-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ମାହେଶ୍ୱରୀ ସଂଗଠନର ୬ଷ୍ଠ ବାର୍ଷିକୋତ୍ସବ, ଡ. ରାମଚନ୍ଦାନୀଙ୍କୁ ଲଳିତ ନାୟକ ସେବାସମ୍ମାନ- ମହିଳା ସଶକ୍ତ ହେଲେ ରାଜ୍ୟ ତଥା ଦେଶ ଆଗେଇବ-ଜାଗିମଙ୍ଗତ ପଣ୍ଡା

25-Mar-2023



ବଲାଙ୍ଗିର(ପ୍ରେରଣା ଖବର)- ବଲାଙ୍ଗୀରର ଆଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ମାହେଶ୍ୱରୀ ସଂଗଠନ ତାର ୬ଷ୍ଠ ବାର୍ଷିକୋତ୍ସବ ପାଳନ କରିଛି । ଏଥିରେ ମୁଖ୍ୟଅତିଥି ଭାବରେ ଯୋଗଦେଇ ଓ ଟିଭିର ସିଇଓ ତଥା କୋ-ଫାଉଣ୍ଡର ଜାଗିମଙ୍ଗତ ପଣ୍ଡା କହିଛନ୍ତି ଯେ, ଆମ ଦେଶର ମୋଟ ଜନସଂଖ୍ୟାର ୫୦% ହେଉଛନ୍ତି ମହିଳା । ଦେଶ ଗଠନରେ ତାଙ୍କର ଯଥେଷ୍ଟ ସହଭାଗିତା ରହିଛି । ତେଣୁ ମହିଳା ସଶକ୍ତ ହେଲେ ରାଜ୍ୟ ତଥା ଦେଶର ଆଗେଇବ ବୋଲି ମତ ଦେଇଛନ୍ତି । ବଲାଙ୍ଗୀର ହେଉଛି ମାଁ ସମଲେଶ୍ୱରୀ ଓ ମାଁ ପାଟଣେଶ୍ୱରୀଙ୍କ ମାଟି । ତେଣୁ ଏଠି ମାତୃଶକ୍ତିକୁ ଯଥେଷ୍ଟ ସମ୍ମାନ ମିଳୁଛି ବୋଲି କହିବା ସହିତ ମାହେଶ୍ୱରୀ ସଂଗଠନର ସମାଜ ସେବାକାମରେ ଯେଉଁ ମହିଳାମାନେ ଆଗେଇ ଆସିଛନ୍ତି ତାଙ୍କୁ ପ୍ରୋତ୍ସାହିତ କରିବା ଆମ ସମସ୍ତଙ୍କର କର୍ତ୍ତବ୍ୟ ବୋଲି ଶ୍ରୀମତୀ ପଣ୍ଡା କହିଛନ୍ତି ।

ସ୍ଥାନୀୟ ଟାଉନହଲଠାରେ ମାହେଶ୍ୱରୀ ସଂଗଠନର ସଭାପତି ଅଙ୍କୁଶ ପାଣ୍ଡିଆଙ୍କ ସଭାପତିତ୍ୱ ଓ ଉପଦେଷ୍ଟା ଡ.ଲଲିତକୁମାର ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ଜାଗିମଙ୍ଗତ ପଣ୍ଡା,ସମ୍ମାନୀତ ଅତିଥି ଭାବରେ ବଲାଙ୍ଗୀର ଓଭୋଫାର୍ମର  ଲିଡ ଆନାଲିଷ୍ଟ ଶ୍ରୀମତୀ କାମ ଲିନ ଲାଇ ଓ ରାରିଆନ କମ୍ପାନୀର ସିଇଓ ଅନିରୁଦ୍ଧ ମିଶ୍ର ଯୋଗ ଦେଇଥିଲେ । ସେହିପରି ମାହେଶ୍ୱରୀ ସଂଗଠନର ଉପଦେଷ୍ଟା ବ୍ୟାସଦେବ ନନ୍ଦ, ଦୀନେଶ ଶର୍ମା ପ୍ରମୁଖ ମଞ୍ଚାସୀନ ଥିଲେ । ଶ୍ରୀମତୀ ଲାଇ ତାଙ୍କ ବକ୍ତବ୍ୟରେ ବଲାଙ୍ଗୀରମାଟିକୁ ସେ ୧୦ବର୍ଷ ତଳେ ବିଦେଶରୁ ବୋହୁହୋଇ ଆସିଲା ପରେ ତାଙ୍କ ପରିବାରର ସମସ୍ତେ ଅପଣେଇ ନେଇଥିଲେ । ପରେ ସେ ଓଭୋ ଫାର୍ମର ବ୍ୟବସାୟରେ ସାମିଲ ହେଲାପରେ ଲୋକଙ୍କ ସହିତ ମିଶିବାର ସୁଯୋଗ ମଧ୍ୟ ମିଳିଛି । ତେବେ ତାଙ୍କ ଦେଶ ଭିଏତନାମରେ ମହିଳା ଅଧିକ ସ୍ୱାବଲମ୍ବି । ଏଠାରେ ଆମର ମାନସିକତାରେ ପରିବର୍ତ୍ତନ ଆସିଲେ ଆହୁରି ମହିଳା ସଶକ୍ତିକରଣ ହୋଇପାରିବେ ବୋଲି କହିଥିଲେ ।

ଏହି ଅବସରରେ ୧ଟଙ୍କିଆ କ୍ଲିନିକ ଖୋଲି ବୁର୍ଲାରେ ପଶ୍ଚିମଓଡିଶାର ଗରୀବଲୋକଙ୍କୁ ଚିକିତ୍ସାସେବା ଯୋଗାଇ ଆସୁଥିବା ଭିମସାର ମେଡିକାଲକଲେଜର ଆସିଷ୍ଟାଣ୍ଟ ପ୍ରଫେସର ଡ.ଶଙ୍କର ରାମଚନ୍ଦାନୀଙ୍କୁ ଲଳିତନାୟକ ସେବାସମ୍ମାନ ପ୍ରଦାନ କରାଯାଇଥିଲା । ସେହିପରି ଦୁଲଦୁଲି କଳାପରିଷଦକୁ ମାହେଶ୍ୱରୀ କଳାସମ୍ମାନ ଓ ସୁକାନ୍ତ ପରିଚ୍ଛାଙ୍କୁ ଏଣ୍ଟରପ୍ରିନ୍ୟୁରସିପ ସମ୍ମାନ ପ୍ରଦାନ କରାଯାଇଥିଲା । ଏହି ଅବସରରେ ଆୟୋଜିତ ବିଭିନ୍ନ ପ୍ରତିଯୋଗୀତାର କୃତୀପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା । ମାହେଶ୍ୱରୀ ସଂଗଠନର ସଭାପତି ଅଙ୍କୁଶ ପାଣ୍ଡିଆ ସଂଗଠନର ଉଦ୍ଦେଶ୍ୟ ବର୍ଣ୍ଣନା କରିଥିବା ବେଳେ ସଂପାଦକ ଶୋଭନ ଅଗ୍ରୱାଲ ଧନ୍ୟବାଦ ଅର୍ପଣ କରିଥିଲେ । ସଭାପରେ ବଲାଙ୍ଗୀର ଭୀମଭୋଇ ମେଡିକାଲକଲେଜ,ଜେଆଇଟିଏମ,ସିଏନସି କଲେଜ ଓ ଅନ୍ୟାନ୍ୟ କଲେଜରୁ ଆସିଥିବା ଛାତ୍ରଛାତ୍ରୀଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ଅତିଥିଗଣ ରଖିଥିଲେ । ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like