-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ଚାଷ ଯନ୍ତ୍ରପାତି ଯୋଗାଇବା ନାଁ ରେ ଚାଷୀଙ୍କ ଠାରୁ ଅଭିନଵ ଢଙ୍ଗ ରେ ଟଙ୍କା ଲୁଟୁଥିବା  ଜଣେ ଠକ କୁ ଗିରଫ କରିଛି ସୁବର୍ଣ୍ଣପୁର ପୋଲିସ

24-Mar-2023



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ): ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା ଥାନା ପୋଲିସ ସମ୍ବଲପୁର ଜିଲ୍ଲା ସିନ୍ଦୁରପଙ୍କ ଗାଁରୁ ଜଣେ ଠକ ବ୍ୟବସାୟୀଙ୍କୁ ଗିରଫ କରିଛି ।ବାବୁଲାଲ ଛନ୍ଦ ନାମକ ଜଣେ ବ୍ୟକ୍ତି  ସମ୍ବଲପୁର ଜିଲ୍ଲା ସିନ୍ଦୁରପଙ୍କ ଗାଁରେ
ପଶ୍ଚିମ ଓଡିଶା ଏଗ୍ରୋ ହାରଭେଷ୍ଟାର ଓ କୃଷି ଯନ୍ତ୍ରପାତି ଏଜେନ୍ସି ଖୋଲି ଚାଷୀ ମାନଙ୍କ ପାଖରୁ ବିପୁଳ ପରିମାଣରେ ଟଙ୍କା ଠକି ନେଉଥିବା ଅଭିଯୋଗ ହୋଇଥିଲା। ଜିଲ୍ଲାର ବିରମହରାଜପୁର ଉପଖଣ୍ଡର ଡୁଙ୍ଗୁରି ଗାଁର ରଂଜିତକୁମାର ଦାସଙ୍କ ପାଖରୁ ସାଢ଼େ ବାଇଶି ଲକ୍ଷ ଟଙ୍କା କୁବୁଟା ହାରଭେଷ୍ଟର ଦେବା ନାଁରେ ବ୍ୟବସାୟୀ ବାବୁଲାଲ ଠକି ନେଇଥିବା ସୁବଲୟା ଥାନାରେ ଅଭିଯୋଗ ହୋଇଥିଲା ।ଏହି ଅଭିଯୋଗକୁ ଭିତି କରି ପୋଲିସ ବାବୁଲାଲ ସାଢେ ତିନି ଲକ୍ଷ ଟଙ୍କା ନଗଦ ଓ 19 ଲକ୍ଷ ୟୁକୋ ବ୍ୟାଙ୍କ ସୋନପୁରରୁ ଚେକ ମାଧ୍ୟମରେ ରଞ୍ଜିତଙ୍କ ପାଖରୁ ଠକି ନେଇଥିବା ଜାଣିବାକୁ ପାଇଥିଲେ।ଗତ ବର୍ଷ ଜୁନ ମାସରେ ଦିନେ ରାତି11ଟା ସମୟରେ ବାବୁଲାଲ ଏକ ଚାଇନିଜ କମ୍ପାନୀ ଏଗ୍ରିଓନାର ହାରଭେଷ୍ଟର ଆଣି ରଞ୍ଜିତଙ୍କୁ ଘରେ ଦେଇଥିଲେ।ହେଲେ ସେହି ଯନ୍ତ୍ର ଠିକ ଭାବେ ଚାଲୁ ନ ଥିବାରୁ ତାକୁ ରଞ୍ଜିତ ରଖି ନ ଥିଲେ ଓ କୁବୁଟା କମ୍ପାନୀର ହାରଭେଷ୍ଟର ଦେବା ପାଇଁ ବାବୁଲାଲଙ୍କୁ କହିଥିଲେ।ଫଳରେ ବାବୁଲାଲ ଆଣିଥିବା ଚାଇନିଜ କମ୍ପାନୀର ହାରଭେଷ୍ଟର ଟିକୁ ଫେରେଇ ନେଇଥିଲେ।ସେହି ଦିନ ଠାରୁ ବାବୁଲାଲ ରଞ୍ଜିତକୁ ଆଉ ଧରାଛୁଆଁ ଦେଉ ନ ଥିଲେ କି ଟଙ୍କା ଫେରାଉ ନ ଥିଲେ ।ବାବୁଲାଲଙ୍କ ଏପରି କାର୍ଯ୍ୟରେ ରଞ୍ଜିତ ଅତିଷ୍ଠ ହୋଇ ସ୍ଥାନୀୟ ସୁବଲୟା ଥାନାରେ  ବାବୁଲାଲଙ୍କ ନାଁରେ ଟଙ୍କା ଠକି ନେଇଥିବା ଲିଖିତ ଅଭିଯୋଗ କରିଥିଲେ। ବାବୁଲାଲ ସୋନପୁର ଅଂଚଳରେ ଆଉ ଜଣେ ଚାଷୀଙ୍କୁ ମଧ୍ୟ ଠକି ଥିବା ପୋଲିସ ଜାଣିବାକୁ ପାଇଛି ।ଜିଲ୍ଲାର ବିରମହରାଜପୁର ଅଂଚଳରୁ ଏକ ଓସାଗା ହାରଭେଷ୍ଟର ଓ ବାବୁଲାଲଙ୍କ କହିବା ଅନୁଯାୟୀ ସୋର ଅଂଚଳରୁ ରଞ୍ଜିତ ପାଇଁ ଆସିଥିବା  ହାରଭେଷ୍ଟର ଜବତ କରି ଅଭିଯୁକ୍ତ ବାବୁଲାଲକୁ ଗିରଫ କରିବାରେ ସଫଳ ହୋଇଛି।ଆଉ ମଧ୍ୟ ବାବୁଲାଲ ବରଗଡ଼ ,ବୌଦ୍ଧ ,ଝାରସୁଗୁଡା ଓ ବଲାଙ୍ଗିର ଜିଲ୍ଲାର ବିଭିନ୍ନ ଚାଷୀଙ୍କୁ କୃଷି ଯନ୍ତ୍ରପାତି ଯୋଗାଇ ଦେବା ନାଁରେ ଠକିଥିବା ପୋଲିସ ଅନୁମାନ କରୁଛି।ତେବେ ନିରୀହ ଚାଷୀ ମାନେ ଏପରି ଠକଙ୍କ କାବୁରେ ନ ପଡି ଆବଶ୍ୟକ ତଥ୍ୟ ସଂଗ୍ରହ ପରେ ଦାମିକିଆ ଯନ୍ତ୍ରପାତି କିଣିବା ପାଇଁ ଆଜି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅନୁରୋଧ କରିଛନ୍ତି।ଅଭିଯୁକ୍ତ ବାବୁଲାଲକୁ ଆସନ୍ତାକାଲି କୋର୍ଟ ଚାଲାଣ କରାଯିବ ବୋଲି ଆରକ୍ଷୀ ଅଧିକ୍ଷକ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like