-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ଜିଲ୍ଲା

ନରସିଂହ ମିଶ୍ରଙ୍କ ଜନ୍ମ ଦିନରେ ଜନ୍ମ ମାଟିରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ପାଇଁ ପ୍ରସ୍ତୁତି ବୈଠକ

07-Dec-2020



ବଲାଙ୍ଗିର,(ସନ୍ତୋଷ କୁମାର ଠାକୁର) ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ଛତାମଖନା ଗ୍ରାମରେ ଆସନ୍ତା ୨୩ ତାରିଖରେ ଛତାମଖନାର ସୁପୁତ୍ର ମାନ୍ୟବର ବଲାଙ୍ଗିର ବିଧାୟକ ନରସିଂହ ମିଶ୍ରଙ୍କ ୮୧ତମ ଜନ୍ମ ଦିବସ ଉପଲକ୍ଷେ ସ୍ଥାନୀୟ ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ “ନରସିଂହ ସେନା” ଦ୍ୱାରା ସରକାରଙ୍କ କୋଭିଡ୍ ନିୟମ ମାନି ଏକ ସ୍ୱେଚ୍ଛାକୃତ ରକ୍ତଦାନ କାର୍ଯ୍ୟକ୍ରମ କରିବା ପାଇଁ ଅଂଚଳର ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ନେଇ ନରସିଂହ ସେନାର ସଭାପତି ଶୁଭ୍ରାଂଶୁ ଶେଖର ପଣ୍ଡାଙ୍କ ସଭାପତିତ୍ୱରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ସଂଗଠନର ଉପସଭାପତି ନରେନ୍ଦ୍ର ମିଶ୍ର, ସଂପାଦକ ରାଜ କିଶୋର ମିଶ୍ର, କୋଷାଧ୍ୟକ୍ଷ ସଚ୍ଚିଦାନନ୍ଦ ମିଶ୍ର, ସରପଞ୍ଚ ଜନ୍ମଜୟ ବାରିକ, ପୂର୍ବତନ ସରପଞ୍ଚ ସରୋଜ ମେଶ୍ୱା, ପରମାନନ୍ଦ ନାଏକ, ମୁରଲୀ ମହାକୁର, ସୁଶାନ୍ତ ପାତ୍ର, ଚିତ୍ତ ରଂଜନ ଶତପଥି, ଶୁଶିଲ ମିଶ୍ର, ବିଭିଷଣ ପଧାନ, ସତ୍ୟବାନ ମେଶ୍ୱା, ରାଧାକାନ୍ତ ମିଶ୍ର, ଶ୍ରୀହରି ମିଶ୍ର, ବିରାଟ ହରପାଲ, କୁସଲେ ସାହୁ, ନିଳାମ୍ବର ଭୋଇ, ବିମଲ ପୁଟେଲ ପ୍ରମୁଖ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମ ପୂର୍ବରୁ ସଂଗଠନର ସଦସ୍ୟ ଆଖ ପାଖ ଗ୍ରାମକୁ ଯାଇ ସ୍ୱେଚ୍ଛାକୃତ ରକ୍ତଦାନ ଓ କରୋନା ସଚେତନା ଉପରେ ସଭା ସମିତି କରିବା ତଥା ଲୋକଙ୍କୁ ରକ୍ତଦାନ ଦିନ ମାକ୍ସ ବଣ୍ଟନ କରିବାକୁ ପ୍ରସ୍ତାବ ପାରିତ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like