-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ରାଜ୍ୟ ସ୍ତରୀୟ କନିଷ୍ଠ ରେଡକ୍ରସ୍ ଶିକ୍ଷା ଓ ପ୍ରଶିକ୍ଷଣ ଶିବିର ଉଦଘାଟିତ

27-Mar-2023



ଭୁବନେଶ୍ୱର(ପ୍ରେରଣା ଖବର :   ଭାରତୀୟ ରେଡକ୍ରସ ସୋସାଇଟି, ଓଡ଼ିଶା ରାଜ୍ୟ ଶାଖାର ଅବୈତନିକ ସଚିବଙ୍କ ତତ୍ତ୍ୱବାଧାନରେ ଏକ ପଞ୍ଚଦୀବସିୟ ରାଜ୍ୟ ସ୍ତରୀୟ କନିଷ୍ଠ ରେଡକ୍ରସ ଶିକ୍ଷା ଓ ପ୍ରଶିକ୍ଷଣ ଶିବିର ଭୁବନେଶ୍ୱରସ୍ଥିତ ନୀଳାଚଳ ପଲିଟେକନିକ୍ ମହାବିଦ୍ୟାଳୟ ପରିସରରେ ଉଦଘାଟନ ହୋଇଯାଇଅଛି । ମୁଖ୍ୟଅତିଥି ଭାବରେ ଅବୈତନିକ ସମ୍ପାଦକ ବିଭୂତି ଭୂଷଣ ପଟ୍ଟନାୟକ ଶିବିରରେ ଯୋଗଦେଇଥିବା ଜୁନିୟର ତଥା ପରାମର୍ଶଦାତାମାନେ ରେଡକ୍ରସର ମହନୀୟ ଭାବଧରରେ ଉଦବୁଦ୍ଧ ହେବାକୁ  ମାର୍ଗଦର୍ଶନ କରିଥିଲେ । ଜଳବାୟୁ ପରିବର୍ତ୍ତନ ଦିଗରେ କାମ କରି ଅମ୍ଳ ବର୍ଷାକୁ ରୋକିବା ପାଇଁ  ବନିକରଣ ଉପରେ ସେ, ସ୍ବେଚ୍ଛାସେବୀ ମାନଙ୍କୁ  ଆହ୍ବାନ ଦେଇଥିଲେ । ଅନ୍ୟ ସମ୍ମାନିତ ଅତିଥି ଭାବରେ ପ୍ରାକ୍ତନ ରେଡକ୍ରସ୍ ସମ୍ପାଦକ ମେଜର ଡ. କଳ୍ପନା ଦାଶ ଯୋଗଦେଇ ମାନବ ସେବା ହିଁ , ମାଧବ ସେବା ଉପରେ ଗୁରୁତ୍ୱ ଦେଇଥିଲେ ଓ ଆମେ ଯେଉଁ କାମ କରୁ ତାହା ଆମ ପାଖକୁ ହିଁ ଫେରିଆସେ | ତେଣୁ ସର୍ବଦା ଆମେ ଅନ୍ୟର ଉପକାର କରି ସମାଜର ହିତ ଦିଗରେ କାମ କଲେ ନିଜେ ଖୁସି ରହିବା ସହିତ ଏକ ସୁସ୍ଥ ସମାଜ ଗଠନ କରି ପାରିବା ବୋଲି ସେ  ମତବ୍ୟକ୍ତ କରିଥିଲେ । ନୀଳାଚଳ ପଲିଟେକନିକ ମହାବିଦ୍ୟାଳୟର ଅଧ୍ୟକ୍ଷ ବିଷ୍ଣୁ ଚରଣ ପାତ୍ର ଯୋଗଦେଇ, ସେବା ଦ୍ଵାରା ଅନ୍ୟକୁ ଆପଣର କରିହେବ ବୋଲି ମତ ରଖିଥିଲେ ଓ ମୋବାଇଲର ଅଧିକ ଵ୍ୟଵହାର ନକରି ଆମେ ଖେଳକୁଦ ଓ ଯୋଗ ଉପରେ ଗୁରୁତ୍ୱ ଦେଲେ ଆମେ ଶାରିରୀକ ଓ ମାନସିକ ସ୍ତରରେ ସୁସ୍ଥ  ରହିବା ବୋଲି  କହିଥିଲେ। ରାଜ୍ୟ ଜୁନିୟର ରେଡକ୍ରସ୍ ଅଧିକାରୀ ଲକ୍ଷ୍ମଣ ସ୍ବାଇଁ ଅତିଥି ପରିଚୟ ତଥା ସ୍ବାଗତ ଅଭିଭାଷଣ ପ୍ରଦାନକରିଥିଲେ। ଶ୍ରୀ ସ୍ୱାଇଁ ପଞ୍ଚଦିବସୀୟ ପ୍ରଶିକ୍ଷଣ ଶିବିରର କାର୍ଯ୍ୟସୂଚୀ ଉପରେ ଅବଗତ କରାଇବା ସହିତ ଜଣେ ଉତ୍ତମ ସ୍ବେଚ୍ଛାସେବୀ ଭାବେ ନିଜର ଦାୟିତ୍ଵ ନିର୍ବାହ କରିବା ପାଇଁ ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ। କାର୍ଯ୍ୟକ୍ରମକୁ ସାଧନକର୍ମୀ ମୂରଲୀଧର ପରିଡ଼ା ସଂଯୋଜନା କରିଥିବା ବେଳେ ବରିଷ୍ଠ ସାଧନକର୍ମୀ ଡକ୍ଟର ସତ୍ୟ ନାରାୟଣ ହୋତା ଧନ୍ୟବାଦ ଅର୍ପଣ କରିଥିଲେ।  କାର୍ଯ୍ୟକ୍ରମରେ ରାଜ୍ୟର ୨୫ ଜିଲ୍ଲାରୁ ୩୩୪ଜଣ ଛାତ୍ରଛାତ୍ରୀ ଓ ପରାମର୍ଶଦାତା ଓ ପରାମର୍ଶଦାତ୍ରୀ ଉପସ୍ଥିତ ଦେଇଛନ୍ତି ।

କାର୍ଯ୍ୟକ୍ରମ ପ୍ରାରମ୍ଭରେ ଓଡ଼ିଆ ରାଜ୍ୟ ଯୁବ ରେଡକ୍ରସ୍ ସଂଯୋଜକ ଡ. ଗୋପାଳ କୃଷ୍ଣ ମିଶ୍ର ରେଡକ୍ରସ ପତାକା ଉତ୍ତୋଳନ କରି କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ।  ଶିବିରରେ  ସାଧନ କର୍ମୀବୃନ୍ଦ ଶିବିରାର୍ଥୀମାନଙ୍କୁ ରେଡ଼କ୍ରସ ଇତିହାସ, ସ୍କୁଲ ନିରାପତ୍ତା, ପ୍ରାଥମିକ ଚିକିତ୍ସା, ଅଗ୍ନିପ୍ରଶମନ, ଜଳବାୟୁ ପରିବର୍ତ୍ତନ, ବୃକ୍ଷ ରୋପଣ, ରକ୍ତଦାନ ସଚେତନତା, ସଡ଼କ ସୁରକ୍ଷା, ନିଶାମୁକ୍ତ ସମାଜ, ପ୍ରାକୃତିକ ବିପର୍ଯ୍ୟୟ ଓ ପରିଚାଳନା, ଜଳ ପରିମଳ ଓ ପରିଚ୍ଛନ୍ନତା ତଥା ବ୍ୟକ୍ତିତ୍ଵ ବିକାଶ ପ୍ରସଙ୍ଗରେ ତାଲିମ ପ୍ରଦାନ କରିବାକୁ ଯୋଜନା କରାଯାଇଛି। ପାଞ୍ଚ ଦିନ ଧରି ଚାଲିଥିବା ଶିବିରରେ ବ୍ୟକ୍ତିଗତ ତଥା ଦଳଗତ ବିଭିନ୍ନ ବିଭାଗରେ ବିଭିନ୍ନ ପ୍ରତିଯୋଗିତା କରାଯିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like