-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ବିଶେଷ

୩୯୭ ବର୍ଷ ପରେ ମହାକାଶରେ ଦେଖାଯିବ ଅଦ୍ଭୁତ ଦୃଶ୍ୟ, ଯଦି ନଦେଖିପାରନ୍ତି ପୁଣି ଅପେକ୍ଷା କରିବାକୁ ପଡିବ ୬୦ ବର୍ଷ

07-Dec-2020



(ପ୍ରେରଣା ଖବର) - ଚଳିତ ବର୍ଷ ଡିସେମ୍ବର ୨୧ରେ ମହାକାଶରେ ଏଭଳି ଚତ୍ମକାର ହେବ ଯାହା ଏହା ପୂର୍ବରୁ ୧୬୨୩ ଖ୍ରୀଷ୍ଟାବ୍ଦରେ ଘଟିଥିଲା ।​ ଏକ ବିରଳ ଜ୍ୟୋତିର୍ବିଜ୍ଞାନ ଘଟଣା ଘଟିବ, ଯେଉଁଥିରେ ବୃହସ୍ପତି ଏବଂ ଶନି ଏହି ଦିନ ପରସ୍ପରର ଅତି ନିକଟତର ଦେଖାଯିବେ । ଏହି ସମୟରେ ଏହା ଉଜ୍ଜ୍ୱଳ ତାରା ପରି ଲୋକଙ୍କୁ ନଜର ଆସିବ। ଏହି ଅଦ୍ଭୁତ ସଂଯୋଗ ପାଖାପାଖି ୩୯୭ ବର୍ଷ ପରେ ଆସୁଛି ଏବଂ ଯଦି ଆପଣ ଏହାକୁ ଦେଖିବା ପାଇଁ ସୁଯୋଗ ନପାଆନ୍ତି ତେବେ ଏଥିପାଇଁ ଆପଣଙ୍କୁ ପୁଣି ୬୦ ବର୍ଷ ଅପେକ୍ଷା କରିବାକୁ ପଡିବ!!୧୬୨୩ ଖ୍ରୀଷ୍ଟାବ୍ଦ ପରଠାରୁ ଏହି ଦୁଇଟି ଗ୍ରହ କେବେବି ଏତେ ନିକଟତର ହୋଇନଥିଲେ, ତେଣୁ ଏହାକୁ ‘ଏକ ମହାନ ମିଶ୍ରଣ’ କୁହଯାଉଛି । ଏମପି ବିର୍ଲା ପ୍ଲାନେଟୋରିୟମର ନିର୍ଦ୍ଦେଶକ ଦେବି ପ୍ରସାଦ ଦୁଆରୀ ତାଙ୍କ ବୟାନରେ କହିଛନ୍ତି ଯେ, ଏହା ଅତ୍ୟନ୍ତ ବିରଳ ଘଟଣା ଯାହା ହଜାରେ ବର୍ଷରେ ଥରେ ହୋଇଥାଏ!! ଡିସେମ୍ବର ୨୧ର ରାତିରେ ଏହି ଦୁଇଟି ଗ୍ରହର ଭୌତିକ ଦୂରତା ପ୍ରାୟ ୭୩୫ ନିୟୁତ କିଲୋମିଟର ହେବ । ଏହା ପରେ ଏଭଳି ଅଦ୍ଭୁ୍ ସଂଯୋଗ ୨୦୮୦ ମାର୍ଚ୍ଚ ୧୫ ରେ ହେବ। ସେ କହିଛନ୍ତି ଯେ, ଡିସେମ୍ବର ୨୧ରେ ଦୁଇଟି ଗ୍ରହ ପରସ୍ପରର ନିକଟତର ହେବାର ନଜର ଆସିବେ। ଡିସେମ୍ବର ୨୧ଦିନ ଭାରତର ଅଧିକାଂଶ ପ୍ରମୁଖ ସହରରେ ଲୋକମାନେ ସୂର୍ଯ୍ୟାସ୍ତ ପରେ ଏହି ଅଦ୍ଭୁତ ଦୃଶ୍ୟକୁ ନିଜ ଆଖିରେ ଅତି ସହଜରେ ଦେଖିପାରିବେ!!


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like