-+91-9937148622 |

prerana_bgr@rediffmail.com |

  Friday 13th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁକ୍ତ ଦୁଇ ବିଜ୍ଞାନର ଗଣିତ ପରୀକ୍ଷାରେ ପ୍ରଶ୍ନପତ୍ର ବିଭ୍ରାଟ ! ୧୮ମାର୍କ ସିଲାବସ ବାହାରୁ ଆସିଲା ପ୍ରଶ୍ନ   (13-Mar-2026)       ||      *ବିଜୁପଟ୍ଟନାୟକ ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ*-   (13-Mar-2026)       ||      ସିଆରପିଏଫ ୧୯ ବାଟାଲିଅନ ଦ୍ଵାରା ସିଭିକ୍ ଆକ୍ସନ କାର୍ଯ୍ୟକ୍ରମ   (13-Mar-2026)       ||      ଡାକ୍ତର ଛୁଟିରେ,ଫାର୍ମାଶିଷ୍ଟଙ୍କ ଅନ୍ୟତ୍ର ବଦଳି,ମହାଦେବପାଲି ଡାକ୍ତରଖାନାରେ ସ୍ବାସ୍ଥ୍ୟ ସେବା ବେହାଲ   (13-Mar-2026)       ||      *ଜିଲ୍ଳା ସ୍ତରୀୟ ପିଏମଶ୍ରୀ ଉତ୍ସବ ଉଦଘାଟିତ*   (13-Mar-2026)       ||      ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Mar-2026)       ||      ରନ୍ଧନ ଗ୍ୟାସ୍ ର ଉପଲବଧତା ନେଇ ଆଭାସୀ ବୈଠକ ♦️ଆପାତକାଳୀନ ପରିସ୍ଥିତି ନିମନ୍ତେ ଅଗ୍ରାଧିକାର ଭିତ୍ତିରେ ମିଳିବ ଗ୍ୟାସ ଓ ଟି ପି ମାଧ୍ୟମରେ ଗ୍ୟାସ ବୁକିଙ୍ଗ ଓ ଡେଲିଭରୀ ଉପରେ ଗୁରୁତ୍ୱ    (13-Mar-2026)       ||      ତୁଷୁରା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବାର୍ଷିକ ପୁରସ୍କାର ବିତରଣୀ ଉତ୍ସବ-୨୦୨୬ ଅନୁଷ୍ଠିତ   (13-Mar-2026)       ||      ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି   (13-Mar-2026)       ||      ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି   (13-Mar-2026)       ||      ଖଡ଼ିଛୁଆଁ ପୂର୍ବରୁ ଶିଶୁ ବାଟିକା ପିଲାଙ୍କ ନାମ ନିଶ୍ଚିତ ପାଇଁ ସିଆରସିସିଙ୍କ ପ୍ରୟାସ   (13-Mar-2026)       ||      ଭିଜିଲାନ୍ସ ଜାଲରେ ପୋଲିସ ଏଏସଆଇ   (13-Mar-2026)       ||      ଆଦିବାସୀ ଓ ପଛୁଆ ବର୍ଗଙ୍କ ଉନ୍ନତି ପାଇଁ ୬୬୪୯ କୋଟିରୁ ଉର୍ଦ୍ଧ୍ବ ବଜେଟ୍   (13-Mar-2026)       ||      ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା କ୍ୟାମ୍ପ ଅନୁଷ୍ଠିତ   (13-Mar-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟରେ ପାର୍କିଂ ଜୋନ ଓ ସ୍ପୀଡ ବ୍ରେକର ଦାବି - ଜିଲ୍ଲା ଛାତ୍ର କଂଗ୍ରେସ ର ପ୍ରସ୍ତାବ   (12-Mar-2026)       ||      ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସମସ୍ୟା ନେଇ କଳିକେଶଙ୍କ ବିଧାନସଭାରେ ପ୍ରଶ୍ନ♦️ ବଲାଙ୍ଗୀର ଜିଲ୍ଲାରେ ଖଣିଭିତ୍ତକ ଶିଲ୍ପସ୍ଥାପନର ପ୍ରସ୍ତାବ ନାହିଁ - ଖଣିମନ୍ତ୍ରୀ   (12-Mar-2026)       ||      *ନିଆରା ବିବାହ ବାର୍ଷିକୀ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ*-   (12-Mar-2026)       ||      ସରକାରଙ୍କ ଅଜବ ନୀତି:ଏଚ୍ ଆର ଏମ୍ ଏସ ସର୍ଭର ବନ୍ଦ,ତଥାପି ବିଲ୍ ଦାଖଲ ପାଇଁ ଡେଡ୍ ଲାଇନ୍   (12-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ   (12-Mar-2026)       ||      ରାଜେନ୍ଦ୍ର ବିଶ୍ବବିଦ୍ୟାଳୟର ସାଂସ୍କୃତିକ ସଂଗଠନ ଓ ନାଟ୍ୟ ପରିଷଦ ତରଫରୁ ବାର୍ଷିକ ଉତ୍ସବ ଅନୁଷ୍ଠିତ    (12-Mar-2026)       ||     

HOME   ଜିଲ୍ଲା

ଆନନ୍ଦ ଉଲ୍ଲାସ ର ସହ ପାଳିତ ହେଲା ଚୈତ୍ର ପର୍ବ ।

29-Mar-2023



ଧର୍ମଗଡ଼ (ଜ୍ୟୋତିରଞ୍ଜନ ବେମାଲ )
ଆସ୍ଥା ଓ ବିଶ୍ଵାସର ପର୍ବ ଚୈତ୍ର ପର୍ବ ମହା ଆଡମ୍ବର ସହ ପାଳିତ ହୋଇଛି । ଧର୍ମଗଡ ର ଅଧିଷ୍ଠାତ୍ରୀ ଦେବୀ ମା ଭଣ୍ଡରଘରଣି ଓ ଅଞ୍ଚଳର ବିଭିନ୍ନ ଗ୍ରାମରେ ପୁଜାପାଇଥିବା ଦେବା ଦେବୀ ଙ୍କ ଏହି ପର୍ବ ମଙ୍ଗଳବାର ଦିନ ଆନନ୍ଦ ଉଲ୍ଲାସ ସହ ପାଳିତ ହୋଇଛି । ରୀତିନୀତି ଅନୁଯାୟୀ ମାଁ ଙ୍କ ମନ୍ଦିରରେ ପୂଜାର୍ଚ୍ଚନା ପରେ ମାଁ ଙ୍କ ପ୍ରତିମା ସ୍ୱରୂପ ଘଟ କୁ କୁଆଁରୀ କନ୍ୟା ଦ୍ୱାରା ବୁହାଯାଇ ଗ୍ରାମ ପରିକ୍ରମା କରାଯାଇଥାଏ । ଏହି ସମୟରେ ମଣିଷ ଦେହରେ କାଲିଶି ଲାଗି ମାଁ ଆବିର୍ଭାବ ହୋଇ ଭକ୍ତ ମାନଙ୍କୁ ଦର୍ଶନ ଦେଇଥାନ୍ତି ।ଏହି ଦିନ  ସକାଳୁ ସକାଳୁ ଘର ଦ୍ଵାରା ମୁହଁରେ ଝୋଟି ପକାଇ ମାଁ ଙ୍କ ଆଗମନ କୁ ଅପେକ୍ଷା କରିଥାନ୍ତି ଲୋକେ । ମାଁ ଙ୍କ ଦର୍ଶନ ପାଇଁ ଗ୍ରାମରେ ସୃଷ୍ଟି ହୋଇଥାଏ ଭକ୍ତିମୟ ପରିବେଶ । ଚଳଚଞ୍ଚଳ ହୋଇ ଉଠେ ସମଗ୍ର ଗାଁ ଠୁ ସହର । ମାଁ ଙ୍କ ପ୍ରତିମା ସ୍ୱରୂପ ଘଟ ପହଞ୍ଚିବା ପରେ ହୁଳହୁଳି,ବନ୍ଦାପନା ଦେଇ ପୂଜାର୍ଚ୍ଚନା କରାଯାଇଥାଏ । ଏହି ସମୟରେ ଲୋକେ ମାଁ ଙ୍କ ଦର୍ଶନ କରି ସୁଖ ଶାନ୍ତିରେ ରଖିବା  ପାଇଁ ମାଁ ଙ୍କ ଠାରେ ଶରଣାପନ୍ନ ହୋଇଥାନ୍ତି । ବିଶ୍ୱାସ ଅଛି ମାଁ ଙ୍କ ଘଟକୁ ଦର୍ଶନ କଲେ ସମସ୍ତ ମନସ୍କାମନା ପୂରଣ ହେବା ସହ ଦୁଃଖ କଷ୍ଟ ଦୂର ହୋଇଥାଏ । ଏହି ପୂଜାର୍ଚ୍ଚନା କରିବା ପରେ ଗ୍ରାମର ମଙ୍ଗଳ ହେବା ସହ ଗ୍ରାମ ଦେବୀ ସନ୍ତୁଷ୍ଟ ହୋଇ ଥାନ୍ତି । ଗାଁ କୁ କୌଣସି ପ୍ରକାର ରୋଗ,ମହାମାରୀ,ଦୁର୍ଭିକ୍ଷ ଭଳି ସ୍ଥିତି ଆସି ନ ଥିବା ବିଶ୍ୱାସ ରହିଛି । ଏହି ଦିନ ମାନସିକ ଧାରୀ ମାନେ ମାଁ ଙ୍କ ମନ୍ଦିରରେ  ବୋଦା,କୁକୁଡ଼ା , ପାରା ବଳି ଦେଇଥାନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁକ୍ତ ଦୁଇ ବିଜ୍ଞାନର ଗଣିତ ପରୀକ୍ଷାରେ ପ୍ରଶ୍ନପତ୍ର ବିଭ୍ରାଟ ! ୧୮ମାର୍କ ସିଲାବସ ବାହାରୁ ଆସିଲା ପ୍ରଶ୍ନ   13-Mar-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ*-   13-Mar-2026
  ଜିଲ୍ଲା  
ସିଆରପିଏଫ ୧୯ ବାଟାଲିଅନ ଦ୍ଵାରା ସିଭିକ୍ ଆକ୍ସନ କାର୍ଯ୍ୟକ୍ରମ   13-Mar-2026
  ଜିଲ୍ଲା  
ଡାକ୍ତର ଛୁଟିରେ,ଫାର୍ମାଶିଷ୍ଟଙ୍କ ଅନ୍ୟତ୍ର ବଦଳି,ମହାଦେବପାଲି ଡାକ୍ତରଖାନାରେ ସ୍ବାସ୍ଥ୍ୟ ସେବା ବେହାଲ   13-Mar-2026
  ଜିଲ୍ଲା  
*ଜିଲ୍ଳା ସ୍ତରୀୟ ପିଏମଶ୍ରୀ ଉତ୍ସବ ଉଦଘାଟିତ*   13-Mar-2026
  ଜିଲ୍ଲା  
ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   13-Mar-2026
  ଜିଲ୍ଲା  
ରନ୍ଧନ ଗ୍ୟାସ୍ ର ଉପଲବଧତା ନେଇ ଆଭାସୀ ବୈଠକ ♦️ଆପାତକାଳୀନ ପରିସ୍ଥିତି ନିମନ୍ତେ ଅଗ୍ରାଧିକାର ଭିତ୍ତିରେ ମିଳିବ ଗ୍ୟାସ ଓ ଟି ପି ମାଧ୍ୟମରେ ଗ୍ୟାସ ବୁକିଙ୍ଗ ଓ ଡେଲିଭରୀ ଉପରେ ଗୁରୁତ୍ୱ   13-Mar-2026
  ଜିଲ୍ଲା  
ତୁଷୁରା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବାର୍ଷିକ ପୁରସ୍କାର ବିତରଣୀ ଉତ୍ସବ-୨୦୨୬ ଅନୁଷ୍ଠିତ   13-Mar-2026
  ଜିଲ୍ଲା  
ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି   13-Mar-2026
  ଜିଲ୍ଲା  
ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି   13-Mar-2026
  ଜିଲ୍ଲା  
ଖଡ଼ିଛୁଆଁ ପୂର୍ବରୁ ଶିଶୁ ବାଟିକା ପିଲାଙ୍କ ନାମ ନିଶ୍ଚିତ ପାଇଁ ସିଆରସିସିଙ୍କ ପ୍ରୟାସ   13-Mar-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ପୋଲିସ ଏଏସଆଇ   13-Mar-2026

You Might Also Like