-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||     

HOME   ଜିଲ୍ଲା

ଲକ୍ଷ୍ୟ ପଥରୁ ବିଚ୍ୟୁତ ହେଉଛି ଅଭିଯୋଗ ଶୁଣାଣୀ ଶିବିର - ଅଧିକାରୀ ଅଧିକ, ଅଭିଯୋଗକାରୀ କମ୍ - ପ୍ରଚାର ପ୍ରସାର ଅଭାବ

29-Mar-2023



ବୀରମହାରାଜପୁର ,( ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଳକ ପ୍ରଶାସନର ଅବହେଳା ଓ ପ୍ରଚାର ପ୍ରସାର ଦିଗରେ ଗୁରୁତ୍ବ ଦିଆ ନ ଯିବା କାରଣରୁ ବ୍ଳକ ସ୍ତରୀୟ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ ଶିବିରରେ ଅଧିକାରୀଙ୍କ ଉପସ୍ଥିତି ଅଧିକ ଥିବା ବେଳେ ଲୋକଙ୍କ ସଂଖ୍ୟା ବହୁତ କମ୍ ଦେଖିବାକୁ ମିଳିଛି। ସୋମବାର ବୀରମହାରାଜପୁର ପଞ୍ଚାୟତ ସମିତି ସଭାଗୃହ ଠାରେ ବ୍ଳକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ  ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ  ଜନସାଧାରଣ ଙ୍କ ବିଭିନ୍ନ  ଆପତ୍ତି ଓ ସମସ୍ୟାର ୫୦ ଗୋଟି  ଅଭିଯୋଗ ପୁଞ୍ଜିକରଣ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ଦରଖାସ୍ତ  ୩୬ ଗୋଟି,ସାମୁହିକ ଦରଖାସ୍ତ ୧୪ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିଲା l ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରୁ ଶିବିରରେ ୧୧ ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୩୯ ଟି ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ପ୍ରେରଣ କରାଯାଇଛି l  ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ମଧୁବାବୁ ଭତ୍ତା ସହାୟତା ଯୋଜନାରେ ରେ ୪ ଜଣଙ୍କୁ ନୂତନ ସାମିଲ କରାଯାଇ ମାସିକ ୫୦୦ ଟଙ୍କା ଲେଖାଏଁ ପ୍ରଦାନ କରାଯାଇଥିବା ବେଳେ ଦୁଇଟି ଦାମ୍ପତିଙ୍କୁ ସାମାଜିକ ସୁରକ୍ଷା ଯୋଜନା ଅଧୀନରେ ବିବାହ ପ୍ରୋତ୍ସାହନ ରାଶି ପ୍ରତ୍ୟେକ ଙ୍କୁ ଦୁଇ ଲକ୍ଷ ପଚାଶ ହଜାର ଲେଖାଏଁ ପ୍ରଦାନ କରିଛନ୍ତି ଜିଲ୍ଲାପାଳ ତଥା ଉପସ୍ଥିତ ଆରକ୍ଷୀ ଅଧିକ୍ଷକ ସୁବର୍ଣ୍ଣପୁର, ବୀରମହାରାଜପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ  ମୋତିଲାଲ ସୁଲିଆଙ୍କ  ତତ୍ବାବଧାନରେ  ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ  ନିହାର ରଞ୍ଜନ କଁହର, ବୀରମହାରାଜପୁର  ଉପ ଜିଲ୍ଲାପାଳ  ଅଶୋକ ଭୋଇ, ଜିଲ୍ଲା ମୁଖ ଚିକିତ୍ସା ଅଧିକାରୀ ଡ଼ଃ ବିଶ୍ଵ ରଞ୍ଜନ ପତି, ଅଧୀକ୍ଷଣ ଯନ୍ତ୍ରୀ ଆର ଡବ୍ଳୁ ଏସ ଏସ ଇଂ ବିଭୂ ପ୍ରସାଦ ପଣ୍ଡା ସହ ଜିଲ୍ଲାର ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ।‌ ତେବେ ବ୍ଳକ ପ୍ରଶାସନ ଏଭଳି ଅବହେଳା ଯୋଗୁଁ ଲୋକେ କ୍ଷୋଭ ପ୍ରକାଶ କରିଥିବା ବେଳେ ଆଗକୁ ପ୍ରଚାର ପ୍ରସାର ଦିଗରେ ଜିଲ୍ଲା ପ୍ରଶାସନ ଦୃଷ୍ଟି ଦେବାକୁ ଦାବି ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026

You Might Also Like