-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ପଞ୍ଚମ ସନ୍ଧ୍ୟା

28-Mar-2023



ବଲାଙ୍ଗୀର(ପ୍ରେରଣା ଖବର ): ସରସ୍ଵତୀ,ଶାରଦାଙ୍କ ଆଶିର୍ବାଦ ସବୁ କାଳରେ ମଣିଷସମାଜପାଇଁ ରହିଛି। ସେଇ ସୃଜନଶୀଳ ଚେତନା ମଣିଷର ଚେତନାକୁ ଆନ୍ଦୋଳିତ କରେ। ମାନସିକତାରେ ପରିବର୍ତ୍ତନ ଆସିଲେ  ସମସ୍ତଙ୍କର ଜୀବନ ନୂତନ ଧାରା ଆଡକୁ ଆଗେଇଯାଏ। ଆଲୋକର   ଚେତନା ଜଗତର ଆଗାମୀକୁ ଆଲୋକିତ କରେ ବୋଲି ମତ ଦେଇଛନ୍ତି ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ପଞ୍ଚମ ସଂଧ୍ୟାର 

ବରେଣ୍ଯ ଅତିଥି ପଦ୍ମଶ୍ରୀ ବିଦ୍ୟା ବାଚସ୍ପତି ଡକ୍ଟର ଶ୍ରୀନିବାସ ଉଦଗାତା। 

।ବଲାଙ୍ଗୀର ଅତିରିକ୍ତ ଜିଲ୍ଲାପାଳ ମହେନ୍ଦ୍ର ମହାପାତ୍ର ଙ୍କ  ସଭାପତିତ୍ବ ରେ ଅନୁଷ୍ଠିତ ସଂଧ୍ୟାକାଳିନ   ସଭାରେ ବରେଣ୍ଯ ଅତିଥି ଭାବରେ ପଦ୍ମଶ୍ରୀ ବିଦ୍ୟା ବାଚସ୍ପତି ଡକ୍ଟର ଶ୍ରୀନିବାସ ଉଦଗାତା,   ବଲାଙ୍ଗୀର ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ। ଜିଲ୍ଲା ଲେଖକ ପରିଷଦ ର ଉପସଭାପତି ମୁରଲୀଧାରୀ ପତିଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ସଭାରେ ଜିଲ୍ଲା ଲେଖକ ପରିଷଦ ର ଉପସଭାପତି ଦେବେନ୍ଦ୍ର ନାଏକ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଉପ ନିର୍ଦ୍ଦେଶକ ଶ୍ରୀ ଜୟଦେବ ପାଣିଗ୍ରାହୀ ଅତିଥିମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ବରେଣ୍ଯ ଅତିଥି ବଲାଙ୍ଗୀର ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ରାଜ୍ଯ ସରକାରଙ୍କ ପୁସ୍ତକ ମେଳା ଯୋଜନାକୁ ପ୍ରଶଂସା କରି ପାଠକ ଓ ଲେଖକ ମଧ୍ଯରେ ପୁସ୍ତକ ଏକ ଯୋଗାଯୋଗର ସେତୁ ବୋଲି କହିଥିଲେ।ଗୋପାଳ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।

ଏହି ଅବସରରେ ସାଂପ୍ରତିକ ପରିସ୍ଥିତିରେ ପାଠକୀୟ ଅଭିରୂଚି ବିଷୟରେ ଅନୁଷ୍ଠିତ ଆଲୋଚନାଚକ୍ର ରେ  ପ୍ରେମଚାନ୍ଦ ମହାନ୍ତି ଓ ବିଭୁକଲ୍ୟାଣ ଗଡତିଆ ନିଜର ମତ ଉପସ୍ଥାପନ କରିଥିଲେ।
 ପରେ ଆଶ୍ମି ମିଶ୍ର ଙ୍କ  ଲୋକନୃତ୍ଯ, ଲିଟିଲ ଫ୍ଲାୱାର, ସ୍କୁଲର  ଲୋକନୃତ୍ଯ  ,ଓଡ଼ିଶା ଆଦର୍ଶ ବିଦ୍ୟାଳୟ ର ଲୋକନୃତ୍ଯ ଓ ଗଂଜାମ ର ଯୋଡିଶଂଖ   ପରିବେଷଣ କରାଯାଇଥିଲା।ରିଙ୍କି ତ୍ରିପାଠୀ ସାଂସ୍କୃତିକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like