-+91-9937148622 |

prerana_bgr@rediffmail.com |

  Monday 9th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଜେଏସଏମ କଲେଜରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ    (09-Mar-2026)       ||      ଆନ୍ତର୍ଜାତୀୟ ମହିଳା ଦିବସରେ ଲେଣ୍ଡା ଗ୍ରାମର ସୁଲୋଚନା ମିଶ୍ର ସମ୍ବର୍ଦ୍ଧିତ   (08-Mar-2026)       ||      ଅବସରପ୍ରାପ୍ତ ଶିକ୍ଷକ ଯଜ୍ଞେଶ୍ବର ପାଣିଗ୍ରାହୀଙ୍କ ପରଲୋକ    (08-Mar-2026)       ||      ରାଜ୍ୟରେ ସାମ୍ବାଦିକ ସୁରକ୍ଷା ଆଇନ ଯଥାଶୀଘ୍ର କାର୍ଯ୍ୟକାରୀ କରାଯିବା ଉଚିତ    (08-Mar-2026)       ||      ଆନ୍ତର୍ଜାତିକ ମହିଳା ଦିବସ ପାଳିତ    (08-Mar-2026)       ||      ଉତ୍କଳ ମହିଳା ବିକାଶ ପରିଷଦ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ    (08-Mar-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ବଲାଙ୍ଗିର ମହିଳା ସମିତି ର ଆନ୍ତର୍ଜାତିକ ମହିଳା ଦିବସ ପାଳନ    (08-Mar-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ବଲାଙ୍ଗିର ମହିଳା ସମିତି ର ଆନ୍ତର୍ଜାତିକ ମହିଳା ଦିବସ ପାଳନ    (08-Mar-2026)       ||      ବିନିକା ଗୋକୁଳାଷ୍ଟମୀ ମହୋତ୍ସବ ସମ୍ପାଦକଙ୍କ ପରଲୋକ   (08-Mar-2026)       ||      ତହଁକ୍ ତିହାର୍ ଉଦଯାପିତ   (08-Mar-2026)       ||      ଲୋୟର ସୁକତେଲ ଡ୍ୟାମ ଅଂଚଳର ସାମଗ୍ରିକ ଉନ୍ନତି ପାଇଁ ୧୨ଟି ପ୍ରସ୍ତାବ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ପ୍ରଦାନ   (08-Mar-2026)       ||      ଅନ୍ତର୍ଜାତୀୟ ମହିଳା ଦିବସରେ ବିଏମ୍ ସିର ଗଣଦୌଡ♦️ “ମହିଳାମାନଙ୍କ ଶକ୍ତି ସୁରକ୍ଷା ବଳୟରେ ପରିଣତ ହେଉ”-ବାଚସ୍ପତି   (08-Mar-2026)       ||      ୱାର୍ଲଡ ଓଡ଼ିଶା ସୋସାଇଟି ଦ୍ୱାରା ଦିଲ୍ଲୀରେ ଶକ୍ତି ଉତ୍ସବ ଆୟୋଜିତ   (08-Mar-2026)       ||      ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ଆନ୍ତର୍ଜାତିକ ମହିଳା ଦିବସ ପାଳିତ,   (08-Mar-2026)       ||      ଗୀତିନାଟ୍ୟ ‘ଅଭିମନ୍ୟୁ ବଧ’ ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ରମଣ୍ଡପ ରେ ମଞ୍ଚସ୍ଥ   (08-Mar-2026)       ||      ୧୪-୧୫ ବର୍ଷୀୟ କିଶୋରୀମାନଙ୍କ ପାଇଁ ଦେଶବ୍ୟାପୀ ଏଚ୍‌ପିଭି ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ   (07-Mar-2026)       ||      ଓଡ଼ିଆ ଚଳଚ୍ଚିତ୍ର "ଲାଇନବାଲା"ର ପୋଷ୍ଟର ଉନ୍ମୋଚନ ଓ ଟିଜର ରିଲିଜ୍   (07-Mar-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ସମୀକ୍ଷା ବୈଠକ    (07-Mar-2026)       ||      ସଶକ୍ତ ମହିଳାଙ୍କ ସମର୍ପଣର ପର୍ବ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ   (07-Mar-2026)       ||      ସର୍ବଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ  ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ   (07-Mar-2026)       ||     

HOME   ଜିଲ୍ଲା

ଗୋଲାମୁଣ୍ଡା ନାଗରିକ ବିକାଶ ସଂଗଠନ ପକ୍ଷରୁ ମୁଖ୍ୟ ମନ୍ତ୍ରୀଙ୍କୁ ବି ଡି ଓ ଙ୍କ ମାଧ୍ୟମରେ ଦାବି ପତ୍ର ପ୍ରଦାନ ଦାବିପତ୍ର

23-Mar-2023



କଳାହାଣ୍ଡି,ଗୋଲାମୁଣ୍ଡା (ତ୍ରିନଥ ବେଶ୍ରା)
ଆଜି କଳାହାଣ୍ଡି ଜିଲ୍ଲା ନାଗରିକ ବିକାଶ ସଂଗଠନ ପକ୍ଷ ରୁ  ବୁଧବାର ୪ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ  ବିଭାଗ ଜରିଆରେ ଅଚଳ ଥିବା ନଳକୂପ ଓ ଷ୍ଟାଣ୍ଡ ପୋଷ୍ଟ କୁ ତୁରନ୍ତ ମରାମତି କରାଯାଇ କାର୍ଯ୍ୟକ୍ଷମ କରାଯାଉ, ଜଳ କଷ୍ଟ ଅଞ୍ଚଳ ଗୁଡିକ କୁ ଚିହ୍ନଟ କରି ତୁରନ୍ତ ଟ୍ୟାଙ୍କର ମାଧ୍ୟମରେ ପାନୀୟ ଜଳ ଯୋଗାଣ, ଜଳ ଯୋଗାଣ ମିଶନ ଏବଂ ରାଜ୍ୟର ମେଗା ପାଇପ୍ ଜଳ ଯୋଗାଣ "ବସୁଧା " ଭଲି ପ୍ରମୁଖ ଯୋଜନା ଜଳ ର ଅନେକ ସମସ୍ୟା ସମାଧାନ କରିପାରିବ, ତେଣୁ ଏହାର କାର୍ଯ୍ୟନ୍ବୟ କୁ ତ୍ବରାନ୍ବିତ କରି ତୁରନ୍ତ ସମସ୍ତ ପାନୀୟ ଜଳର ସମାଧାନ, ସ୍କୁଲ ଛାଡ଼ିଥିବା କିଶୋରୀ ମାନଙ୍କ ପାଇଁ ପୁନଃ ଶିକ୍ଷା ଗ୍ରହଣ ବ୍ୟବସ୍ଥା କରାଯାଉ, ସମସ୍ତ ଅଙ୍ଗନୱାଡି କେନ୍ଦ୍ରରେ ନିଜସ୍ଵ ଗୃହ ସୁନିଶ୍ଚିତ କରାଯାଉ ଆଦି ଦାବି ଗୁଡ଼ିକ ଉଲ୍ଲେଖ ରହିଛି। ନାଗରିକ ବିକାଶ ସଂଗଠନ ଗୋଲାମୁଣ୍ଡା ବ୍ଲକ ସଭାନେତ୍ରୀ ପ୍ରେମ ଲତା ବିହାରୀ ସମ୍ପାଦିକାସରସ୍ଵତୀ ଖର୍ସେଲ। ଖମାରୀ ଙ୍କ ନେତୃତ୍ୱରେ ପ୍ରଥମେ ସ୍ଥାନୀୟ ବସ୍ ଷ୍ଟାଣ୍ଡ ନିକଟରୁ ମହିଳାମାନେ ଏକ ଶୋଭାଯାତ୍ରାରେ ବାହାରି ବିଭିନ୍ନ ସ୍ଳୋଗାନ ଦେଇ ବ୍ଳକ କାର୍ଯ୍ୟାଳୟ କୁ ପହଞ୍ଚି ଥିଲେ। ପରେ ଗୋଲାମୁଣ୍ଡା ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୪ଦଫା ସମ୍ମିଳିତ ଏକ ଦାବିପତ୍ର ପ୍ରଦାନ କରିଥିଲେ। ଏହି ସମୟରେ ବ୍ଳକ ସଂଯୋଜ ଗୌରବ  ସୁନା ନୀ ଓ ପବିତ୍ର ବେଶ୍ରା , ଧଜ କେତନ ହରିଜନ, ଅକ୍ଷୟ କୁମାର ଓ ପ୍ରକାଶ ସୁନାନୀ, କନେଇ ତାଣ୍ଡି, ଶଙ୍କର ଖୁରା ଙ୍କ ସମେତ ବ୍ଳକର ୨୮ଟି ପଞ୍ଚାୟତର ଶତାଧିକ ମହିଳା ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଜେଏସଏମ କଲେଜରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ   09-Mar-2026
  ଜିଲ୍ଲା  
ଆନ୍ତର୍ଜାତୀୟ ମହିଳା ଦିବସରେ ଲେଣ୍ଡା ଗ୍ରାମର ସୁଲୋଚନା ମିଶ୍ର ସମ୍ବର୍ଦ୍ଧିତ   08-Mar-2026
  ରାଜ୍ୟ  
ଅବସରପ୍ରାପ୍ତ ଶିକ୍ଷକ ଯଜ୍ଞେଶ୍ବର ପାଣିଗ୍ରାହୀଙ୍କ ପରଲୋକ   08-Mar-2026
  ଜିଲ୍ଲା  
ରାଜ୍ୟରେ ସାମ୍ବାଦିକ ସୁରକ୍ଷା ଆଇନ ଯଥାଶୀଘ୍ର କାର୍ଯ୍ୟକାରୀ କରାଯିବା ଉଚିତ   08-Mar-2026
  ଜିଲ୍ଲା  
ଆନ୍ତର୍ଜାତିକ ମହିଳା ଦିବସ ପାଳିତ   08-Mar-2026
  ଜିଲ୍ଲା  
ଉତ୍କଳ ମହିଳା ବିକାଶ ପରିଷଦ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ   08-Mar-2026
  ଜିଲ୍ଲା  
ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ବଲାଙ୍ଗିର ମହିଳା ସମିତି ର ଆନ୍ତର୍ଜାତିକ ମହିଳା ଦିବସ ପାଳନ   08-Mar-2026
  ଜିଲ୍ଲା  
ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ବଲାଙ୍ଗିର ମହିଳା ସମିତି ର ଆନ୍ତର୍ଜାତିକ ମହିଳା ଦିବସ ପାଳନ   08-Mar-2026
  ଜିଲ୍ଲା  
ବିନିକା ଗୋକୁଳାଷ୍ଟମୀ ମହୋତ୍ସବ ସମ୍ପାଦକଙ୍କ ପରଲୋକ   08-Mar-2026
  ଜିଲ୍ଲା  
ତହଁକ୍ ତିହାର୍ ଉଦଯାପିତ   08-Mar-2026
  ଜିଲ୍ଲା  
ଲୋୟର ସୁକତେଲ ଡ୍ୟାମ ଅଂଚଳର ସାମଗ୍ରିକ ଉନ୍ନତି ପାଇଁ ୧୨ଟି ପ୍ରସ୍ତାବ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ପ୍ରଦାନ   08-Mar-2026
  ଜିଲ୍ଲା  
ଅନ୍ତର୍ଜାତୀୟ ମହିଳା ଦିବସରେ ବିଏମ୍ ସିର ଗଣଦୌଡ♦️ “ମହିଳାମାନଙ୍କ ଶକ୍ତି ସୁରକ୍ଷା ବଳୟରେ ପରିଣତ ହେଉ”-ବାଚସ୍ପତି   08-Mar-2026

You Might Also Like