-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ଜ଼ିଲ୍ଲା ସ୍ତରୀୟ ଆଶା ଓ ଗାଁ କଲ୍ୟାଣ ସମିତି ସମ୍ମିଳନୀ

25-Mar-2023



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ)
ସ୍ୱାସ୍ଥ୍ୟ ସେବା ରେ ଗୋଷ୍ଠୀ ସହ ଭାଗିତା କୁ ଗୁରୁତ୍ୱ ଦେଇ ଜ଼ିଲ୍ଲା ସ୍ତରୀୟ ଆଶା ଓ ଗାଁ କଲ୍ୟାଣ ସମିତି ସମ୍ମିଳନୀ ସ୍ଥାନୀୟ ନିଉଁ ଟାଉନ ହଲ ସୋନପୁର ଠାରେ ଅନୁଷ୍ଠିତ ହୋଇ ଯାଇଛି l ଜ଼ିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମ କୁ ସୁବର୍ଣ୍ଣପୁର ଜ଼ିଲ୍ଲାପାଳ ଶ୍ରୀମତୀ ଆବୋଲି ସୁନୀଲ ନର୍ଭଣେ ଉଦଘାଟନ କରି ଆଶା ମାନଙ୍କ କାର୍ଯ୍ୟ କୁ ପ୍ରଶଂସା କରିବା ସହିତ ଆଗାମୀ ଦିନ ରେ ଏହି କାର୍ଯ୍ୟ ଜାରି ରଖିବେ ବୋଲି ଆଶା ପ୍ରକଟ କରିଥିଲେ l ସମ୍ମାନିତ ଅତିଥି ଭାବରେ ଡା, ବିଶ୍ୱ ରଞ୍ଜନ ପତି, ଏ ଡି ପି ଏଚ ଓ ଏଫ ଡବ୍ଲୁ  ଡା, ଦୈତ୍ୟ ନାରାୟଣ ପାଢ଼ୀ, ଜ଼ିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା, ମନୋଜ କୁମାର ଅଦାବର, ଜ଼ିଲ୍ଲା ରୋଗ ନିୟନ୍ତ୍ରଣ ର ଡା, ରମେଶ ଚନ୍ଦ୍ର ସ୍ୱାଇଁ, ଡ଼ିଏସଡବ୍ଲୁଓ ରେଣୁବାଳା ଦାଶ, ଡିପିଏମ ବିଶ୍ୱମ୍ବର ବେହେରା, ଆଶା ସହ ପରିଚାଳକ ତରଣୀ ସେନ ପ୍ରାଧାନ, ସହକାରୀ ଯନ୍ତ୍ରୀ ଗ୍ରାମ୍ୟ ଜଳ ଯୋଗାଣ ଶ୍ରୀକାନ୍ତ ସାହୁ, ଏ ଏ ଡି ପି ଏଚ ସି ଓ ପ୍ରଦ୍ୟୁମ୍ନ ସାହୁ ଯୋଗ ଦେଇ ଆଶା ମାନେ ଗାଁ କଲ୍ୟାଣ ସମିତି ର କାର୍ଯ୍ୟ କୁ ଉତ୍ତମ ରୂପେ ସଂଯୋଜନା କରିବାକୁ ପରାମର୍ଶ କରିଥିଲେ l ଏବଂ ମା ମୃତ୍ୟୁ ହାର ରୋକିବାରେ ଆଶା ମାନଙ୍କ ଭୂମିକା ଉଲ୍ଲେଖନୀୟ ବୋଲି ଅତିଥି ମାନେ କହିଥିଲେ l କାର୍ଯ୍ୟକ୍ରମ କୁ ସୁଚାରୁ ରୂପେ ଆୟୋଜନ କରିବାରେ ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ ସାହୁ, ଏ ଏମ ଗୀତାଞ୍ଜଳି ମେହେର, ଏ ଏମ ଏ କ୍ଯୁ ହିତେଶ ତ୍ରିପାଠୀ, ଡ଼ିଡ଼ିଏମ ପ୍ରଦୀପ ସାହୁ, ଡି ଏମ ଆର ସି ଏଚ ସୁଦଂlଶୁ ନାଏକ, ସତ୍ୟ ମହାପାତ୍ର, ବିଷ୍ଣୁ ଚରଣ ମାଝୀ, ଶାଶ୍ଵତୀ ଶତପଥି, ଶୋଭନା ଦାଶ, ଓ ଦେବସ୍ମିତା ପ୍ରିୟଦର୍ଶନୀ ପ୍ରମୁଖ ସସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like