଟ୍ୟାଙ୍କର ମାଧ୍ୟମରେ ପାନୀୟ ଜଳ ଯୋଗାଣ, ଜଳ ଯୋଗାଣ ମିଶନ ଏବଂ ରାଜ୍ୟର ମେଗା ପାଇପ୍ ଜଳ ଯୋଗାଣ "ବସୁଧା " ଭଲି ପ୍ରମୁଖ ଯୋଜନା ଜଳ ର ଅନେକ ସମସ୍ୟା ସମାଧାନ କରିପାରିବ, ତେଣୁ ଏହାର କାର୍ଯ୍ୟନ୍ବୟ କୁ ତ୍ବରାନ୍ବିତ କରି ତୁରନ୍ତ ସମସ୍ତ ପାନୀୟ ଜଳର ସମାଧାନ, ସ୍କୁଲ ଛାଡ଼ିଥିବା କିଶୋରୀ ମାନଙ୍କ ପାଇଁ ପୁନଃ ଶିକ୍ଷା ଗ୍ରହଣ ବ୍ୟବସ୍ଥା କରାଯାଉ, ସମସ୍ତ ଅଙ୍ଗନୱାଡି କେନ୍ଦ୍ରରେ ନିଜସ୍ଵ ଗୃହ ସୁନିଶ୍ଚିତ କରାଯାଉ ଆଦି ଦାବି ଗୁଡ଼ିକ ଉଲ୍ଲେଖ ରହିଛି। ନାଗରିକ ବିକାଶ ସଂଗଠନ ଧର୍ମ ଗଡ ବ୍ଲକ ସଭାନେତ୍ରୀ ଜେମା ଖମାରୀ ସମ୍ପାଦିକା ପ୍ରବୀଣ। ଖମାରୀ ଙ୍କ ନେତୃତ୍ୱରେ ପ୍ରଥମେ ସ୍ଥାନୀୟ ବସ୍ ଷ୍ଟାଣ୍ଡ ନିକଟରୁ ମହିଳାମାନେ ଏକ ଶୋଭାଯାତ୍ରାରେ ବାହାରି ବିଭିନ୍ନ ସ୍ଳୋଗାନ ଦେଇ ବ୍ଳକ କାର୍ଯ୍ୟାଳୟ କୁ ପହଞ୍ଚି ଥିଲେ। ପରେ ଧର୍ମ ଗଡ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୪ଦଫା ସମ୍ମିଳିତ ଏକ ଦାବିପତ୍ର ପ୍ରଦାନ କରିଥିଲେ। ଏହି ସମୟରେ ବ୍ଳକ ସଂଯୋଜକ ଜଗନ୍ନାଥ ଶଗଡ଼ିଆ ଓ କ୍ଷିରସିନ୍ଧୁ ନାୟକ, ଦେବ ରାଜ ଭଇସ।ଲ , ଦେବ ସ୍ପିତା ମାଝୀ ଙ୍କ ସମେତ ବ୍ଳକର ୨୪ଟି ପଞ୍ଚାୟତର ଶତାଧିକ ମହିଳା ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like