-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

ସରଗାଡ ଠାରେ ମାଗଣା ସ୍ୱାସ୍ଥ୍ୟ ଶିବିର କାର୍ଯ୍ୟକ୍ରମ

23-Mar-2023



ଲୋଇସିଂହା, (ବିନୋଦ କୁମାର ଦୀପ) ଓଡ଼ିଶା ବନ ଉନ୍ନୟନ ନିଗମ ଲିମିଟେଡ ବଲାଙ୍ଗୀର ସୌଜନ୍ୟତା ରେ ବଲାଙ୍ଗୀର ସ୍ବେଛାସେବୀ ସଂଗଠନ ସହ ମିଳିତ ଆନୁକୁଲ୍ୟରେ ଓ ମହାନଦୀ ନେତ୍ର ଚିକିତ୍ସାଳୟ,ବୀର ମହାରାଜପୁର,ଲୋଇସିଂହା ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ର ସହାୟତା ରେ ଲୋଇସିଂହା  ବ୍ଲକ ସରଗାଡ ଗ୍ରାମ ର ଗୌନ୍ତିଆ ପଡା କଲ୍ୟାଣ ମଣ୍ଡପ ଠାରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଛି।ଏହି ସ୍ବାସ୍ଥ୍ୟ ଶିବିର ରେ ୭୮୨ ଜଣ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ ସେମାନଙ୍କ ମଧ୍ୟରୁ ୯୨ ଜଣ ଙ୍କ ଆବଶ୍ୟକୀୟ ଓପରେଶନ୍ ମାଗଣା ରେ କରାଯିବାର ବ୍ୟବସ୍ଥା କରା ଯାଇଥିଲା ଓ ଉପରବାହାଲ ସ୍ତିତ ସ୍ବାମୀ ବିବେକାନନ୍ଦ ଶିକ୍ଷା କେନ୍ଦ୍ର ର ସମସ୍ତ ଛାତ୍ର ଛାତ୍ରୀ ମାନଙ୍କୁ ବିଭିନ୍ନ ପାଠ୍ୟ ଉପକରଣ ବଣ୍ଟନ କରାଯାଇଥିଲା।ସ୍କୁଲ ର ପ୍ରଧାନ ଶିକ୍ଷକ ବନ ଉନ୍ନୟନ ନିଗମ ବିଭାଗ କୁ ତାଙ୍କ ସ୍କୁଲ ପରିବେଶ ରେ ବନୀକରଣ କରିବା ପାଇଁ ଅନୁରୋଧ କରିଥିଲେ ତାଙ୍କ ଅନୁରୋଧ ରକ୍ଷା କରି ବନୀକରଣ କରିବା ପାଇଁ ସବ୍ ଡିଭିଜନାଳ ଅଧିକାରୀ ଆଶିଷ ମିଶ୍ର ବନୀକରଣ କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ।ମୁଖ୍ୟ ଅତିଥି ଭାବରେ ଲୋଇସିଂହା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଙ୍କ ପ୍ରତିନିଧି ଭାବରେ ଯୋଗାଣ ଅଧିକାରୀ ସୌମ୍ୟ ରଞ୍ଜନ ମହାନନ୍ଦ,ସମ୍ମାନିତ ଅତିଥି ଭାବରେ ସରଗାଡ ସରପଞ୍ଚ ସରୋଜ ବେହେରା,ସରଗାଡ ସମିତି ସଭ୍ୟ ବିରେନ୍ଦ୍ର ସାହୁ,ଡାକ୍ତର ଶୁଭେନ୍ଦୁ ଶେଖର ପଧାନ,ବଲାଙ୍ଗୀର ଉନ୍ନୟନ ବିଭାଗ ର କିଶୋର କୁମାର ଦଳାଇ,ଶ୍ରୀକଣ୍ଠ ମିଶ୍ର,ପ୍ରମୁଖ ମଞ୍ଚାସିନ ଥିଲେ।ବଲାଙ୍ଗୀର ସ୍ବେଛାସେବୀ ସଂଗଠନ ର ସନ୍ତୋଷ ପଟ୍ଟନାୟକ,ଗୋବିନ୍ଦ ଶତପଥୀ,ଜିତୁ ସାହୁ, ସୁମିତ ମିଶ୍ର, ଧନଜୟ ପାଣିଗ୍ରାହୀ, ଆଲୋକ ପଟେଲ,ରାଜେଶ ସାହୁ,ପିଙ୍କୁ ପୁଟେଲ ,ଆଶିଷ ପଟେଲ,ଅଭିଷେକ ସାଏ ପଟେଲ, ଟୁଲୁ ସାହୁ,ଏମ. ଡି ବବଳୁ,ମିଳି ପଟ୍ଟନାୟକ, ବର୍ଷାରାଣୀ ଷଡଙ୍ଗୀ, ଶ୍ୱେତା ସାହୁ, ପାୟଲ ମହାନ୍ତି,ସୁବ୍ରତ ଉପାଧ୍ୟାୟ,ଆକାଶ ଅଗ୍ରୱାଲ,ସୁଦୀପ୍ତ ରଞ୍ଜନ ସୁଆର ପ୍ରମୁଖ ଏବଂ ସ୍ବେଛାସେବୀ ସଂଗଠନ ବାଙ୍କୀବାହାଲ ଶାଖା ଓ ମୟାବରହା ଶାଖା ର ସଦସ୍ୟ ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like