-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ନିଯୁକ୍ତି ଭିତ୍ତିକ ତାଲିମ କାର୍ଯ୍ୟକ୍ରମ ଓ ବୈଷୟିକ ଶିକ୍ଷା ଗ୍ରହଣ ନିମନ୍ତେ ବ୍ଲକ ସ୍ତରୀୟ ପରାମର୍ଶ ଶିବିର ମାନ ଆୟୋଜନ

23-Mar-2023



ଲୋଇସିଂହା, (ବିନୋଦ କୁମାର ଦୀପ) ଓଡିଶା ଦକ୍ଷତା ବିକାଶ ପ୍ରାଧିକରଣ ଙ୍କ ତରଫରୁ ଜିଲ୍ଲା ପ୍ରଶାସନ, ବଲାଙ୍ଗୀର ଚଳିତ ବର୍ଷ ନିମ୍ନ କାର୍ଯ୍ୟସୂଚୀ ଅନୁସାରେ ଜିଲ୍ଲାର ସମସ୍ତ ବ୍ଲକରେ ନିଯୁକ୍ତି ଭିତ୍ତିକ ତାଲିମ କାର୍ଯ୍ୟକ୍ରମ ଓ ବୈଷୟିକ ଶିକ୍ଷା ଗ୍ରହଣ ନିମନ୍ତେ ବ୍ଲକ ସ୍ତରୀୟ ପରାମର୍ଶ ଶିବିର ମାନ ଆୟୋଜନ କରାଯାଉଛି l ଏହି ପରିପ୍ରେକ୍ଷୀରେ ଲୋଇସିଂହା ବ୍ଲକରେ ମଧ୍ୟ ଉକ୍ତ କାର୍ଯ୍ୟକ୍ରମ ଆଜି ଅନୁଷ୍ଠିତ ହୋଇଥିଲା l ଏହି ପରାମର୍ଶ ଶିବିରରେ ଓଡିଶା ଦକ୍ଷତା ବିକାଶ ପ୍ରାଧିକରଣ, ଓଡିଶା ଙ୍କ ସହ ଅନୁବନ୍ଧିତ ବିଭିନ୍ନ ସରକାରୀ ଓ ବେସରକାରୀ ତାଲିମ ପ୍ରଦାନକରି ସଂସ୍ଥା ମାନେ ଯୋଗ ଦେଇଛନ୍ତି l ଏହି ତାଲିମ ପ୍ରଦାନକାରୀ ସଂସ୍ଥା ମାନେ ବିଭିନ୍ନ ଟ୍ରେଡ଼ ମାନଙ୍କରେ ନେସନାଲ ସ୍କିଲ ଡ଼ବଲପମେଣ୍ଟ କର୍ପୋରେସନ ଦ୍ୱାରା ଜାରି କରିଥିବା ସ୍ୱଳ୍ପ ମିଆଦି ପାଠ୍ୟକ୍ରମ ସୂଚୀରୁ ପାର୍ଥୀ ମାନଙ୍କର ରୁଚି ଅନୁଯାୟୀ ତାଲିମ ପ୍ରଦାନ କରିଥାନ୍ତି l ଏହି ତାଲିମ ର ଅବଧି ସାଧାରଣତ 1 ମାସ ରୁ 6 ମାସ ପର୍ଯ୍ୟନ୍ତ ହୋଇଥାଏ l ତାଲିମ ସମୟରେ ଆବାସିକ ପାର୍ଥୀ/ ପାର୍ଥୀନୀ ମାନଙ୍କ ରହିବା, ଖାଇବା ଏବଂ ତାଲିମ ର ସମସ୍ତ ଖର୍ଚ୍ଚ ଓଡିଶା ସରକାର ବହନ କରିଥାନ୍ତି l ତାଲିମ ପରେ ଆସେସମେଣ୍ଟ ଟେଷ୍ଟ କରାଯାଇ ଉତୀର୍ଣ୍ଣ ପରିକ୍ଷଣlର୍ଥୀ ମାନଙ୍କୁ ଏସଏସସିଙ୍କ ଦ୍ୱାରା ପ୍ରମାଣ ପତ୍ର ପ୍ରଦାନ କରାଯାଇଥାଏ l ଉତୀର୍ଣ୍ଣ ପରୀକ୍ଷନାର୍ଥୀ ମନଙ୍କୁ 3 ମାସ ମଧ୍ୟରେ ଦକ୍ଷତା ଅନୁସାରେ ରାଜ୍ୟ ଭିତରେ କିମ୍ବା ରାଜ୍ୟ ବାହାରେ ନିଯୁକ୍ତି ପ୍ରଦାନ କରାଯାଇଥାଏ l ସେହିପରି ଦଶମ ପାସ ଛାତ୍ରଛାତ୍ରୀ ମାନଙ୍କ ପାଇଁ ବିଭିନ୍ନ ବୈଷୟିକ ଶିକ୍ଷା ଯଥା ଆଇଟିଆଇ/ଡିପ୍ଲୋମା  ଓ ବିଶ୍ୱ ଦକ୍ଷତା କେନ୍ଦ୍ର ଭୁବନେଶ୍ୱର ସମ୍ପର୍କରେ ପରାମର୍ଶ ପ୍ରଦାନ କରାଯିବ l ଲୋଇସିଂହା ବ୍ଲକ ର ଜିପିଓ କିଶୋରଚନ୍ଦ୍ର ମାନସିଂହ, ବିପିଏମ ମଧୁସ୍ମିତା ବିଶ୍ୱାଳ, ସରପଞ୍ଚ ନବକିଶୋର ନାଏକ ସହ ବ୍ଲକ ର ଅନ୍ୟାନ୍ୟ କର୍ମଚାରୀ ମାନ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like