-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ସ୍ୱଚ୍ଛ ଭାରତ ସଭାପତି ଲକ୍ଷ୍ମୀ ନାରାୟଣ ମେହେରଙ୍କ ବିୟୋଗରେ ଶୋକସଭା

26-Mar-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ )- ସ୍ବଚ୍ଛ ଭାରତ ସଙ୍ଗଠନ ର ସଭାପତି ତଥା ପୂର୍ବତନ ଉପ ନଗରପାଳ √ଲକ୍ଷ୍ମୀ ନାରାୟଣ ମେହେରଙ୍କ ଙ୍କ ବିୟୋଗରେ ବିଭିନ୍ନ ସ୍ଥାନରେ ଶୋକ ସଭା ଅନଷ୍ଠିତ ହୋଇ ଯାଇଛି। ସୋନପୁର ପ୍ରଭାସ ଲଜ ସଭା ଗୃହ ଠାରେ ସ୍ୱଚ୍ଛ ଭାରତ ସଂଗଠନର ସଭାପତିଙ୍କ ଉଦ୍ଦେଶ୍ୟ ରେ ଏକ  ଶୋକ ସଭା, ସ୍ମୃତି ସଭା ଆୟୋଜନ  କରାଯାଇଥିଲା l ଶ୍ରୀ ମେହେର ଙ୍କ ଓ ନିକଟରେ ଶରଧାପାଲି ଠାରେ ଦୁର୍ଘଟଣାର ଶିକାର ହୋଇ ପ୍ରାଣ ହରାଇଥିବା ୩ଜଣ ସ୍କୁଲ ଛାତ୍ର ଙ୍କ ଆତ୍ମା ଶାନ୍ତି ସଦଗତି ପାଇଁ ନିରବ ପ୍ରାର୍ଥନା କରାଯାଇଥିବା ବେଳେ ଏଥିରେ  ସୋନପୁର ଓ ବୌଦ୍ଧ ଅଞ୍ଚଳ ର ବହୁ ବୁଦ୍ଧିଜୀବୀ , ମାନ୍ୟ ଗଣ୍ୟ ବ୍ୟକ୍ତି ଯୋଗ ଦେଇ ଶ୍ରୀ ମେହେର ଙ୍କ ଫଟୋ ଚିତ୍ର ରେ ଧୂପ ଦୀପ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ସ୍ମୃତି ଚାରଣ କରି ଥିଲେ l ଏଥିରେ ଜିଲ୍ଲା ଓକିଲ ସଂଘ ସଭପତି ବିଧାନ ଚନ୍ଦ୍ର ପାଣିଗ୍ରାହୀ, ଜିଲ୍ଲା ସାମ୍ୱାଦିକ ସଂଘ ସଭାପତି ଗୋରେଖ ନାଥ ସାହୁ, ସମ୍ପାଦକ ବ୍ୟୋମକେଶ ଦାସ, ଯୋଗାଚାର୍ଯ୍ୟ ଆର୍ତ୍ତତ୍ରାଣ ବାବୁ,  ପ୍ରାଧ୍ୟାପକ ଡ.ଜ୍ୟୋତି ରଞ୍ଜନ ବହିଦାର, ଜ଼ିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ଵିନୀ ଭୋଇ, ସମାଜସେବୀ ଶ୍ରୀବତ୍ସ ମଲ୍ଲିକ, ଇନ୍ଦୁମତି ପୁରୋହିତ, ସ୍ୱଚ୍ଛ ଭାରତ ଉଦ୍ୟୋକ୍ତl ସୟଦ ଅଲିମୁଲ ଇସଲାମ, ଅତିଥି ଭାବେ ଯୋଗ ଦେଇ ମଣିଷ କୁ ଓ ମଣିଷ ର ତ୍ୟାଗ ଓ ସମର୍ପିତ ଭାବ ହିଁ ଗୋଟାଏ ଅନୁଷ୍ଠାନ ବଞ୍ଚାଇ ରଖେ  ବୋଲି ମତ ରଖି ନିଜର ଉତ୍ତମ କୃତି ହିଁ ମଣିଷକୁ ଅମର ରଖେ , ଯାହାକି ଆଜିର ଶ୍ରୀ ମେହେର ଙ୍କ ଏଇ ଶୋକ ସଭା ହିଁ ଅନନ୍ୟ ଉଦାହରଣ ବୋଲି କହିଥିଲେ l  ସୋନପୁର ଓ ବୌଦ୍ଧ ଅଞ୍ଚଳ ର ବହୁ ବୁଦ୍ଧିଜୀବୀ , ମାନ୍ୟ ଗଣ୍ୟ ବ୍ୟକ୍ତି , ଅନୁଷ୍ଠାନ ଯୋଗ  ଦେଇ ଶ୍ରୀ ମେହେର ଙ୍କ ଫଟୋ ଚିତ୍ର ରେ ଧୂପ ଦୀପ ପୁଷ୍ପ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ସ୍ମୃତି ଚାରଣ କରି ଥିଲେ l  ଜ୍ୟୋତି ରଞ୍ଜନ ପଟ୍ଟନାୟକ, ଶିବରାମ ସାହୁ, କଈରୁ ସ୍ୱାଇଁ, ବ୍ରଜ ମୋହନ ଦାନୀ, ସୌରଭ ଖମାରି, ଘନ ଶ୍ୟାମ  ପାଣିଗ୍ରାହୀ, ମୀନା ମହାରଣା, ଶ୍ୟାମl ଓମ ପ୍ରସାଦ ମିଶ୍ର, ବୃନ୍ଦାବନ ରଥ, ମନୋଜ ପଣ୍ଡା ପ୍ରମୁଖ ଯୋଗ ଦେଇ ସ୍ବର୍ଗତ ମେହେରଙ୍କ ସଂଗଠନ ପ୍ରତି ସମାଜ ପ୍ରତି ଥିବା  ଉତ୍ସର୍ଗୀକୃତ ଅବଦାନ ଉପରେ ସମସ୍ତେ ସ୍ମୃତି ଚାରଣ କରିଥିଲେ l ସେହିପରି  ସକାଳେ ସ୍ୱଚ୍ଛ ଭାରତ ସଂଗଠନ ସୋନପୁର ମନମୁଣ୍ଡା  ପକ୍ଷରୁ ମନମୁଣ୍ଡା ଶୈବ ପୀଠ ଠାରେ ସଫେଇ ଓ ପଲିଥିନ ମୁକ୍ତ ଅଭିଯାନ କରାଯାଇଥିଲା l ପରେ ପରେ ସଂଗଠନ ର ଉଦ୍ୟୋକ୍ତl ସୟଦ ଅଲିମୁଲ ଇସଲାମ ଙ୍କ ତତ୍ୱାବଧାନରେ ଏକ ଶୋକସଭା ଅନୁଷ୍ଠିତ ହୋଇ ଶ୍ରୀ ମେହେର ଙ୍କ ଆତ୍ମା ଶାନ୍ତି ସଦଗତି ପାଇଁ ନିରବ ପ୍ରାର୍ଥନା କରା ଯାଇ ଥିଲା   ଏବଂ  ଶ୍ରୀ ମେହେରଙ୍କ ଆଦର୍ଶ ରେ ଅନୁପ୍ରାଣିତ ହୋଇ ଏ ସଂଗଠନକୁ  ଆହୁରି ଶୃଙ୍ଖଳିତ ଓ ମଜଭୂତ କରିବା ପାଇଁ ସମସ୍ତେ ସଂକଳ୍ପ ନେଇଥିଲେ l ଉଭୟ ଶୋକ ସଭା କୁ ମନୋରଞ୍ଜନ ତ୍ରିପାଠୀ ସଂଯୋଜନା କରିଥିବା ବେଳେ ଶିକ୍ଷାବିଦ ପ୍ରଦୀପ ପୁରୋହିତ ଧନ୍ୟବାଦ ଅର୍ପଣ କରିଥିଲେ l ସଂଗଠନ ର ସମସ୍ତ ସଭ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like