-+91-9937148622 |

prerana_bgr@rediffmail.com |

  Saturday 14th March 2026 |

| | | |

R.N.I. Regd No. ODIODI/2010/46693

Breaking News

*ଅଫିମ ଚାଷ; ୭ କୋଟି ୬୫ ଲକ୍ଷ ୯୦ ହଜାର ମୂଲ୍ୟର ୧୫,୩୧୮ ଗଛ ନଷ୍ଟ*   (14-Mar-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ   (14-Mar-2026)       ||      *ସୋନପୁର ମହାବିଦ୍ୟାଳୟରେ ପିଜି ପାଠ୍ୟକ୍ରମ ଖୋଲିବା ନେଇ ଆଶା ଉଜ୍ଜୀବିତ*   (14-Mar-2026)       ||      ପ୍ରତି ଶୁକ୍ରବାର ଦିନ ହସ୍ତତନ୍ତ୍ର ବସ୍ତ୍ର ପରିଧାନ କରି କାର୍ଯ୍ୟାଳୟକୁ ଆସୁଛନ୍ତି ରାଜସ୍ୱ କର୍ମଚାରୀ |   (14-Mar-2026)       ||      ବଲାଙ୍ଗୀର ଜିଲ୍ଲାରେ କ୍ରୀଡାଭିତ୍ତିଭୂମି ନିର୍ମାଣ ପାଇଁ ବିଧାନସଭାରେ କଳିକେଶଙ୍କ ଦାବି   (13-Mar-2026)       ||      ଡୁଙ୍ଗୁରିପାଲି ବ୍ଲକ ରେ ବାଟବଣା ହରିଶ୍ଚନ୍ଦ୍ର ଯୋଜନା   (13-Mar-2026)       ||      ପନିପରିବା ଚାଷ ଦେଇଛି ପରିଚୟ : ୮୦ଏକର ଜମିରେ ପରିବା ଚାଷ କରି କୋଟି ଟଙ୍କାର ମାଲିକ ସଞ୍ଜୟ    (13-Mar-2026)       ||      ଯୁକ୍ତ ଦୁଇ ବିଜ୍ଞାନର ଗଣିତ ପରୀକ୍ଷାରେ ପ୍ରଶ୍ନପତ୍ର ବିଭ୍ରାଟ ! ୧୮ମାର୍କ ସିଲାବସ ବାହାରୁ ଆସିଲା ପ୍ରଶ୍ନ   (13-Mar-2026)       ||      *ବିଜୁପଟ୍ଟନାୟକ ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ*-   (13-Mar-2026)       ||      ସିଆରପିଏଫ ୧୯ ବାଟାଲିଅନ ଦ୍ଵାରା ସିଭିକ୍ ଆକ୍ସନ କାର୍ଯ୍ୟକ୍ରମ   (13-Mar-2026)       ||      ଡାକ୍ତର ଛୁଟିରେ,ଫାର୍ମାଶିଷ୍ଟଙ୍କ ଅନ୍ୟତ୍ର ବଦଳି,ମହାଦେବପାଲି ଡାକ୍ତରଖାନାରେ ସ୍ବାସ୍ଥ୍ୟ ସେବା ବେହାଲ   (13-Mar-2026)       ||      *ଜିଲ୍ଳା ସ୍ତରୀୟ ପିଏମଶ୍ରୀ ଉତ୍ସବ ଉଦଘାଟିତ*   (13-Mar-2026)       ||      ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Mar-2026)       ||      ରନ୍ଧନ ଗ୍ୟାସ୍ ର ଉପଲବଧତା ନେଇ ଆଭାସୀ ବୈଠକ ♦️ଆପାତକାଳୀନ ପରିସ୍ଥିତି ନିମନ୍ତେ ଅଗ୍ରାଧିକାର ଭିତ୍ତିରେ ମିଳିବ ଗ୍ୟାସ ଓ ଟି ପି ମାଧ୍ୟମରେ ଗ୍ୟାସ ବୁକିଙ୍ଗ ଓ ଡେଲିଭରୀ ଉପରେ ଗୁରୁତ୍ୱ    (13-Mar-2026)       ||      ତୁଷୁରା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବାର୍ଷିକ ପୁରସ୍କାର ବିତରଣୀ ଉତ୍ସବ-୨୦୨୬ ଅନୁଷ୍ଠିତ   (13-Mar-2026)       ||      ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି   (13-Mar-2026)       ||      ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି   (13-Mar-2026)       ||      ଖଡ଼ିଛୁଆଁ ପୂର୍ବରୁ ଶିଶୁ ବାଟିକା ପିଲାଙ୍କ ନାମ ନିଶ୍ଚିତ ପାଇଁ ସିଆରସିସିଙ୍କ ପ୍ରୟାସ   (13-Mar-2026)       ||      ଭିଜିଲାନ୍ସ ଜାଲରେ ପୋଲିସ ଏଏସଆଇ   (13-Mar-2026)       ||      ଆଦିବାସୀ ଓ ପଛୁଆ ବର୍ଗଙ୍କ ଉନ୍ନତି ପାଇଁ ୬୬୪୯ କୋଟିରୁ ଉର୍ଦ୍ଧ୍ବ ବଜେଟ୍   (13-Mar-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ଷଷ୍ଠ ସଂଧ୍ୟା : ଭଲ ବହି ଭଲ ମଣିଷ ତିଆରି କରିବାର କ୍ଷମତା ବହନ କରିଥାଏ

29-Mar-2023



ବଲାଙ୍ଗିର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ଆନୁକୂଲ୍ୟରେ ବଲାଙ୍ଗିର ଜିଲ୍ଲା ପ୍ରଶାସନ ଦ୍ୱାରା ଆୟୋଜିତ ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ଷଷ୍ଠ ସଂଧ୍ୟାରେ ମଂଚାସୀନ ଅତିଥିମାନେ ଭଲ ବହି ଭଲ ମଣିଷ ତିଆରି କରିବାର କ୍ଷମତା ବହନ କରିଥାଏ ବୋଲି ମତବ୍ୟକ୍ତ କରିଛନ୍ତି । ଆଜିର ମଂଚରେ ବରେଣ୍ୟ ଅତିଥି ଭାବେ ବଲାଙ୍ଗିର

ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲ୍‌ର ଡିନ୍‌ ତଥା ଅଧ୍ୟକ୍ଷା ଡାଃ. ସବିତା ମହାପାତ୍ର, କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଗାଳ୍ପିକା ଶ୍ରୀମତୀ ଗାୟତ୍ରୀ ସରାଫ, ରସରାଜ ଅଚ୍ୟୁତ ପୁରୋହିତ ଏବଂ ବ୍ୟଙ୍ଗକବି ଟିକେଲାଲ ବେହେରା ମଂଚ ମଣ୍ଡନ କରିଥିବା ବେଳେ ସଭା ପରିଚାଳନା କରିଥିଲେ ‘କୋଶଳ ପ୍ରବାହ’ର ସଂପାଦକ ତଥା କବି ଆନଂଦ ଚଂଦ୍ର ସାହୁ ।  ବଲାଙ୍ଗିର ଜିଲ୍ଲା ସୂଚନା ଓ ଲୋକସଂର୍କ ବିଭାଗର ଉପ-ନିର୍ଦ୍ଦେଶକ ଜୟଦେବ ପାଣିଗ୍ରାହୀ ଅତିଥିମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଏହି ମଂଚରେ ବୟୋଜ୍ୟେଷ୍ଠ କବି ଶଶୀଭୂଷଣ

ମିଶ୍ରଙ୍କ ଏକ ପୁସ୍ତକ ଉନ୍ମୋଚିତ ହୋଇଥିବା ବେଳେ ଧନ୍ୟବାଦ ଅର୍ପଣ କରିଥିଲେ ବ୍ୟଙ୍ଗକବି ଅର୍ଜୁନ ସାହୁ । ସଭା ସମାପ୍ତ ହେବା ପରେ ପରେ ଆରମ୍ଭ ହୋଇଥିଲା ବ୍ୟଙ୍ଗ କବି ସମ୍ମିଳନୀ । ଏଥିରେ ବରଗଡ଼ର ବ୍ୟଙ୍ଗକବି ମନୋରଜଂନ ସାହୁ (ମନ ମାଷ୍ଟ୍ରେ), ମଧୁସୂଦନ ନାୟକ, ସୋନାଲି ପାଢ଼ୀ, ଅର୍ଜୁନ ସାହୁ, ଅନୁପ୍ରିୟା ମିଶ୍ର, ସ୍ୱପ୍ନେଶ୍ୱର ମିଶ୍ର, ରାମ ପ୍ରସାଦ ବାଗ ପ୍ରମୁଖ ଯୋଗଦାନ କରି ସ୍ୱରଚିତ ବ୍ୟଙ୍ଗ କବିତା ପାଠ କରିଥିଲେ । ବ୍ୟଙ୍ଗକବିମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମିରଂଜନ ମିଶ୍ର ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଅଫିମ ଚାଷ; ୭ କୋଟି ୬୫ ଲକ୍ଷ ୯୦ ହଜାର ମୂଲ୍ୟର ୧୫,୩୧୮ ଗଛ ନଷ୍ଟ*   14-Mar-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ   14-Mar-2026
  ଜିଲ୍ଲା  
*ସୋନପୁର ମହାବିଦ୍ୟାଳୟରେ ପିଜି ପାଠ୍ୟକ୍ରମ ଖୋଲିବା ନେଇ ଆଶା ଉଜ୍ଜୀବିତ*   14-Mar-2026
  ଜିଲ୍ଲା  
ପ୍ରତି ଶୁକ୍ରବାର ଦିନ ହସ୍ତତନ୍ତ୍ର ବସ୍ତ୍ର ପରିଧାନ କରି କାର୍ଯ୍ୟାଳୟକୁ ଆସୁଛନ୍ତି ରାଜସ୍ୱ କର୍ମଚାରୀ |   14-Mar-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାରେ କ୍ରୀଡାଭିତ୍ତିଭୂମି ନିର୍ମାଣ ପାଇଁ ବିଧାନସଭାରେ କଳିକେଶଙ୍କ ଦାବି   13-Mar-2026
  ଜିଲ୍ଲା  
ଡୁଙ୍ଗୁରିପାଲି ବ୍ଲକ ରେ ବାଟବଣା ହରିଶ୍ଚନ୍ଦ୍ର ଯୋଜନା   13-Mar-2026
  ଜିଲ୍ଲା  
ପନିପରିବା ଚାଷ ଦେଇଛି ପରିଚୟ : ୮୦ଏକର ଜମିରେ ପରିବା ଚାଷ କରି କୋଟି ଟଙ୍କାର ମାଲିକ ସଞ୍ଜୟ   13-Mar-2026
  ଜିଲ୍ଲା  
ଯୁକ୍ତ ଦୁଇ ବିଜ୍ଞାନର ଗଣିତ ପରୀକ୍ଷାରେ ପ୍ରଶ୍ନପତ୍ର ବିଭ୍ରାଟ ! ୧୮ମାର୍କ ସିଲାବସ ବାହାରୁ ଆସିଲା ପ୍ରଶ୍ନ   13-Mar-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ*-   13-Mar-2026
  ଜିଲ୍ଲା  
ସିଆରପିଏଫ ୧୯ ବାଟାଲିଅନ ଦ୍ଵାରା ସିଭିକ୍ ଆକ୍ସନ କାର୍ଯ୍ୟକ୍ରମ   13-Mar-2026
  ଜିଲ୍ଲା  
ଡାକ୍ତର ଛୁଟିରେ,ଫାର୍ମାଶିଷ୍ଟଙ୍କ ଅନ୍ୟତ୍ର ବଦଳି,ମହାଦେବପାଲି ଡାକ୍ତରଖାନାରେ ସ୍ବାସ୍ଥ୍ୟ ସେବା ବେହାଲ   13-Mar-2026
  ଜିଲ୍ଲା  
*ଜିଲ୍ଳା ସ୍ତରୀୟ ପିଏମଶ୍ରୀ ଉତ୍ସବ ଉଦଘାଟିତ*   13-Mar-2026

You Might Also Like