-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଏକବିଂଶ ଶତାବ୍ଦୀରେ ଗନ୍ଧିବ।ଦ ର ପ୍ରାସଙ୍ଗିକତା ଶୀର୍ଷକ ବିଷୟ ଉପରେ ଆଲୋଚନାଚକ୍ର

26-Mar-2023



କଟକ (ପ୍ରେରଣା ଖବର):Voice for voice less ଓ centre for third voice ପକ୍ଷରୁ କଟକ ବାଖର।ବ।ଦ ସ୍ଥିତ ସ୍ବରାଜ ଆଶ୍ରମ ରେ, ଏକବିଂଶ ଶତାବ୍ଦୀରେ ଗନ୍ଧିବ।ଦ ର ପ୍ରାସଙ୍ଗିକତା ଶୀର୍ଷକ ବିଷୟବସ୍ତୁରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି।। ଏଥିରେ ସମାଜସେବୀ ଡ଼ଃ ଦ୍ଵିପାୟନ ପଟ୍ଟନାୟକ ସଭାପତି ଭାବେ ଯୋଗ ଦେଇ ଆଜିର ଯୁବପିଢି ଗାନ୍ଧୀ ଙ୍କ ଆଦର୍ଶ ରେ ଅନୁପ୍ରାଣିତ ହୋଇ ଅହିଂସା ଓ ସତ୍ୟ କୁ ଦୃଷ୍ଟିରେ ରଖି ସମଜ ର ବିକାଶ ରେ ସାମିଲ୍ ହେବା ଆବଶ୍ୟକ ବୋଲି କହିଥିଲେ।। ମୁଖ୍ୟ ଅତିଥି ଭାବେ ଜିଲ୍ଲା ସଂସ୍କୃତି ବିଭାଗ ଅଧିକାରୀ ନଳିନୀକାନ୍ତ ସ୍ୱାଇଁ ଓ ଶିକ୍ଷାବିତ ବିଶ୍ଵମୋହନ ଜେନା ଯୋଗ ଦେଇ ଆଜିର ଛାତ୍ରଛାତ୍ରୀ ମାନେ ଗାନ୍ଧୀଙ୍କ ନୀତି ସରଳ ଜୀବନ ଧାରଣ ନୀତି ଓ ଉଚଚିନ୍ତାଧରା କୁ ଆପଣେଇ ଗୋଟିଏ ସୁସ୍ଥ ସୁନ୍ଦର ସମାଜ ଗଠନରେ ବ୍ରତୀ ହେବେ ତାହା ହିଁ ତାଙ୍କ ବକ୍ତବ୍ୟରେ କହିଥିଲେ।। ଶିକ୍ଷାବିତ ଅଧ୍ୟାପିକା ମମତା ଖଦୟତ ରାୟ ଓ ତପସ୍ଵିନୀ ବେହେରା ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଛତାଛାତ୍ରୀମାନଙ୍କୁ ଭଲ

ମଣିଷ ହେବ। ପାଈଁ କହିଥିଲେ। ଲେଖିକା ମୀରା ବେଉରା ବକ୍ତା ଭାବେ ଯୋଗଦେଇ ସଙ୍କଟପୂର୍ଣ୍ଣ ସ୍ଥିତିରେ ଥିବା ଆଜିର ଯୁବପିଢିଙ୍କୁ ଶୃଙ୍ଖଳିତ କରିବାକୁ ହେଲେ ପ୍ରଥମେ ସେମାନଙ୍କ ଭିତରେ ଗାନ୍ଧିବାଦର ମଞ୍ଜି ରୋପଣ କରି ନିଜକୁ ପ୍ରେରଣାର ଉତ୍ସ ଭାବେ ଉପସ୍ଥାପନ କରିବାକୁ ପଡ଼ିବ ବୋଲି ତାଙ୍କ ବକ୍ତବ୍ୟରେ କହିଥିଲେ। ଅନୁଷ୍ଠାନର ସମ୍ପାଦକ ଡ଼ଃ ବିଭୁଦତ୍ତ ଖନଣ୍ଡ।ୟତରାୟ ଶେଷରେ ଛାତ୍ରଛାତ୍ରୀମାନଙ୍କୁ ଧୀର, ନମ୍ର, ଭଦ୍ର, ଶାନ୍ତ, ସରଳ ଓ ସହନଶୀଳହେବାକୁ କହି ଗାନ୍ଧୀ କିଭଳି ଭାରତବର୍ଷର ଚିନ୍ତା ଓ ଚେତନାର ସୂତ୍ରଧର ଥିଲେ ଏହା କହି ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ।ଏହି ଆଲୋଚନାଚକ୍ରରେ ପାରାଦ୍ଵୀପ ମହାବିଦ୍ୟାଳୟର ଶତାଧିକ ଛାତ୍ରଛତ୍ରୀ ଯୋଗ ଦେଇ ନିଜର ବକ୍ଟବ୍ୟ ରଖିବା ଶହ ଅତିଥି ମାନଙ୍କୁ ପ୍ରଶ୍ନ ପଚାରି ନିଜ ସଂଶୟ ଦୂର କରିଥିଲେ ଏହି ଅବସରରେ ଅନେକ ସମାଜସେବୀ ଓ ଶିକ୍ଷାବିତ୍ ଯୋଗ ଦେଇଥିଲେ।। ଶେଷରେ ଛାତ୍ରଛାତ୍ରୀମାନେ ପ୍ରସାଦ ସେବନ କରି ଷ୍ଟଡି ଟୁର୍ ରେ  ବାହାରି ପଡ଼ିଥଲେ।।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like