-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ରୁୁଗୁଡିପଡା ଦୁର୍ଗାମଣ୍ଡପରେ ଆରମ୍ଭ ହେଲା ମାଁ ଙ୍କ ବାସନ୍ତୀକ ଦୁର୍ଗାପୁଜା

28-Mar-2023



ବଲାଙ୍ଗିର- ଆଜି ମାଁ ଜଗତ ଜନନୀ ଦୁର୍ଗାଙ୍କ ଚୈତ୍ର ନବରାତ୍ର ଚାଲିଥିବା ସମୟରେ ପ୍ରତିବର୍ଷ ପରି ଏ ବର୍ଷ ମଧ୍ୟ ବଲାଙ୍ଗିର ରୁଗୁଡିପଡା ଦୁର୍ଗାପୁଜା ଟ୍ରଷ୍ଟ ଆନୁକୁଲ୍ୟ ରେ ଷଷ୍ଠୀ ତିଥି ଅନୁଯାୟୀ ଗତ କାଲି ମାଁ ଙ୍କ ବେଲ୍ୱବରଣ କରାଯାଇ ଆଜି ସପ୍ତମୀ ତିଥିରେ ସକାଳ ୬ ଘଣ୍ଟା ସମୟରେ କଳସ ଶୋଭାଯାତ୍ରା ଓ ଖଣ୍ଡା ପୂଜନ କରାଯାଇ ମଣ୍ଡପ ଠାରେ ପ୍ରାରମ୍ଭିକ ସୁର୍ଯ୍ୟ ପୂଜା କରାଯାଇ ମୃଣ୍ମଣୀ ମାଁ ସପ୍ତମୀ ପୁଜାର୍ଚ୍ଚନା କରାଯାଇଛି । ଏହି ପୂଜାବିଧିରେ ଜଗବନ୍ଧୁ ନାୟକ ଓ ସହଧର୍ମିଣୀ ଅନୁପମା ନାୟକ କର୍ତ୍ତା ଦାୟିତ୍ୱ ତୁଳାଉଥିବା ବେଳେ ମୁଖ୍ୟ ପୂଜକ ରଘୁପତି ପୁରୋହିତ ତୁଳାଉଥିବା ବେଳେ ନିରଞ୍ଜନ ମହାପାତ୍ର, ବିଶେଶ୍ୱର ପୁଝାରୀ, ସତ୍ୟନାରାୟଣ ପଣ୍ଡା, ଲକ୍ଷ୍ମୀ ମହାରଣା, ଡମ୍ବରୁଧର ପସାୟତ, ଭାଗରଥି ମହାକୁର, ବୁବୁନ ନାୟକ, ସ୍ୱସ୍ତିକ, ଶିଶିର ଏବଂ ଅଭିଷେକ ଚନ୍ଦନ ମଣ୍ଡପରେ ସହଯୋଗ କରୁଥିବା ବେଳେ ଆଜିର ଶୋଭାଯାତ୍ରାରେ କମିଟିର ସଭାପତି ଚେତନାନନ୍ଦ ପଣ୍ଡା, ଉପ-ସଭାପତି ସଞ୍ଜିବ ଶତପଥି,  ପ୍ରଦିପ ପଟ୍ଟନାୟକ, ସହସଂପାଦକ କାହ୍ନୁ ବଗର୍ତ୍ତି, ଟିଙ୍କୁ ବାଗ,

କୋଷାଧ୍ୟକ୍ଷ ଦେବାଶିଷ ମହାକୁର, କାର୍ଯ୍ୟକାରୀ ସଦସ୍ୟ ଶିବାନନ୍ଦ ବାଗ, ନୟନ ମହାନ୍ତି, ଶ୍ରୀକାନ୍ତ ରାଉତ, ଜିତୁ ଦାସ, ତାପସ ମହାନ୍ତି, ସଙ୍କେତ ବଗର୍ତ୍ତି, ଚରଣ ସାହାଣୀ, ଆନନ୍ଦ ସାହୁ, ତପନ ସେଠ୍ , ସୁମିତ ବଗର୍ତ୍ତି, ପ୍ରମୋଦ ନନ୍ଦ, ଯୋଗେନ୍ଦ୍ର ନିଆଲ, ରାହୁଲ ସେଠ୍‌, ତଥାଗତ ବାଗ, ରୋଶନ ଦିପ, ଗଣେଶ ସେଠ୍‌, ଗୋପାଳ ବହିଦାର, ରଞ୍ଜିତ ମଣ୍ଡଲ, ପ୍ରଦିପ ନାଏକ, ପ୍ରଦିପ ମେହେର ଅଂଶଗ୍ରହଣ କରିଥିଲେ । ପ୍ରତ୍ୟେକ ଦିନ ସନ୍ଧ୍ୟା ୭ ଘଣ୍ଟା ସମୟରେ ସନ୍ଧ୍ୟା ଆଳତୀ ହେଉଥିବା ବେଳେ ୨୯ ତାରିଖ ସନ୍ଧ୍ୟା ୮.୫୫ ମି. ରୁ ଘ.୯.୧୫ ମି. ମଧ୍ୟେ ସନ୍ଧିପୁଜା, ୩୦ ତାରିଖରେ ମହାନବମୀ ପୁଜା ଏବଂ ୩୧ ତାରିଖରେ ଦଶମୀ ପୁଜା ଓ ଅପରାଜିତ ପୂଜା ଅନୁଷ୍ଠିତ ହେବ ବୋଲି ଟ୍ରଷ୍ଟ ତରଫରୁ ସୂଚନା ଦିଆଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like