-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ନିଶାମୁକ୍ତ ସମାଜ ଗଠନ ଦିଗରେ ରେଡ଼କ୍ରସର କର୍ମଶାଳା 

28-Mar-2023



ଭୁବନେଶ୍ୱର: ଶିକ୍ଷା ପୋଥି ଗତ ନହୋଇ କିୟାଶୀଳ ହେବା ଉଚିତ।  ଆମେ ପଢ଼ିବା , ବଢ଼ିବା ଓ ଗଢିବା ସହ ଉତ୍ତମ ସେବା ମନୋବୃତ୍ତିଧାରି ଚାରିତ୍ରବାନ ମଣିଷ ହେବା ବୋଲି   ଭାରତୀୟ ରେଡକ୍ରସ ସୋସାଇଟି, ଓଡ଼ିଶା ରାଜ୍ୟ ଶାଖାର ତରଫରୁ ଭୁବନେଶ୍ୱରସ୍ଥିତ ନୀଳାଚଳ ପଲିଟେକନିକ୍ ମହାବିଦ୍ୟାଳୟ ପରିସରରେ ଚାଲିଥିବା ଜୁନିଅର ରେଡକ୍ରସ ତାଲିମ ଶିବିରର ଦ୍ଵିତୀୟ ଦିବସରେ  ମୁଖ୍ୟ ଅତିଥି ଭାବରେ

ପ୍ରାକ୍ତନ ଭୁବନେଶ୍ୱର ମେୟର ତଥା ବର୍ତ୍ତମାନ ଭୁବନେଶ୍ୱର(ମଧ୍ୟ) ନିର୍ଵାଚନ ମଣ୍ଡଳୀର ବିଧାୟକ ଅନନ୍ତ ନାରାୟଣ ଜେନା  ଯୋଗଦେଇ ମତପ୍ରକାଶ କରିଥିଲେ । ଭାରତୀୟ ରେଡକ୍ରସ ସୋସାଇଟି, ଓଡ଼ିଶା ରାଜ୍ୟ ଶାଖାର ଅବୈତନିକ ସମ୍ପାଦକ ବିଭୂତି ଭୂଷଣ ପଟ୍ଟନାୟକ ପ୍ରତ୍ୟକ୍ଷ ତତ୍ତ୍ୱବାଧାନ କାର୍ଯ୍ୟକ୍ରମକୁ ଓଡ଼ିଶା ରାଜ୍ୟ ଜୁନିୟର ରେଡ଼କ୍ରସ ଅଫିସର ଲକ୍ଷ୍ମଣ  ସ୍ବାଇଁଙ୍କ ପରିଚାଳିତ ଶିବିରରେ ଅନ୍ୟ ସମ୍ମାନିତ ଅତିଥି ଭାବରେ ଯୋଗଗୁରୁ ତଥା ପ୍ରତିଯୋଗିତାର ବିଚାରକ ଏବଂ ରମାଦେବୀ ବିଶ୍ୱବିଦ୍ୟାଳୟ ଅଧ୍ୟାପକ ସୁଶୀଲ କୁମାର ପଟ୍ଟନାୟକ  ଓ ନୀଳାଚଳ ପଲିଟେକନିକ ମହାବିଦ୍ୟାଳୟର ଅଧ୍ୟକ୍ଷ ବିଷ୍ଣୁ ଚରଣ ପାତ୍ର ଉପସ୍ଥିତ ଥିଲେ । ସକାଳୁ ସର୍ବଧର୍ମ ପ୍ରାର୍ଥନା, ଯୋଗାଭ୍ୟାସ ,ସଫେଇ କାର୍ଯ୍ୟକ୍ରମରୁ ଆରମ୍ଭ ହୋଇଥିଲା। ସାଧନ କର୍ମି ମୂରଲୀଧର ପରିଡା ରେଡକ୍ରସ୍ ଗୀତବିଷୟରେ,  ଜାତୀୟ ସ୍ତର ତାଲିମଦାତା ଡ଼. ସତ୍ୟ ନାରାୟଣ ହୋତା ବିଦ୍ୟାର ସୁରକ୍ଷା ବିଷୟରେ, ଡାକ୍ତର ବିକାଶ ପ୍ରସାଦ ପ୍ରାଥମିକ ଚିକିତ୍ସା ବିଷୟରେ ଡ. ମହମ୍ମଦ ଇର୍ଫାନ ଅଲ୍ଲୀ ନିଶାମୁକ୍ତ ବିଦ୍ୟାର ପରିସର, ବିଷୟରେ ଶିକ୍ଷଣ କାର୍ଯ୍ୟ ସମାପନ କରିଥିଲେ । ଡ଼. ଅଲ୍ଲୀ ରେଡ଼କ୍ରସ ସ୍ୱେଚ୍ଛାସେବୀ ମାନଙ୍କୁ ନିଜକୁ , ନିଜ  ପରିବାରକୁ ନିଜ ସମାଜକୁ କିପରି ନିଶାମୁକ୍ତ କରିପାରିବ , ତାହା ଉପରେ ବିଶେଷବିଶେଷ ଭାବରେ ସୂଚନା ଦେବା ସହ ଶପଥ ପାଠ

କରାଇଥିଲେ ।ଯାହାଦ୍ୱାରା ଏକ ନିଶାମୁକ୍ତ ସମାଜ ଗଠନ କରିପାରିବାରେ  ରେଡ଼କ୍ରସ ସହାୟତା ହେଉ । କାର୍ଯ୍ୟକ୍ରମରେ ଉପେନ୍ଦ୍ର ଦାଶ ,ରବିଚନ୍ଦ୍ର ପଶାୟତ, ଯଜ୍ଞଶ୍ୱର ପଣ୍ଡା , ସ୍ନିଗ୍ଧା ରାଣୀ ସ୍ବାଇଁ, ରାମ ନାରାୟଣ ଦାଶ, ତୋଫାନ କୁମାର ରାଉତରାୟ, ସଂଜୀବ ଦାଶ ପ୍ରମୁଖ ସହଯୋଗ କରିଥିଲେ। ସନ୍ଧ୍ୟାରେ ସଂସ୍କୃତିକ କାର୍ଯ୍ୟକ୍ରମ ପ୍ରତିଯୋଗିତା ଗୁଡିକ ଅନୁଷ୍ଠିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like