-+91-9937148622 |

prerana_bgr@rediffmail.com |

  Thursday 12th March 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ପବ୍ଲିକ ସ୍କୁଲର ୧୪ ତମ ବାର୍ଷିକ ଉତ୍ସବ ପାଳିତ   (12-Mar-2026)       ||      *ଗ୍ରାମ ପଞ୍ଚାୟତ ବିକାଶ ଯୋଜନା ଉପରେ ତାଲିମ ଶିବିର*   (12-Mar-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   (11-Mar-2026)       ||      ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ    (11-Mar-2026)       ||      ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   (11-Mar-2026)       ||      ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   (11-Mar-2026)       ||      ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   (11-Mar-2026)       ||      *ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   (11-Mar-2026)       ||      *ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   (11-Mar-2026)       ||      “ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   (11-Mar-2026)       ||      ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   (11-Mar-2026)       ||      ଶାସ୍ତ୍ରୀୟ ଭାଷା ଦିବସ ପାଳିତ    (11-Mar-2026)       ||      ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   (11-Mar-2026)       ||      ରକ୍ତଦାନ ଶିବିର ଅନୁଷ୍ଠିତ    (11-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ    (11-Mar-2026)       ||      *ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   (11-Mar-2026)       ||      ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   (10-Mar-2026)       ||      *ଅପରାଧ କୁ ନିୟନ୍ତ୍ରଣ ପାଇଁ ଅପରେସନ ସାଇବର କବଚ ଅଭିଜାନ ଉପରେ ସାମ୍ୱାଦିକ ସମ୍ମିଳନୀ*-   (10-Mar-2026)       ||      ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   (10-Mar-2026)       ||      ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬  ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ    (10-Mar-2026)       ||     

HOME   ଜିଲ୍ଲା

ଶିକ୍ଷକ ଅଭିଭାବକ ସମ୍ମିଳନୀ

27-Mar-2023



ଡାବୁଗାଁ,  (ମିହିର ଶଙ୍କର ପାତ୍ର)ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ  ଅନୁସୂଚିତ ଜନଜାତି ସରକାରୀ ଆଶ୍ରମ ବିଦ୍ୟାଳୟ -ସଭାଗୃହରେ ରବିବାର ଦିନ ଶିକ୍ଷକ ଅଭିଭାବକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଉକ୍ତ ବିଦ୍ୟାଳୟର ପରିଚାଳନା କମିଟି ସଭାପତି ପ୍ରଧାନ ଶିକ୍ଷୟତ୍ରୀ  ଆରତୀ ବିଷୟୀ ଙ୍କ ସଭାପତିତ୍ଵ କରିଥିଲେ।  ଏହି ସମ୍ମିଳନୀରେ ମୁଖ୍ୟ ଅତିଥି ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଶୁକାନ୍ତ କୁମାର ସ୍ଵାଇଁ ଯୋଗ ଦେଇଥିଲେ।  ଶିକ୍ଷୟତ୍ରୀ ଦମୟନ୍ତୀ ଦୋରା , ଶିକ୍ଷୟତ୍ରୀ ରଶ୍ମି ରଞ୍ଜିତା ନାୟକ, ସୁପ୍ରିୟା ମହାଙ୍କୁଡ,ସନାମଣି ପୂଜାରୀ,  ସୁଧେସ୍ନା ଯୋତି, କଳ୍ପନା  ଉତଥାନ ସିଂ , ଇତିଶ୍ରୀ ପ୍ରଧାନ ପମୁଖ ମଞ୍ଚରେ ଉପବିଶନ କରିଥିବାବେଳେ ସମ୍ମୁଖରେ ୩୩୦ ରୁ ଊର୍ଦ୍ଧ୍ଵ ଅଭିଭାବକ ମା ଓ ବାପା ମାନେ ଉପସ୍ଥିତ ରହି ବିଦ୍ୟାଳୟ ର ଅସୁବିଧା, ସୁବିଧା ଉପରେ ଆଲୋଚନା କରାଯାଇଥିଲା ।   ଫୁଲଗଛ ଧାଡିକି ଧାଡି ଦେଖି ଯେ କେହି ଦେଖିଲେ  ମଧ୍ୟ ଖୁସି ହୋଇ ଉଠିବେ ।   ବାଳିକା ବାଳକ ମାନଙ୍କର ସୁରକ୍ଷା ଓ ନିରାପତ୍ତା ଉପରେ, ସଂମ୍ପୃକ୍ତ ଛାତ୍ରୀ ଛାତ୍ର ମାନେ ଶିକ୍ଷା କ୍ଷେତ୍ରରେ  କିପରି ଅଗ୍ରଗତି କରିପାରିବେ, ବୃତ୍ତିଗତ ଶିକ୍ଷାର ବିକାଶ, ଅନୁସୂଚିତ ଜନଜାତି ଓ ଜାତି ସମ୍ପ୍ରଦାୟର ଛାତ୍ରୀଛାତ୍ର ମାନେ ସରକାରଙ୍କ ଠାରୁ ପାଉଥିବା ସୁବିଧା ସୁଯୋଗ ବିଷୟରେ ଆଲୋଚନା କରାଯାଇଥିଲା | ସେହିପରି ଡାବୁଗାଁ  ବଡ଼ ଓଲମା ଆଶ୍ରମ ୨-  ସରକାରୀ ବାଳିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବୋରିପଦର ଆଶ୍ରମ ବିଦ୍ୟାଳୟ  ରେ ମଧ୍ୟ ଶିକ୍ଷକ ଅଭିଭାବକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ପବ୍ଲିକ ସ୍କୁଲର ୧୪ ତମ ବାର୍ଷିକ ଉତ୍ସବ ପାଳିତ   12-Mar-2026
  ଜିଲ୍ଲା  
*ଗ୍ରାମ ପଞ୍ଚାୟତ ବିକାଶ ଯୋଜନା ଉପରେ ତାଲିମ ଶିବିର*   12-Mar-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   11-Mar-2026
  ଜିଲ୍ଲା  
ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ   11-Mar-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   11-Mar-2026
  ଜିଲ୍ଲା  
ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   11-Mar-2026
  ଜିଲ୍ଲା  
ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   11-Mar-2026
  ଜିଲ୍ଲା  
*ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   11-Mar-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   11-Mar-2026
  ଜିଲ୍ଲା  
“ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   11-Mar-2026
  ଜିଲ୍ଲା  
ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   11-Mar-2026
  ଜିଲ୍ଲା  
ଶାସ୍ତ୍ରୀୟ ଭାଷା ଦିବସ ପାଳିତ   11-Mar-2026

You Might Also Like