-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁସ୍ତକ ମେଳା ଦ୍ବିତୀୟ ସନ୍ଧ୍ୟା,  କବି ର କବିତାରେ ତାର ଅନ୍ତର୍ଦୃଷ୍ଟି ନିହିତ

25-Mar-2023



ବଲାଙ୍ଗୀର(ପ୍ରେରଣା ଖବର ): କବିତା ର ଭାବଜଗତ   ସବୁବେଳେ ପାଠକୀୟତାର ଉର୍ଦ୍ଧ ରେ ଥାଏ ।  କବି ଯାହା ଅନୁଭବ କରେ,ତାହା ଅନ୍ୟମାନେ ଦେଖିପାରନ୍ତି ନାହିଁ। କବି ର ଅନ୍ତର୍ଦୃଷ୍ଟି ଥାଏ ବୋଲି ସବୁ  ପ୍ରକାର  ଭାବଭୂମିରେ  ତାର ସୃଷ୍ଟି ସବୁ ଜୀବନବାଦୀ ହୁଏ ବୋଲି ଆଜି ବଲାଙ୍ଗୀର  ଜିଲ୍ଲା

ସ୍ତରୀୟ ପୁସ୍ତକମେଳା ର ଦ୍ବିତୀୟ ଦିବସରେ ବକ୍ତା ମାନେ ମତ ପ୍ରକାଶ କରିଛନ୍ତି। ପୁସ୍ତକ ମେଳାର ଦ୍ବିତୀୟ ସଂଧ୍ୟାରେ ବଲାଙ୍ଗୀର ଉପ ଜିଲ୍ଲାପାଳ ଶ୍ରୀ କୁମାର ନାଗଭୂଷଣ  ଙ୍କ ସଭାପତିତ୍ବ ରେ ସଭାରେ ବିଶିଷ୍ଟ  ଶିକ୍ଷାବିତ ସନାତନ ଠାକୁର,କେ ଭି କଲେଜ କଣ୍ଟାବାଞ୍ଜି ର ଅଧ୍ୟାପକ   ଡକ୍ଟର ସଂଜୟ କୁମାର ମିଶ୍ର  ବରେଣ୍ଯ ଅତିଥି ଭାବରେ ଯୋଗଦେଇ  ପୁସ୍ତକ ପଠନ ଅଭ୍ୟାସ ପାଇଁ  ଲୋକଙ୍କ ଭିତରେ ପୁସ୍ତକ ମେଳାହିଁ ଉତ୍ସାହ ସୃଷ୍ଟି କରିବ ବୋଲି ମତ ଦେଇଥିଲେ। ମଞ୍ଚାସୀନ ଅତିଥିବୃନ୍ଦ ଙ୍କୁ ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମୀରଞ୍ଜନ

ମିଶ୍ର  ସମ୍ବର୍ଦ୍ଧିତ କରିଥିଲେ।ସୂଚନା ଓ  ଲୋକସମ୍ପର୍କ ବିଭାଗ ର ଉପ ନିର୍ଦ୍ଦେଶକ  ଶ୍ରୀ ଜୟଦେବ ପାଣିଗ୍ରାହୀ ସ୍ବାଗତ ଭାଷଣ ଦେଇଥିବା ବେଳେ ରତ୍ନମୟ ତ୍ରିପାଠୀ ସଭା ସଂଯୋଜନା କରିଥିଲେ।ଶେଷରେ ପ୍ରଫୁଲ୍ଲ ମହାପାତ୍ର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।  ପରେ ପରେ ଦିପ୍ତିମାଳା ତ୍ରିପାଠୀଙ୍କ ସଂଯୋଜନା ରେ    ଆଇ ଡିଏମ ପବ୍ଲିକ ସ୍କୁଲର ଛାତ୍ରଛାତ୍ରୀମାନେ ଓ ବି ଏସ ଡେନ୍ସ ଏକାଡେମୀ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like