-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ବାଲ୍ୟ ବିବାହ କୁ ରୋକିବା ପାଇଁ ସଚେତନତା ରଥ ପରିକ୍ରମା କାର୍ଯ୍ୟକ୍ରମ

27-Mar-2023



ଆଗଲପୁର, (ବିନୋଦ କୁମାର ଦୀପ) ଏଭଳି ଏକ ସୁନ୍ଦର ପ୍ରୟାସ ଦେଖିବାକୁ ମିଳିଛି ଆଗଲପୁର ବ୍ଲକ ଅନ୍ତର୍ଗତ  ନୁନିଆପାଲି ପଞ୍ଚାୟତରେ l ପ୍ରଥମେ ସଚେତନତା ରଥ କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆ ଯାଇଥିଲା ଓ ପରେ ପରେ ଏକ ସଚେତନତା ସଭା କରା ଯାଇଥିଲା l ଏହି ସଭାରେ ମୁଖ୍ୟ ଅତିଥି ଭାବରେ ଗୋଷ୍ଠୀ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଜ୍ୟୋତିର୍ମୟୀ ନାଏକ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ନୁନିଆପାଲି ସରପଞ୍ଚ ଶ୍ରୀମତୀ ପୁଷ୍ପାଞ୍ଜଳି ସାହୁ ଓ ନୁନିଆ ପାଲି ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀ ଅମୂଲ୍ୟ କୁମାର୍ ବେହେରା l ଏହାସହ ପଲ୍ଲୀ ଆଲୋକ ପାଠାଗାର ନଅଗାଁ (ଖ) ର ଶ୍ରୀ ପ୍ରହଲ୍ଲାଦ ପାଧାନ୍ ଉପସ୍ଥିତ ଥିଲେ।ବାଲ୍ୟ ବିବାହ ଭଳି ଏକ କୁପ୍ରଥା କୁ କେମିତି ରୋକାଯାଇ ପାରିବ ସେ ଉପରେ ଆଲୋଚନା କରିଥିଲେ l ଏହାପରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯକ୍ରମ ମାଧ୍ୟମରେ ସଚେତନ କରା ଯାଇଥିଲା l ଏହି ସଚେତନତା ଅଭିଯାନ ରେ ଗ୍ରାମବାସୀ, ଅଙ୍ଗନୱାଡ଼ି କର୍ମୀ ଓ ସ୍କୁଲ୍ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ l ପରେ ପରେ ଅଙ୍ଗନୱାଡି କର୍ମୀ ମାନେ ପ୍ଲା କାର୍ଡ ଧରି ସ୍ଲୋଗାନ ଦେଇ ଗ୍ରାମ ପରିଭ୍ରମଣ କରିଥିଲେ l ସମସ୍ତେ ମିଶି ଏହି ବାଲ୍ୟ ବିବାହ ପ୍ରଥା କୁ ସମାଜରୁ ଦୂରେଇ ପାରିବା ବୋଲି ଅତିଥି ମାନେ ପ୍ରକାଶ କରିଥିଲେ l ଉକ୍ତ କାର୍ଯ୍ୟକ୍ରମଟି ପଲ୍ଲୀ ଆଲୋକ ପାଠାଗାର ଙ୍କ ଆନୁକୁଲ୍ୟରେ ଆୟୋଜନ କରା ଯାଇଥଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like