-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||     

HOME   ଜିଲ୍ଲା

ପଢିବାକୁ ଶିଖିବା,ଶିଖିବାକୁ ପଢ଼ିବା ଉପରେ ବ୍ଲକ ସ୍ତରୀୟ ଏକଦିବସୀୟ କର୍ମଶାଳା

29-Mar-2023



କର୍ଲାମୁଣ୍ଡା:(ପ୍ରଦିପ କୁମାର ସାହୁ)
 ସମଗ୍ର ଶିକ୍ଷା କଳାହାଣ୍ଡି ଓ କୈବଲ୍ୟ ଏଜୁକେଶନ୍ ଫାଉନଡେଶନ୍ ର ମିଳିତ ଆନୁକୂଲ୍ୟରେ "ପଢିବାକୁ ଶିଖିବା : ଶିଖିବାକୁ ପଢ଼ିବା"  କର୍ଲାମୁଣ୍ଡା ବ୍ଲକ ସ୍ତରୀୟ ଏକଦିବସୀୟ କର୍ମଶାଳା ତେରେସିଂହା ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଟେମଲାଲ ଦୁବେ ଙ୍କ ଅଧ୍ୟକ୍ଷତା ରେ  ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ର ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ସହଦେବ ସୁନା ଓ ଅବସର ପ୍ରାପ୍ତ ପୂର୍ବତନ ବ୍ଲକ ଶିକ୍ଷା ଅଧିକାରୀ ହୃଷୀକେଶ ଗହିର ,ତେରେସିଂହା ସରକାରୀ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଗରୁଡ଼ଧ୍ଵଜ ଗହିର କୈବଲ୍ୟ ଏଜୁକେଶନ୍ ଫାଉନ୍ ଡେଶନ୍ ର ଜିଲ୍ଲା କାର୍ଯକ୍ରମ ପରିଚାଳକ ଶାଶ୍ଵତ ସୌରଭ ପଣ୍ଡା ଓ ତାଙ୍କର କର୍ମକର୍ତ୍ତା ବୃନ୍ଦ ଯୋଗ ଦେଇଥିଲେ ।
ଜାତୀୟ ଶିକ୍ଷା ନୀତି ୨୦୨୦ ର ଏକ ବିଶେଷ ଉପାଦାନ ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ ଅନ୍ତର୍ଗତ କଳାହାଣ୍ଡି ଜିଲ୍ଲା ଶିକ୍ଷା ବିଭାଗର ଏକ ଅଭିନବ ପ୍ରୟାସ ପଢିବାକୁ ଶିଖିବା, ଶିଖିବାକୁ ପଢ଼ିବା କାର୍ଯ୍ୟକ୍ରମ ମାଧ୍ୟମରେ ବ୍ଲକ ର ପ୍ରଥମ ରୁ ଅଷ୍ଟମ ଶ୍ରେଣୀରେ ଅଧ୍ୟୟନରତ ସମସ୍ତ ଛାତ୍ର ଛାତ୍ରୀ କେମିତି ପଠନ, ଲିଖନ, କଥନ ଓ ସଂଖ୍ୟା ଜ୍ଞାନ ଉପରେ ଦକ୍ଷତା ହାସଲ କରିପାରିବେ ସେ ଦିଗରେ ଶ୍ରୀଦୁବେପ୍ରଧାନଶିକ୍ଷକମାନଙ୍କୁ ବିଶେଷ ଭାବେ ତାଲିମ ପ୍ରଦାନ କରିଥିଲେ | ଏଥିରେ ପିଲାଙ୍କର ଉନ୍ନତିକୁ ବିଦ୍ୟାଳୟ ସ୍ତରରେ ସାପ୍ତାହିକ ଆକଳନ ଓ ବ୍ଲକ ଏବଂ ଜିଲ୍ଲାକୁ ମାସିକ ରିପୋର୍ଟ ପ୍ରଦାନ ଉପରେ ଗୁରୁତ୍ୱାରୋପ  କରିଥିଲେ | ଏହି କାର୍ଯ୍ୟକ୍ରମ କର୍ଲାମୁଣ୍ଡା ବ୍ଲକ ର ପ୍ରାଥମିକ ଶିକ୍ଷା କୁ ସୁଦୃଢ଼ କରିବ ବୋଲି ବୁଦ୍ଧିଜିବୀ ମହଲରେ ମତ ପ୍ରକାଶ ପାଇଛି |ଏଥିରେ ବ୍ଲକର  ପ୍ରଧାନଶିକ୍ଷକ ଓ ସି ଆର ସି ସି ମାନେ ଯୋଗଦେଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026

You Might Also Like