-+91-9937148622 |

prerana_bgr@rediffmail.com |

  Saturday 14th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ   (14-Mar-2026)       ||      *ସୋନପୁର ମହାବିଦ୍ୟାଳୟରେ ପିଜି ପାଠ୍ୟକ୍ରମ ଖୋଲିବା ନେଇ ଆଶା ଉଜ୍ଜୀବିତ*   (14-Mar-2026)       ||      ପ୍ରତି ଶୁକ୍ରବାର ଦିନ ହସ୍ତତନ୍ତ୍ର ବସ୍ତ୍ର ପରିଧାନ କରି କାର୍ଯ୍ୟାଳୟକୁ ଆସୁଛନ୍ତି ରାଜସ୍ୱ କର୍ମଚାରୀ |   (14-Mar-2026)       ||      ବଲାଙ୍ଗୀର ଜିଲ୍ଲାରେ କ୍ରୀଡାଭିତ୍ତିଭୂମି ନିର୍ମାଣ ପାଇଁ ବିଧାନସଭାରେ କଳିକେଶଙ୍କ ଦାବି   (13-Mar-2026)       ||      ଡୁଙ୍ଗୁରିପାଲି ବ୍ଲକ ରେ ବାଟବଣା ହରିଶ୍ଚନ୍ଦ୍ର ଯୋଜନା   (13-Mar-2026)       ||      ପନିପରିବା ଚାଷ ଦେଇଛି ପରିଚୟ : ୮୦ଏକର ଜମିରେ ପରିବା ଚାଷ କରି କୋଟି ଟଙ୍କାର ମାଲିକ ସଞ୍ଜୟ    (13-Mar-2026)       ||      ଯୁକ୍ତ ଦୁଇ ବିଜ୍ଞାନର ଗଣିତ ପରୀକ୍ଷାରେ ପ୍ରଶ୍ନପତ୍ର ବିଭ୍ରାଟ ! ୧୮ମାର୍କ ସିଲାବସ ବାହାରୁ ଆସିଲା ପ୍ରଶ୍ନ   (13-Mar-2026)       ||      *ବିଜୁପଟ୍ଟନାୟକ ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ*-   (13-Mar-2026)       ||      ସିଆରପିଏଫ ୧୯ ବାଟାଲିଅନ ଦ୍ଵାରା ସିଭିକ୍ ଆକ୍ସନ କାର୍ଯ୍ୟକ୍ରମ   (13-Mar-2026)       ||      ଡାକ୍ତର ଛୁଟିରେ,ଫାର୍ମାଶିଷ୍ଟଙ୍କ ଅନ୍ୟତ୍ର ବଦଳି,ମହାଦେବପାଲି ଡାକ୍ତରଖାନାରେ ସ୍ବାସ୍ଥ୍ୟ ସେବା ବେହାଲ   (13-Mar-2026)       ||      *ଜିଲ୍ଳା ସ୍ତରୀୟ ପିଏମଶ୍ରୀ ଉତ୍ସବ ଉଦଘାଟିତ*   (13-Mar-2026)       ||      ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Mar-2026)       ||      ରନ୍ଧନ ଗ୍ୟାସ୍ ର ଉପଲବଧତା ନେଇ ଆଭାସୀ ବୈଠକ ♦️ଆପାତକାଳୀନ ପରିସ୍ଥିତି ନିମନ୍ତେ ଅଗ୍ରାଧିକାର ଭିତ୍ତିରେ ମିଳିବ ଗ୍ୟାସ ଓ ଟି ପି ମାଧ୍ୟମରେ ଗ୍ୟାସ ବୁକିଙ୍ଗ ଓ ଡେଲିଭରୀ ଉପରେ ଗୁରୁତ୍ୱ    (13-Mar-2026)       ||      ତୁଷୁରା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବାର୍ଷିକ ପୁରସ୍କାର ବିତରଣୀ ଉତ୍ସବ-୨୦୨୬ ଅନୁଷ୍ଠିତ   (13-Mar-2026)       ||      ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି   (13-Mar-2026)       ||      ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି   (13-Mar-2026)       ||      ଖଡ଼ିଛୁଆଁ ପୂର୍ବରୁ ଶିଶୁ ବାଟିକା ପିଲାଙ୍କ ନାମ ନିଶ୍ଚିତ ପାଇଁ ସିଆରସିସିଙ୍କ ପ୍ରୟାସ   (13-Mar-2026)       ||      ଭିଜିଲାନ୍ସ ଜାଲରେ ପୋଲିସ ଏଏସଆଇ   (13-Mar-2026)       ||      ଆଦିବାସୀ ଓ ପଛୁଆ ବର୍ଗଙ୍କ ଉନ୍ନତି ପାଇଁ ୬୬୪୯ କୋଟିରୁ ଉର୍ଦ୍ଧ୍ବ ବଜେଟ୍   (13-Mar-2026)       ||      ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା କ୍ୟାମ୍ପ ଅନୁଷ୍ଠିତ   (13-Mar-2026)       ||     

HOME   ଜିଲ୍ଲା

ଶିକ୍ଷକଙ୍କ ଆତ୍ମହତ୍ୟା

29-Mar-2023



କର୍ଲାମୁଣ୍ଡା  (ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଂଚାୟତର  ରିଂଜା ଗ୍ରାମର ଶିକ୍ଷକ ଜଗନ୍ନାଥ ବାଗ ଗତରାତିରେ ଆତ୍ମହତ୍ୟା କରିଥିବା ଜଣାପଡିଛି l ମୃତକ ମ ରାମପୁର ବ୍ଲକର ସାଗରପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକତା କରୁଥିଲେ l ତେବେ ଗତକାଲି ରାତିରେ ତାଙ୍କ ଶୋଇବା କୋଠରୀରେ ପାଟି ରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜାଣିବାକୁ ପାଇବା ପରେ ପରିବାରବର୍ଗ ପୋଲିସ କୁ ସୂଚନା ଦେଇଥିଲେ । ସୂଚନା ପାଇ ମ ରାମପୁର ଥାନାଧିକାରୀ ସଚିନ୍ଦ୍ର ପଧାନ, ରିଷିଡା ଫାଣ୍ଡିଧିକାରୀ କ୍ଷୀରସିନ୍ଧୁ ମାଝୀ ସାଇଣ୍ଟିଫିକ ଟିମ ସହ ଘଟଣାସ୍ଥଳରେ ପହଂଚି ଶବ ପଞ୍ଚନାମା କରିବାସହ ବ୍ୟବଚ୍ଛେଦ ପାଇଁ ମ ରାମପୁର ପଠାଇଥିଲେ l ଏନେଇ ମ ରାମପୁର ଥାନାରେ ୟୁ ଡି କେଶ ନଂ ୬/୨୩ ରେ ଏକ ମାମଲା ରୁଜୁ ହୋଇଛି l ରିଷିଡା ଫାଣ୍ଡିଧିକାରୀ କ୍ଷୀରସିନ୍ଧୁ ମାଝୀଙ୍କୁ ତଦନ୍ତ ଅଫିସର ଭାବେ ଦାୟିତ୍ୱ ଦିଆଯାଇଛି l ତେବେ ପାରିବାରିକ ଅଶାନ୍ତି କାରଣରୁ ସେ ଆତ୍ମହତ୍ୟା କରିଥାଇପାରନ୍ତି ବୋଲି ପୋଲିସ କହିଛି l ପ୍ରକାଶଥାଉ କି ଉକ୍ତ ଶିକ୍ଷକ ଓ ତାଙ୍କ ପତ୍ନୀ ମଧ୍ୟରେ  ଆଜକୁ ୩ ବର୍ଷ ହେବ ଛାଡ଼ପତ୍ର ମାମଲା ଚାଲିଥିବା ବେଳେ  ଓ ତାଙ୍କ ପତ୍ନୀ ଙ୍କୁ ଭରଣ ପୋଷଣ ବାବଦକୁ ତାଙ୍କ ଦରମାରୁ ଦିଆଯାଉଥିଲା। ତାଙ୍କ ପତ୍ନୀ ସନ୍ତାନ ସହ ନିଜ ବାପଘରେ ରହୁଥିବା ଜଣାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ   14-Mar-2026
  ଜିଲ୍ଲା  
*ସୋନପୁର ମହାବିଦ୍ୟାଳୟରେ ପିଜି ପାଠ୍ୟକ୍ରମ ଖୋଲିବା ନେଇ ଆଶା ଉଜ୍ଜୀବିତ*   14-Mar-2026
  ଜିଲ୍ଲା  
ପ୍ରତି ଶୁକ୍ରବାର ଦିନ ହସ୍ତତନ୍ତ୍ର ବସ୍ତ୍ର ପରିଧାନ କରି କାର୍ଯ୍ୟାଳୟକୁ ଆସୁଛନ୍ତି ରାଜସ୍ୱ କର୍ମଚାରୀ |   14-Mar-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାରେ କ୍ରୀଡାଭିତ୍ତିଭୂମି ନିର୍ମାଣ ପାଇଁ ବିଧାନସଭାରେ କଳିକେଶଙ୍କ ଦାବି   13-Mar-2026
  ଜିଲ୍ଲା  
ଡୁଙ୍ଗୁରିପାଲି ବ୍ଲକ ରେ ବାଟବଣା ହରିଶ୍ଚନ୍ଦ୍ର ଯୋଜନା   13-Mar-2026
  ଜିଲ୍ଲା  
ପନିପରିବା ଚାଷ ଦେଇଛି ପରିଚୟ : ୮୦ଏକର ଜମିରେ ପରିବା ଚାଷ କରି କୋଟି ଟଙ୍କାର ମାଲିକ ସଞ୍ଜୟ   13-Mar-2026
  ଜିଲ୍ଲା  
ଯୁକ୍ତ ଦୁଇ ବିଜ୍ଞାନର ଗଣିତ ପରୀକ୍ଷାରେ ପ୍ରଶ୍ନପତ୍ର ବିଭ୍ରାଟ ! ୧୮ମାର୍କ ସିଲାବସ ବାହାରୁ ଆସିଲା ପ୍ରଶ୍ନ   13-Mar-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ*-   13-Mar-2026
  ଜିଲ୍ଲା  
ସିଆରପିଏଫ ୧୯ ବାଟାଲିଅନ ଦ୍ଵାରା ସିଭିକ୍ ଆକ୍ସନ କାର୍ଯ୍ୟକ୍ରମ   13-Mar-2026
  ଜିଲ୍ଲା  
ଡାକ୍ତର ଛୁଟିରେ,ଫାର୍ମାଶିଷ୍ଟଙ୍କ ଅନ୍ୟତ୍ର ବଦଳି,ମହାଦେବପାଲି ଡାକ୍ତରଖାନାରେ ସ୍ବାସ୍ଥ୍ୟ ସେବା ବେହାଲ   13-Mar-2026
  ଜିଲ୍ଲା  
*ଜିଲ୍ଳା ସ୍ତରୀୟ ପିଏମଶ୍ରୀ ଉତ୍ସବ ଉଦଘାଟିତ*   13-Mar-2026
  ଜିଲ୍ଲା  
ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   13-Mar-2026

You Might Also Like