-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିରରେ ଜିଲ୍ଲାସ୍ତରୀୟ ବିଶ୍ଵ ଯକ୍ଷ୍ମା ଦିବସ ପାଳିତ, ଯକ୍ଷ୍ମା ରୋଗର ନିରାକରଣ ନିମନ୍ତେ ସମସ୍ତଙ୍କର ସହଭାଗିତା ଓ ସହଯୋଗିତା ଉପରେ ଗୁରୁତ୍ଵାରୋପ

24-Mar-2023



ବଲାଙ୍ଗିର(ପ୍ରେରଣା ଖବର): ଆଜି ପୂର୍ବାହ୍ନରେ ସ୍ଥାନୀୟ ଜାତୀୟ ସ୍ୱାସ୍ଥ୍ୟ ମିଶନ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ବିଶ୍ଵ ଯକ୍ଷ୍ମା ଦିବସ ପାଳିତ ହୋଇଯାଇଛି । ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା: ପ୍ରଦୀପ ଗୁରୁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଚେତନତା ସଭାରେ ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ମେଡିକାଲ ଅଧିକ୍ଷକ ଡା: ମାନସୀ ପଣ୍ଡା ,

ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡା: ଦିବ୍ୟକିଶୋର ପତି, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ (ଭିବିଡି )ଡା କୁବେର ଚନ୍ଦ୍ର ମହନ୍ତ, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ (ରୋଗ ନିୟନ୍ତ୍ରଣ ) ଡା ନମୀତା ମିଶ୍ର, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ(ଯକ୍ଷ୍ମା) ଡା ସିଦ୍ଧେଶ୍ଵର ମାଝୀ, ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଯକ୍ଷ୍ମା ଓ ଛାତି ରୋଗ ବିଭାଗର ମୁଖ୍ୟ ଡ଼ା ଶଶ୍ମିତା ମେହେର, ଯକ୍ଷ୍ମା ଓ ଛାତି ରୋଗ ବିଶେଷଜ୍ଞ ଡ଼ା ଗିରିଜା ଶଙ୍କର ଉଦ୍ଗାତା, ଡା ଶରତ ଚନ୍ଦ୍ର ନାଗ, ଜାତୀୟ ସ୍ୱାସ୍ଥ୍ୟ ମିଶନ ର ଜିଲ୍ଲା ପ୍ରୋଗ୍ରାମ ମେନେଜର ମୃତ୍ୟୁଞ୍ଜୟ ମୁଣ୍ଡ ପ୍ରମୁଖ ଯୋଗଦେଇ ଚଳିତ ବର୍ଷର ବିଷୟବସ୍ତୁ, ବିଶ୍ଵ ଯକ୍ଷ୍ମା ଦିବସ ପାଳନର ତାତ୍ପର୍ଜ୍ୟ ଓ ଯକ୍ଷ୍ମା ମୁକ୍ତ ଭାରତ  ଉପରେ ଆଲୋଚନା କରିଥିଲେ । ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ(ଯକ୍ଷ୍ମା )ଡା: ମାଝୀ ବଲାଙ୍ଗିର ଜିଲ୍ଲାରେ ଯକ୍ଷ୍ମା ରୋଗର ସ୍ଥିତି ଏବଂ ଏହାର ନିରାକରଣ ଗ୍ରହଣ କରାଯାଉଥିବା ପଦକ୍ଷେପ ଉପରେ ବିବରଣୀ ଉପସ୍ଥାପନ କରିଥିଲେ । ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା: ଗୁରୁ ଯକ୍ଷ୍ମା ରୋଗକୁ ସମ୍ପୃଣ୍ଣ ନିରାକରଣ ନିମନ୍ତେ ସମସ୍ତଙ୍କର ସହଭାଗିତା ଓ ସହଯୋଗିତା ଉପରେ ଗୁରୁତ୍ଵାରୋପ କରିଥିଲେ । ଡ଼ା ଉଦଗାତା ଯକ୍ଷ୍ମା ରୋଗ ଓ ଏହାର ନିରାକରଣ ସମ୍ପର୍କରେ ବିଷଦ ଭାବେ ଆଲୋଚନା କରିବା ସହ ଉପସ୍ଥିତ ଥିବା ଅଧିକାରୀ ,ଆଶା ଏବଂ ସ୍ୱାସ୍ଥ୍ୟ କର୍ମୀ ମାନଙ୍କୁ “ହଁ ଆମେ ଯକ୍ଷ୍ମା ଅନ୍ତ ନିଶ୍ଚୟ କରିପାରିବା “ ସମ୍ପର୍କିତ ଶପଥ ପାଠ କରାଇଥିଲେ । ଜିଲ୍ଲା ଯକ୍ଷ୍ମା ବିଭାଗ ପକ୍ଷରୁ ଆଶା,ଏଲଟି ଏବଂ ଟିବି ଚମ୍ପିଆନ ମାନଙ୍କୁ ପୁରସ୍କାର ଓ ମାନପତ୍ର ପ୍ରଦାନ କରାଯାଇଥିଲା । ଯକ୍ଷ୍ମା ରୋଗ ନିରାକରଣ ଦିଗରେ ଉଲ୍ଲେଖନୀୟ କାର୍ଯ୍ୟ ସକାଶେ ଟିବି ଚମ୍ପିଆନ ଆଗଲପୁର ର ବସନ୍ତ ପ୍ରଧାନ, ଏଲଟି ବାଦିମୁଣ୍ଡା ର ଜ୍ୟୋତ୍ସ୍ନା ପାଣ୍ଡେ ଓ ଚୁଡାପାଲିର ଦିବ୍ୟବ୍ରତ କରଣ, ଆଶାକର୍ମୀ ସଇଁତଳା ର ବାସନ୍ତୀ ସାହୁ, ଚୁଡାପାଲିର ରୁକ୍ମଣୀ ବାରିକ ଓ ବଲାଙ୍ଗୀର ପୌର ପରିଷଦ ର ନିନା ପ୍ରଧାନଙ୍କୁ ସଭାରେ ପୁରସ୍କୃତ

କରାଯାଇଥିଲା । ସଭାରେ ଜିଲ୍ଲା ପ୍ରୋଗ୍ରାମ ସଂଯୋଜକ ସୌମ୍ୟଶ୍ରୀ ମିଶ୍ର, ପିପିଏମ ସଂଯୋଜକ ଜୟନ୍ତୀ ମେହେର ଙ୍କ ସମେତ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗର ବିଭିନ୍ନ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ର  ସଂଯୋଜକଙ୍କ ସମେତ  ଆଶାକର୍ମୀ ଓ ଏଏନଏମ ମାନେ ଉପସ୍ଥିତ ଥିଲେ । ଏହି ଦିବସ ପାଳନ ଉପଲକ୍ଷେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀଙ୍କ କାର୍ୟାଳୟ ପରିସରରେ ଏକ ଦସ୍ତଖତ ସଂଗ୍ରହ ଅଭିଯାନ ର ଆୟୋଜନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like