-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜିଲ୍ଲା

୩୪ ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ୧୫ ଦିନ ନିମନ୍ତେ  ଆମିଷ ଦ୍ରବ୍ୟ ବିକ୍ରି ଓ ସେବନ ବନ୍ଦ ପାଇଁ ନିଷ୍ପତି 

27-Mar-2023



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡାରେ ମାର୍ଚ୍ଚ ୩୧ ତାରିଖ ଠାରୁ ଏପ୍ରିଲ ୧୪ ତାରିଖ ପର୍ଯ୍ୟନ୍ତ ମା' କାଳୀଙ୍କ ଦଣ୍ଡଯାତ୍ରା ଅନୁଷ୍ଠିତ ହେଉଅଛି  l ଏହି ପରିପ୍ରେକ୍ଷୀରେ ପୂର୍ବବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବାଲିଗୁଡା ସହରରେ ସ୍ଥାନୀୟ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୬ ବର୍ଷ ପୂର୍ତ୍ତି ଅବସରରେ ୩୪ ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ ଏପ୍ରିଲ ୯ ତାରିଖ ରବିବାର ଦିନ ଅନୁଷ୍ଠିତ ହେବ l ଏ ନେଇ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ  ପହଁଚି ଯାଇଛି l ଏଣୁ ସମଗ୍ର ବାଲିଗୁଡା ଅଞ୍ଚଳ ବାସୀଙ୍କୁ ସମିତି ତରଫରୁ ବିନମ୍ର ଅନୁରୋଧ କରାଯାଇଛି ଯେ, ମାର୍ଚ୍ଚ ୩୧ ତାରିଖ ଠାରୁ ଏପ୍ରିଲ ୧୪ ତାରିଖ ପର୍ଯ୍ୟନ୍ତ ସମଗ୍ର ସହରରେ ଅଣ୍ଡା, ମାଛ, ମାଂସ, ଶୁଖୁଆ ପ୍ରଭୃତି ଆମିଷ ଦ୍ରବ୍ୟ ଅନୁଷ୍ଠାନ ରେ ବିକ୍ରି ଓ ସେବନ ବନ୍ଦ କରି ସହଯୋଗ କରିବା ସହିତ ମା' କାଳୀଙ୍କ ଆଶୀର୍ବାଦ ଲାଭ କରିବା ପାଇଁ ସମିତି ତରଫରୁ ଅନୁରୋଧ କରାଯାଇଛି l ତେର ଦଣ୍ଡ ମିଳନର କାର୍ଯ୍ୟସୂଚୀ ପ୍ରକାରେ ୯ ତାରିଖ ରବିବାର ସକାଳ ୮ ଘଣ୍ଟା ସମୟରେ ମା' ପାଟ୍ଟଖଣ୍ଡା ମନ୍ଦିରରେ ତେର ଦଣ୍ଡ ଥଳ ଙ୍କୁ ବରଣ କରାଯିବ l ଦିବା ଘ.୧୧.୩୦ମି ସମୟରେ ଟାଉନର ମୁଖ୍ୟ ରାସ୍ତା ରେ ଧୂଳିଦଣ୍ଡ , ଅପରାହ୍ନ ଘ.୪.୩୦ମି. ରେ ବନ୍ଧପାଖ ରେ ପାଣିଦଣ୍ଡ ,ସନ୍ଧ୍ୟା ୦୫ ଘଟିକାରେ ସବୁଠାରୁ ବିଶେଷ ଆକର୍ଷଣ ବଜାର ଛକରେ ତେର ଦଣ୍ଡର ଏକ ମହା ମିଳନ ଆୟୋଜନ କରାଯିବ l ରାତ୍ର ୧୧ ଘଟିକାରେ ଝୁଣା ଦଣ୍ଡ ପଟୁଆର ସହ ୧୦ ତାରିଖ ସୋମବାର ଦିନ ସକାଳ ୮ ଘଟିକାରେ ଯାତ୍ରା ସମାପନ ହେବ,ଏଣୁ ସମସ୍ତ ଅଞ୍ଚଳ ବାସୀ ଏହି କାର୍ଯ୍ୟ କ୍ରମ ରେ ବହୁ ସଂଖ୍ୟା ରେ ଯୋଗ ଦେବା ପାଇଁ ସମିତି ତରଫରୁ ଅନୁରୋଧ କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like