-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ବ୍ୟାଙ୍କିଙ୍କ ସେବା ଓ ଋଣ କର୍ମଶାଳା........ ଭୂମି ହୀନ ଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ଥିବା କର୍ମଶାଳାରେ ଚର୍ଚ୍ଚା

27-Mar-2023



କର୍ଲାମୁଣ୍ଡା:(ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଳକ ସଦର ବସ୍ତି ଠରେ କୃଷି ପ୍ରାଥମିକ ସମବାୟ ସମିତି ପକ୍ଷରୁ ରବିବାର ବ୍ୟାଙ୍କିଙ୍କ ସେବା ଋଣ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ସମବାୟ ସମିତିର ସଭାପତି ଗୋବର୍ଦ୍ଧନ ଭୋଇ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଅତିଥିଭାବେ ଜିଲ୍ଲା ପରିଷଦ ସଭ୍ୟ ମହେନ୍ଦ୍ର ରଣା ଓ ସୁରେଶ ଚୌଧୁରୀ, ବ୍ଳକ ଉପାଧ୍ୟକ୍ଷ ସୁରେନ୍ଦ୍ର ଭୋଇ, ସ୍ଥାନୀୟ ସରପଞ୍ଚ ସ୍ୱର୍ଣ୍ଣ ଲତା ସାହୁ, ରିଂଜା ସମିତି ସଭ୍ୟ ଆନନ୍ଦ ନାଗ,ସ. ମାଲପଡା ସମିତି ସଭ୍ୟ ଗୋଲାପ ଶଙ୍କର ସାହୁ, ସମବାୟ ସମିତିର ଉପ ସଭାପତି ବନିତା ସାହୁ, ସମବାୟ ସମିତିର ସମ୍ପାଦକ ଭବାନୀ ଶଙ୍କର ସାହୁ,ମୁଖ୍ୟ ବକ୍ତା ଭାବରେ  କଳାହାଣ୍ଡିଏଆରସିଏସ ନିରୀକ୍ଷକ ଭାବନାଥ ରାୟଗୁରୁ,ପ୍ରମୁଖ ଯୋଗ ଦେଇ ସମବାୟ ସମିତି ଜରିଆରେ କୃଷକ କଲ୍ୟାଣ ନିମନ୍ତେ ଓଡ଼ିଶା ସରକାର ଙ୍କ ଦ୍ଵାରା ପ୍ରସ୍ତୁତ ବିଭିନ୍ନ ଯୋଜନା ଗୁଡିକ ଉପରେ ଆଲୋଚନା କରିଥିଲେ ।

ଭୂମୀ ହୀନ ମାନଙ୍କ ପାଇଁ ମଧ୍ୟ ସ୍ୱତନ୍ତ୍ର ବ୍ୟବସ୍ଥା ଥିବା କର୍ମଶାଳାରେ ଆଲୋଚନା କରାଯାଇଥିଲା।କାର୍ଯ୍ୟକ୍ରମ ରେ ମିଲେଟ ମିଶନ ଏବିପିସି ପ୍ରଦୀପ କୁମାର ସାହୁ ସଂଯୋଜନା କରିଥିବା ବେଳେ ସମ୍ପାଦକ ଭବାନୀ ଶଙ୍କର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ସମବାୟ ସମିତିର ସଦସ୍ୟ ଭରତ ବେହେରା, ରଥ ରଣା, ଦିଲିପ ସାହୁ, ଟିକ ବାଗ, ଭରତ ସାହୁ,ସୁକୃ ରଣା, କ୍ଷମରାଜ୍ ସାହୁ ଙ୍କ ସମେତ ଡିଇଓ ଅଚିନ ଅନୁଭବ ଷଡ଼ଙ୍ଗୀ, ଧୁବଲେଶ୍ବର ସାହୁ, ବିଶ୍ୱ ନାଥ ଭୋଇ, ଫୋର ମେନ କୁମାର ପ୍ରମୁଖ ସହଯୋଗ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like