-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ସମ୍ବଲପୁର ନଗର ସ୍ତରୀୟ ମହିଳା ଆଗୋଗ୍ୟ ସମିତି ସମ୍ମିଳନୀ -୨୦୨୩ ସ୍ୱାସ୍ଥ୍ୟ ଓ ସ୍ୱଚ୍ଛତା ସଚେତନତା ନିରାମୟ ଜୀବନର ମୂଳ ଉତ୍ସ

27-Mar-2023



ସମ୍ବଲପୁର  (ସଂଜୀବ ପାଣିଗ୍ରାହୀ)
 ନିରାମୟ ଓ ସୁସ୍ଥ ସ୍ୱାସ୍ଥ୍ୟ ପାଇଁ ସ୍ୱାସ୍ଥ୍ୟ ଭିତ୍ତିକ ସଚେତନତା ସହିତ ସ୍ୱଚ୍ଛତା ହିଁ ମୂଳ ସଂପତ୍ତି । ଏଥିପାଇଁ ନିଜ ଓ ସାମାଜିକ ସ୍ତରରେ ସଚେତନ ରହିଲେ ଦିର୍ଘାୟୁ ଓ ସୁସ୍ଥ ଜୀବନ ସମ୍ଭବ ବୋଲି ଆଜି ସ୍ୱାସ୍ଥ୍ୟ ବିଶେଷଜ୍ଞ ମାନେ ଗରୁତ୍ୱ ଦେଇଛନ୍ତି । ଆଜି ଝାଡୁଆପଡା ସ୍ଥିତ ଆରଣ୍ୟକ ମଞ୍ଚରେ ଜାତୀୟ ସହରାଞ୍ଚଳ ସ୍ୱାସ୍ଥ୍ୟ ମିଶନ, ସମ୍ବଲପୁର ପକ୍ଷରୁ  ନଗର ସ୍ତରୀୟ ମହିଳା ଆରୋଗ୍ୟ ସମିତି ସମ୍ମଳନୀ-୨୦୨୩ ଅନୁଷ୍ଠିତ ହୋଇଯାଇଛି। ଏହାକୁ ମହାନଗର ଆୟୁକ୍ତ ପ୍ରଦୀପ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରଦୀପ ପ୍ରଜ୍ଜଳନ କରି ଉଦଘାଟନ କରିଥିଲେ । ଆୟୋଜିତ ସଭାରେ ଶ୍ରୀ ସାହୁଙ୍କ ସହିତ ସମ୍ବଲପୁର ମହାନଗର ସ୍ୱାସ୍ଥ୍ୟ ଅଧିକାରୀ ଡା.ମହେନ୍ଦ୍ର କୁମାର ନନ୍ଦ,  ଏଡିପିଏଚଓ(ଭିବିଡି) ଡା.ସୁଶିଲ କୁମାର ଦାଶ, ଏଡିପିଏଚଓ (ଲେପ୍ରସି) ଡା.ପ୍ରମୋଦ ଚନ୍ଦ୍ର ବିଶ୍ୱାଳ ଓ ସହରାଞ୍ଚଳ ଜାତୀୟ ସ୍ୱାସ୍ଥ୍ୟ ମିଶନର ଏଡିପିଏଚଓ ଡା.ପ୍ରଦୀପ କୁମାର ହୋତା ସମ୍ମାନୀତ ଅତିଥି ଭାବେ ଯୋଗ ଦେଇ ବିଭିନ୍ନ ସ୍ୱାସ୍ଥ୍ୟ ଓ ସ୍ୱଚ୍ଛତା ନେଇ ସଚେତନତା ବାର୍ତ୍ତା ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମକୁ ସହରାଞ୍ଚଳ କାର୍ଯ୍ୟକ୍ରମ ପରିଚାଳକ (ସିପିଏମ) ନିକୁ ରଞ୍ଜନ ପ୍ରତିହାରୀ ସଂଯୋଜନା କରିଥିଲେ। ଏହି ଅବସର ବସ୍ତି ଅଞ୍ଚଳରେ ସ୍ୱାସ୍ଥ୍ୟ ଭିତ୍ତିକ ଉଲ୍ଲେଖନୀୟ ଅବଦାନ ପାଇଁ ୮୩ ଟି ମହିଳା ଆରୋଗ୍ୟ ସମିତିକୁ ୩ ହଜାର ଟଙ୍କା ସହିତ ପ୍ରମାଣ ପତ୍ର ଦେଇ ସମ୍ମାନୀତ କରାଯାଇଥିଲା । ସେହିପରି ନିଜ କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ପାଇଁ ୮ ଜଣ ଆଶା କର୍ମୀ, ୩ ମହିଳା ସ୍ୱାସ୍ଥ୍ୟ କର୍ମି ଓ ୮ ଜଣ ଡାଟା ଆସିଷ୍ଟାଣ୍ଟ ,ଏକାଉଣ୍ଟେଟ୍ ଓ ଜଣେ ଫାର୍ମାସିଷ୍ଟଙ୍କୁ ପୁରସ୍କୃତ କରାଯାଇଥିଲା । ଏହି ଅବସରରେ ମହିଳା ଆରୋଗ୍ୟ ସମିତି ମାନଙ୍କ ଦ୍ୱାରା ପ୍ରାୟୋଜିତ ବିଭିନ୍ନ ସ୍ୱାସ୍ଥ୍ୟ ଭିତ୍ତିକ ସ୍ୱାସ୍ଥ୍ୟ ସଚେତନତା ସାଂସ୍କୃତିକ କାର୍ଯ୍ୟକ୍ରମ ମାନ ପରିବେଷଣ ହୋଇଥିଲା । କ୍ଷୁଦ୍ର ନାଟିକା, ନୃତ୍ୟ, ଏକକ ଅଭିନୟ, ଦଳଗତ ନୃତ୍ୟ ପ୍ରଭୃତି ଦର୍ଶକଙ୍କ ଦ୍ୱାରା ବେଶ ଆଦୃତ ହୋଇଥିଲା । ସମ୍ମିଳନୀର ବିଭିନ୍ନ କାର୍ଯ୍ୟକ୍ରମକୁ ଡିଏନ ସିଂହଦେଓ, ହେନାନି ଆନନ୍ଦ, ବନ୍ଦନା ନାୟକ, ବାଲେଶ୍ୱର ବିଶି, ବିଜୟଲକ୍ଷ୍ମୀ ନାୟକ, ରଞ୍ଜିତ ସା, ଦିଲ୍ଲିପ କୁମାର ନନ୍ଦ, ମାନସ ପୁରୋହୀତ, ସରିତା ଶର୍ମା, ଜି.ସ୍ୱାତୀ, ସୁପ୍ରଭାତ ନାୟକ, ବନ୍ଦିତା ପୁରୋହୀତ, ପୁର୍ଣ୍ଣମା ଭୋଇ, ପ୍ରଶାନ୍ତ ବେହେରା ଓ ଶର୍ମିଷ୍ଠା ପ୍ରଧାନ ପ୍ରମୁଖ ପରିଚାଳନା କରିଥିବା ବେଳେ  ସିଟି ଡାଟା ମ୍ୟାନେଜର କଳ୍ପା ପରମା ଧନ୍ୟବାଦ ଅର୍ପଣ କରିଥିଲେ। ଏହାକୁ ସସ୍ମିତା ପଟ୍ଟନାୟକ ପରିଚାଳନା କରିଥିଲେ।କାର୍ଯ୍ୟକ୍ରମରେ ମହାନଗର ନିଗମର ସମସ୍ତ ମହିଳା ଆରୋଗ୍ୟ ସମିତି ସଦସ୍ୟା, ଆଶା କର୍ମି, ମହିଳା ସ୍ୱାସ୍ଥ୍ୟ କର୍ମି ପ୍ରମୁଖ ଯୋଗଦାନ କରିଥିଲେ ।ଶେଷରେ ସାମୁହିକ ନୃତ୍ୟ ବେଶ୍ ଆକର୍ଷଣୀୟ ଓ ସମସ୍ତଙ୍କୁ ମନ୍ତ୍ରମୁଗ୍ଦ କରିଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like