-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||     

HOME   ଜିଲ୍ଲା

କ୍ୟାରିୟର କାଉନସିଲିଂ କାର୍ଯ୍ୟକ୍ରମ

28-Mar-2023



ଡାବୁଗାଁ,(ମିହିର ଶଙ୍କର ପାତ୍ର,)
 ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଅଧୀନ ଜିଲା ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଦ୍ଵାରା ପରିଚାଳିତ ଡାବୁଗାଁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ସଭାଗୃହରେ ପ୍ରଧାନ ଶିକ୍ଷୟତ୍ରୀ ଆରତୀ ବିଶୋୟୀଙ୍କ ଅଧ୍ୟକ୍ଷତାରେ କ୍ୟାରିୟର କାଉନସିଲିଂ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ଜିଲା ମଙ୍ଗଳ ଅଧିକାରୀ ପାଲକା ରବୀନ୍ଦ୍ର ଯୋଗ ଦେଇ ପିଲା ମାନେ କିପରି ଗଣିତ, ଇଂରାଜୀ, ବିଜ୍ଞାନ ପାଠ କିପରି ସହଜରେ ମନେ ରଖିପାରିବେ ସେ ଉପରେ ବିଭିନ୍ନ ଉପାୟ ଗୁଡିକ ବୁଝାଇବା ସହ ୧୦ ଶ୍ରେଣୀ ପାସ କରିବା ପରେ କେଉଁ ବିଭାଗରେ ପାଠ ପଢିଲେ ପିଲା ଜିଜେ ନିଜ ଗୋଡରେ ଛିଡା ହୋଇ ରୋଜଗାର କ୍ଷମ ହୋଇପାରିବେ ସେ ଦିଗ ପିଲା ନିଜେ  ଆପଣାଇବାକୁ ପରାମର୍ଶ ଦେଇଥିଲେ | ଡାବୁଗାଁ ବିଡିଓ ଶରତ ମାଝି ଯୋଗ ଦେଇ ବିଦ୍ୟାଳୟ ବଗିଚା ହେଲେ ଶିକ୍ଷୟତ୍ରୀଶିକ୍ଷକ ହେଉଛନ୍ତି ମାଳୀ, ପସନ୍ଦ ଓ ଚୟନ, କେଉଁ ବିଭାଗରେ ପାଠ ପଢିଲେ କେଉଁ ଚାକିରି ପାଇପାରିବେ ସେ ଉପରେ ଆଲୋଚନା କରିଥିଲେ | ଜିଲା ନିଯୋଜନ କାର୍ଯ୍ୟ|ଳୟର ଏମଜିଏନଏଫ ତପସ୍ଵିନୀ ଦାସ ଯୋଗଦେଇ ଛାତ୍ରୀଛାତ୍ର ମାନେ ଦୃଢ ମନୋବଳ ରଖି ପାଠ ଉପରେ ଧ୍ୟାନ ଦେଇ ସ୍ଵରୋଜଗାରକ୍ଷମ ହେବା ଓ ଝିଅ ମାନେ ୨୨ ବର୍ଷ ପର୍ଯ୍ୟନ୍ତ ବିବାହ ଚିନ୍ତା ନକରି ପାଠ ପଢିବାକୁ ପରାମର୍ଶ ଦେବଥିଲେ | ଏଥିରେ ବ୍ଲକ ମଙ୍ଗଳ ସଂମ୍ପ୍ରସାରଣ ଅଧିକାରୀ ପ୍ରିୟଚାନ୍ଦ ମଲ୍ଲିକ, ଡାବୁଗାଁ ବାଳିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷା କିରଣମାଳା ତିର୍କୀ, ବଡଓଲମା ଆଶ୍ରମ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ରଞ୍ଜନ କୁମାର ବେହେରା, ଜଟାବାଲ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସଞ୍ଜୁକ୍ତା ଦାଶ,  ମାନିଗାଁ  ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ମଧୁସୂଦନ ନାୟକ, ଶିକ୍ଷକ ସନାତନ ଭୋଇ, ମହେଶ୍ଵର ନାଥ, ହଲଧର ଛତ୍ର, ଦୀପକ ସାହୁ, ସଂଜୀବ ପଣ୍ଡା, ସୋମ୍ୟରଞ୍ଜନ ନୈକ, ରଶ୍ମୀରଞ୍ଜିତା ନାୟକ, ସୁପ୍ରିୟା ମହାଙ୍କୁଡ, ଜ୍ଞାନ ରଞ୍ଜନ ବେହେରା, ଡାବୁଗାଁ ଓ ପାପଡାହାଣ୍ଡି ବ୍ଲକ  ଅଧୀନ ୪ ଟି ବିଦ୍ୟାଳୟର ୫୦୦ ଜଣ ଛାତ୍ରୀଛାତ୍ର ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026

You Might Also Like