-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାରୁ ରାଜ୍ୟକୁ ଗଲା ୨୫,୯୫,୦୪୧ ଟଙ୍କା ରେଡକ୍ରସ ପାଣ୍ଠି

26-Mar-2023



ବୌଦ୍ଧ,(ଦୁର୍ଯ୍ଯୋଧନ ବିଶି ) ଶୁକ୍ରବାର ବୌଦ୍ଧ ଜିଲ୍ଲା ରେଡକ୍ରସ ପାଣ୍ଠିରୁ ରାଜ୍ୟ ରେଡକ୍ରସ ପାଣ୍ଠିକୁ ୨୫,୯୫,୦୪୧ ଟଙ୍କାର ସହଯୋଗ ରାଶି ପ୍ରେରଣ କରାଯାଇଛି। ଜିଲ୍ଲା ରେଡକ୍ରସ ପାଣ୍ଠିରୁ ଚେକ ଆକାରରେ ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ ୨୦୧୬ ମସିହାଠାରୁ ରାଜ୍ୟ ରେଡକ୍ରସକୁ ଜିଲ୍ଲାରୁ କୌଣସି ଅର୍ଥରାଶି ପ୍ରେରଣ କରାଯାଇନାହିଁ।  14.8.2022ରେ ବୌଦ୍ଧ ଜିଲ୍ଲାର ଜିଲ୍ଲାପାଳ ଭାବରେ ଶ୍ରୀଯୁକ୍ତ ସତ୍ୟରଞ୍ଜନ ସାହୁ କାର୍ଯ୍ୟ ରେ ଯୋଗଦାନ କରିବା ପରଠାରୁ ଜିଲ୍ଲା ରେଡକ୍ରସ ପାଣ୍ଠିରୁ ବହୁ ଅସହାୟ ବ୍ୟକ୍ତିଙ୍କୁ ସହାୟତା ପ୍ରଦାନ କରାଯାଇଛି। ପ୍ରତିଦିନ ବହୁ ଅସହାୟ ଲୋକଙ୍କୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ସହାୟତା ପ୍ରଦାନ କରାଉଛି। ଜିଲ୍ଲାରେ ଅନୁଷ୍ଠିତ ପ୍ରତ୍ୟେକ ଜନଶୁଣାଣି କାର୍ଯ୍ୟକ୍ରମରେ ମଧ୍ୟ ଅସହାୟଙ୍କୁ ରେଡକ୍ରସ ପାଣ୍ଠିରୁ ଆର୍ଥିକ ସହାୟତା ପ୍ରଦାନ କରାଯାଉଛି। ଜିଲ୍ଲାରେ ସଂଗୃହିତ ପାଣ୍ଠିର ଶତକଡ଼ା ୩୦ ଭାଗ ରାଜ୍ୟ ରେଡକ୍ରସକୁ ପଠାଇବା ରେଡକ୍ରସର ନିୟମ ରହିଛି। ହେଲେ ୨୦୧୬-୧୭ଠାରୁ କୌଣସି ଟଙ୍କା ପ୍ରେରଣ କରାଯାଇ ନାହିଁ। ଅନ୍ୟ ପକ୍ଷରେ ୨୦୧୬-୧୭ରେ ୯ ଜଣ, ୨୦୧୭-୧୮ରେ ୬ଜଣ, ୨୦୧୮-୧୯ରେ ୭ ଜଣ, ୨୦୧୯-୨୦ରେ ୨ ଜଣ, ୨୦୨୦-୨୧ରେ ୫୫ ଜଣ, ୨୦୨୧-୨୨ରେ ଜଣେ, ୨୦୨୨-୨୩ର ମାର୍ଚ୍ଚ ୨୩ ତାରିଖ ସୁଦ୍ଧା ୪୭ ଜଣ ଆଜୀବନ ସଦସ୍ୟଙ୍କଠାରୁ ଏକ ହଜାର ଟଙ୍କା ହିସାବରେ ୧ଲକ୍ଷ ୨୭ ହଜାର ଟଙ୍କା ସଂଗ୍ରହ ହୋଇଛି। ସେହିପରି ଦାନ ସୂତ୍ରରେ ୮୫,୨୩,୧୩୭ଟଙ୍କା ସଂଗ୍ରହ କରାଯାଇଛି। ଉଭୟ ରାଶିର ଶତକଡ଼ା ୩୦ ଭାଗ ହିସାବରେ ୨୫,୯୫,୦୪୧ ଟଙ୍କା ଜିଲ୍ଲା ପକ୍ଷରୁ ପ୍ରେରଣ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like