-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ବାଇକ ଡ଼ିକି ରୁ ଟଙ୍କା ଲୁଟ ଘଟଣା ରେ ଦୁଇ ଗିରଫ*-- ସୋନପୁର ପୋଲିସ ର ସଫଳତା ଜାରି

24-Mar-2023



ସୁବର୍ଣ୍ଣପୁର - (ମନୋରଞ୍ଜନ ତ୍ରିପାଠୀ)
ବାଇକ ଡ଼ିକି ଭାଙ୍ଗି ଟଙ୍କା ଲୁଟ ଘଟଣା ରେ ଆଜି ସୋନପୁର  ପୋଲିସ  ଗଞ୍ଜାମ  ଜ଼ିଲ୍ଲା ଆସ୍କା ଥାନା ଅଞ୍ଚଳ ରୁ ଦୁଇ ଜଣ  ଲୁଟେରା ଦୁର୍ବୁତ୍ତ ଙ୍କୁ  ଗିରଫ କରିବାରେ ସଫଳ ହୋଇଛି l ପ୍ରକାଶ ଥାଉ କି ଯେ ଗତ 6-3-2023: ରେ ସୋନପୁର ବରୋଦା ବ୍ୟାଙ୍କ ରୁ ଖଲିଆପାଲି ଗାଁ ର ରୋହିତ କୁମାର ସାହୁ ଦୁଇ ଲକ୍ଷ ଟଙ୍କା ନେଇ ଗାଁ କୁ ଯିବା ବେଳେ ବିନିକା ରୋଡ଼ ହୋଟେଲ ଗ୍ରୀନ ପାର୍କ ଆଗରେ ଅଟକି ଅନ୍ୟମନସ୍କ ହୋଇ ପାଣି ବୋଟଲ କିଣିବା ସମୟ ରେ  ବ୍ୟାଙ୍କ ରୁ ପିଛା କରୁଥିବା ଦୁଇ ଜଣ ଲୁଟେରା ଏକ ହୁଣ୍ଡା ୟୁନିକନ ବାଇକ ରେ ଆସି  ରୋହିତ ର ଆଖି ପିଛୁଳାକେ ଡ଼ିକି ଭାଙ୍ଗି ଦୁଇ ଲକ୍ଷ ଟଙ୍କା ଲୁଟି ଫେରାର ହୋଇଥିଲେ l ରୋହିତ ଏ ନେଇ ସୋନପୁର ଥାନା ରେ ଲିଖିତ ଅଭିଯୋଗ କଲା ପରେ ସୋନପୁର ପୋଲିସ ଘଟଣା ସ୍ଥଳ ର ସିସିଟିଭି ଆଧାର ରେ  ଓ ପ୍ରତ୍ୟକ୍ଷ ଦର୍ଶୀ ଙ୍କ ଆଧାର ରେ ଏ ଘଟଣା ର ଅନୁସନ୍ଧାନ ଜାରି ରଖିଥିଲେ l ଲୁଟେରା  ଆକାଶ ଦାସ ଓ ରଂଜିତ ରାଓ ଙ୍କୁ  ଆସ୍କା ରୁ ଗିରଫ କରି ତାଙ୍କ ହୁଣ୍ଡା ବାଇକ OD 02AS -6921 ଓ ଦେଢ଼ ଲକ୍ଷ ଟଙ୍କା ଉଦ୍ଧାର କରିଥିବା ବିଷୟ ଆଜି ସୁବର୍ଣ୍ଣପୁର ଏସପି ଶ୍ରୀ ଅମରେଶ ପଣ୍ଡା  ଏକ ସାମ୍ବାଦିକ ସମ୍ମିଳନୀ ରେ ଖୁଲାସା କରିଥିବା ଜଣାଯାଇଛି l  ଏବଂ ଏ ଅଭିଯୁକ୍ତ ଙ୍କୁ ଆଜି କୋର୍ଟ ଚlଲାଣ କରିଥିବା ଜଣାଯାଇଛି l ସୋନପୁର ପୋଲିସ ର ସିରିଜ ସଫଳତା କୁ ଜ଼ିଲ୍ଲାବାସୀ ପ୍ରଶଂସା କରିଥିବା ବେଳେ ଏ କଳଙ୍କିତ ବରୋଦା ବ୍ୟାଙ୍କ ସମେତ  ଅନ୍ୟ ସମସ୍ତ ବ୍ୟାଙ୍କ ମାନଙ୍କ ଆଗରେ ଗ୍ରାହକ ଙ୍କୁ ସଚେତନତା କରିବା ପାଇଁ    ବ୍ୟାଙ୍କ ଓ ପୋଲିସ ପ୍ରଶାସନ ପକ୍ଷରୁ ପଦକ୍ଷେପ ନେବାକୁ ଲୋକେ ଦାବୀ କରୁଛନ୍ତି l ଆଜି ର ଏଇ ପ୍ରେସ ମିଟ ରେ ଏସପି ଶ୍ରୀ ପଣ୍ଡା ଙ୍କ ସମେତ ଏସ୍ଡ଼ିପିଓ ପୁଷ୍ପାଞ୍ଜଳୀ ନିଙ୍ଗୀ, ଓ ଥାନା ଅଧିକାରୀ କୃଷ୍ଣ ଚନ୍ଦ୍ର ମେହେର ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like