-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||     

HOME   ଜିଲ୍ଲା

ଜାଲ୍ ସାର୍ଟିଫିକେଟ ଦେଇ ମୋଟା ଅଙ୍କର ଅର୍ଥ ଆଦାୟ, ଶିକ୍ଷାର ମନ୍ଦିରରେ ଚାଲିଥିଲା ଅସତ୍ କାରବାର , ଗରୋଇ ଶିକ୍ଷାନୁଷ୍ଠାନ କୁ ରେଡ୍ କଲା ପୋଲିସ

25-Mar-2023



ବଲାଙ୍ଗିର (ବିନୋଦ ଦୀପ ): ବିଦ୍ୟାର୍ଥୀ ଓ ଚାକିରୀ ଆଶାୟୀ ପ୍ରାର୍ଥୀ ମାନଙ୍କୁ ଜାଲ ସାର୍ଟିଫିକେଟ ଦେଇ ମୋଟା ଅଙ୍କର ଅର୍ଥ ରୋଜଗାର କରୁଥିବା  ଏକ ଘରୋଇ ଶିକ୍ଷାନୁଷ୍ଠାନ ଉପରେ ଆଜି ବଲାଙ୍ଗିର ପୋଲିସ ଚଢାଉ କରିଛି l  ଶହଶହ ପିଲାଙ୍କ ଭବିଷ୍ୟତ ସହ ଖେଳ ଖେଳୁଥିବା ଏପରି ଏକ ଶିକ୍ଷାନୁଷ୍ଠାନର କଳା କାରନାମାର ଶେଷରେ ପର୍ଦ୍ଦାଫାସ ହୋଇଛି l ଖୋଳତାଡ଼ ବେଳେ  ଏହି ଶିକ୍ଷାନୁଷ୍ଠାନରୁ ଶହ ଶହ ଜାଲ ସାର୍ଟିଫିକେଟ, ଷ୍ଟାମ୍ପ ଓ ବିପୁଳ ସଂଖ୍ୟାର ଜାଲ କାଗଜପତ୍ର ସବୁ ପୋଲିସର ହାତରେ ଲାଗିଛି  l ଏଥି ସହିତ କୋଚିଂ ସେଣ୍ଟର ପରିସରରୁ ୩ଲକ୍ଷ  ୭୪ ହଜାର ଟଙ୍କା ର ଅର୍ଥ ରାଶି ମଧ୍ଯ ଜବତ କରାଯାଇଛି l ବଲାଙ୍ଗିର ମିସନ ପଡିଆ ସାମନା ରେ  ବହୁ ବର୍ଷରୁ ଏକ ଭଡା ଘରେ ଚାଲିଥିବା ରିଲାଏନ୍ସ ଏଜୁକେସନାଲ କମ୍ପ୍ଲେକ୍ସରେ ବହୁ ଦିନରୁ ଏପରି କାରବାର ଚାଲିଥିବା ଖବର ପାଇବା ପରେ ବଲାଙ୍ଗିର ପୋଲିସ ପକ୍ଷରୁ ଏହି ଶିକ୍ଷାନୁଷ୍ଠାନ ଉପରେ ଅତର୍କିତ ଚଢାଉ କରିଥିଲା l ଏ ସଂକ୍ରାନ୍ତରେ ଶିକ୍ଷାନୁଷ୍ଠାନର ନିର୍ଦେଶକ ମନୋଜ ମିଶ୍ର ଓ ସେଠାକାର ଜଣେ କର୍ମଚାରୀ କୁ ପୋଲିସ ଅଟକ ରଖି ପଚରାଉଚୁରା କରୁଛି l ବହୁ ଦିନରୁ ଏଠି +2, +3, ବିଇଡ଼ି ସହ ସରକାରୀ ଚାକିରୀ ପାଇଁ କୋଚିଂ ଦିଆଯାଇ ଆସୁଅଛି l  ବର୍ତମାନ ପୋଷ୍ଟାଲ ଡିପାର୍ଟମେଣ୍ଟ ରେ ଚାକିରୀ ପାଇଁ ଆବେଦନ କରିଥିବା ଏହି ଶିକ୍ଷାନୁଷ୍ଠାନର ହାରାହାରି ୩୭ ଜଣଙ୍କ  ସାର୍ଟିଫିକେଟ ନକଲି ବାହାରିବା ପରି ଏକ ଚାଞ୍ଚଲ୍ଯକର ଘଟଣା ପଦାକୁ ଆସିବା ପରେ ପ୍ରଶାସନ ଏ ବିଷୟ ପ୍ରତି ଗୁରୁତ୍ୱ ଦେଇ ଯାଞ୍ଚ ପାଇଁ ନିର୍ଦେଶ ଦେଇଥିଲା l ବଲାଙ୍ଗିର ଟାଉନ୍ ପୋଲିସ ର ଏକ ସ୍କ୍ୱାର୍ଡ ଏହି କୋଚିଂ ସେଣ୍ଟରକୁ ଆସି ସମସ୍ତ କାଗଜପତ୍ର ଆଦି ର ତନ୍ନ ତନ୍ନ କରି ଯାଞ୍ଚ କରୁଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026

You Might Also Like