-+91-9937148622 |

prerana_bgr@rediffmail.com |

  Saturday 14th March 2026 |

| | | |

R.N.I. Regd No. ODIODI/2010/46693

Breaking News

*ପ୍ରଥମ ବର୍ଷ ତିଖାଲି ଡ୍ୟାମ ଲୋକ ମହୋତ୍ସବ ଉଦଘାଟିତ,ପ୍ରାଚୀନ ଲୋକ କଳା, ସାହିତ୍ୟ ଓ ସଂସ୍କୃତି ଉଜ୍ଜୀବିତ ଲକ୍ଷ୍ୟକୁ ସମ୍ପାଦିତକୁ ସ୍ବାଗତ*   (14-Mar-2026)       ||      *ଅଫିମ ଚାଷ; ୭ କୋଟି ୬୫ ଲକ୍ଷ ୯୦ ହଜାର ମୂଲ୍ୟର ୧୫,୩୧୮ ଗଛ ନଷ୍ଟ*   (14-Mar-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ   (14-Mar-2026)       ||      *ସୋନପୁର ମହାବିଦ୍ୟାଳୟରେ ପିଜି ପାଠ୍ୟକ୍ରମ ଖୋଲିବା ନେଇ ଆଶା ଉଜ୍ଜୀବିତ*   (14-Mar-2026)       ||      ପ୍ରତି ଶୁକ୍ରବାର ଦିନ ହସ୍ତତନ୍ତ୍ର ବସ୍ତ୍ର ପରିଧାନ କରି କାର୍ଯ୍ୟାଳୟକୁ ଆସୁଛନ୍ତି ରାଜସ୍ୱ କର୍ମଚାରୀ |   (14-Mar-2026)       ||      ବଲାଙ୍ଗୀର ଜିଲ୍ଲାରେ କ୍ରୀଡାଭିତ୍ତିଭୂମି ନିର୍ମାଣ ପାଇଁ ବିଧାନସଭାରେ କଳିକେଶଙ୍କ ଦାବି   (13-Mar-2026)       ||      ଡୁଙ୍ଗୁରିପାଲି ବ୍ଲକ ରେ ବାଟବଣା ହରିଶ୍ଚନ୍ଦ୍ର ଯୋଜନା   (13-Mar-2026)       ||      ପନିପରିବା ଚାଷ ଦେଇଛି ପରିଚୟ : ୮୦ଏକର ଜମିରେ ପରିବା ଚାଷ କରି କୋଟି ଟଙ୍କାର ମାଲିକ ସଞ୍ଜୟ    (13-Mar-2026)       ||      ଯୁକ୍ତ ଦୁଇ ବିଜ୍ଞାନର ଗଣିତ ପରୀକ୍ଷାରେ ପ୍ରଶ୍ନପତ୍ର ବିଭ୍ରାଟ ! ୧୮ମାର୍କ ସିଲାବସ ବାହାରୁ ଆସିଲା ପ୍ରଶ୍ନ   (13-Mar-2026)       ||      *ବିଜୁପଟ୍ଟନାୟକ ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ*-   (13-Mar-2026)       ||      ସିଆରପିଏଫ ୧୯ ବାଟାଲିଅନ ଦ୍ଵାରା ସିଭିକ୍ ଆକ୍ସନ କାର୍ଯ୍ୟକ୍ରମ   (13-Mar-2026)       ||      ଡାକ୍ତର ଛୁଟିରେ,ଫାର୍ମାଶିଷ୍ଟଙ୍କ ଅନ୍ୟତ୍ର ବଦଳି,ମହାଦେବପାଲି ଡାକ୍ତରଖାନାରେ ସ୍ବାସ୍ଥ୍ୟ ସେବା ବେହାଲ   (13-Mar-2026)       ||      *ଜିଲ୍ଳା ସ୍ତରୀୟ ପିଏମଶ୍ରୀ ଉତ୍ସବ ଉଦଘାଟିତ*   (13-Mar-2026)       ||      ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Mar-2026)       ||      ରନ୍ଧନ ଗ୍ୟାସ୍ ର ଉପଲବଧତା ନେଇ ଆଭାସୀ ବୈଠକ ♦️ଆପାତକାଳୀନ ପରିସ୍ଥିତି ନିମନ୍ତେ ଅଗ୍ରାଧିକାର ଭିତ୍ତିରେ ମିଳିବ ଗ୍ୟାସ ଓ ଟି ପି ମାଧ୍ୟମରେ ଗ୍ୟାସ ବୁକିଙ୍ଗ ଓ ଡେଲିଭରୀ ଉପରେ ଗୁରୁତ୍ୱ    (13-Mar-2026)       ||      ତୁଷୁରା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବାର୍ଷିକ ପୁରସ୍କାର ବିତରଣୀ ଉତ୍ସବ-୨୦୨୬ ଅନୁଷ୍ଠିତ   (13-Mar-2026)       ||      ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି   (13-Mar-2026)       ||      ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି   (13-Mar-2026)       ||      ଖଡ଼ିଛୁଆଁ ପୂର୍ବରୁ ଶିଶୁ ବାଟିକା ପିଲାଙ୍କ ନାମ ନିଶ୍ଚିତ ପାଇଁ ସିଆରସିସିଙ୍କ ପ୍ରୟାସ   (13-Mar-2026)       ||      ଭିଜିଲାନ୍ସ ଜାଲରେ ପୋଲିସ ଏଏସଆଇ   (13-Mar-2026)       ||     

HOME   ଜିଲ୍ଲା

ଫରେଷ୍ଟ ଗାର୍ଡ ଙ୍କ କଳାକାରନାମାକୁ ପର୍ଦାଫାଶ କରିଥିବା ସାମ୍ବାଦିକଙ୍କୁ ହେଲା ଜେଲଦଣ୍ଡ

29-Mar-2023



ବଲାଙ୍ଗିର (ବିନୋଦ ଦୀପ ): ମିଳିଥିବା ସୂଚନା ଅନୁସାରେ ଗତ କିଛି ଦିନ ତଳେ ଦେଓଗାଁ ବନ ବିଭାଗର କାର୍ଯ୍ୟରତ ଫରେଷ୍ଟ ଗାର୍ଡ ଆରତୀ ପ୍ରଧାନ ଗୋଟିଏ ଇଟାଭାଟି ମାଲିକ ଠାରୁ ୪୫୦୦ ଟଙ୍କା ଫୋନ-ପେ ମାଧ୍ୟମରେ ନେଇଥିଲେ ଏବଂ ରସିଦ ୩ଟି ଭାଗରେ ଦେଇଥିଲେ l ଫଳରେ ଦେଓଗାଁ ବ୍ଲକ ପ୍ରତିନିଧି ସାମ୍ବାଦିକ ସଞ୍ଜୟ ମିଶ୍ର ଏହା ବିଷୟରେ ତଦନ୍ତ କରିସାରିଲା ପରେ ନ୍ୟୁଜ ପ୍ରସାରଣ କରିଥିଲେ l ଫଳରେ ସମ୍ପୃକ୍ତ ଆରତୀ ପ୍ରଧାନ ନିଜର ଚାକିରୀ ବଞ୍ଚାଇବା ଡରରେ ଇଟାଭାଟି ମାଲିକଙ୍କ ଦ୍ୱାରା ସାମ୍ବାଦିକଙ୍କୁ ଫୋନ ମାଧ୍ୟମରେ ହତ୍ୟା ଧମକ ଦେଇଥିଲେ ଓ ଲାଞ୍ଚ ମାଗୁଥିଲା ବୋଲି ମିଥ୍ୟା ଅଭିଯୋଗ କରି ଥାନାରେ ଏତଲା କରିଥିଲେ l

ଏହି ଧମକକୁ ଭୟ କରି ସାମ୍ବାଦିକ ବନ୍ଧୁ ଦେଓଗାଁ ଥାନା ଅଧିକାରୀଙ୍କୁ ଲିଖିତ ଭାବେ ଅଭିଯୋଗ କରିଥିଲେ l କିନ୍ତୁ ଥାନାଧିକାରୀ ଧମକ ଦେଇଥିବା ଲୋକଙ୍କୁ ଗିରଫ କରିନଥିଲେ l ଏକ ତରଫା ଭାବରେ ସାମ୍ବାଦିକଙ୍କୁ ଲାଞ୍ଚ ନେବା ଦୋଷରେ

ଗତକାଲି ଗିରଫ କରି କୋର୍ଟ ଚାଲାଣ କରି ଜେଲକୁ ପଠାଇ ଦେଇଛନ୍ତି l
ଫଳରେ ଆଜି ୱେବ ମିଡ଼ିଆ ସାମ୍ବାଦିକ ସଂଘ  ଓ ଓଡିଶା ଜର୍ଣ୍ଣାଲିଷ୍ ଏସୋସିଏସନ ର  ମିଳିତ ଆନୁକୁଲ୍ୟରେ ଜିଲ୍ଲାପାଳ, ଅରାକ୍ଷୀ ଅଧିକ୍ଷକ ଓ ବନ ବିଭାଗର ମୁଖ୍ୟଙ୍କୁ ଲିଖିତ ଭାବରେ ଜଣାଇଛନ୍ତି  l ଘଟଣାର ଉଚିତ ତଦନ୍ତ କରି ସମ୍ପୃକ୍ତ ସାମ୍ବାଦିକ ବନ୍ଧୁଙ୍କୁ ନ୍ୟାୟ ଦିଆଯାଉ ଏବଂ ଇଟାଭାଟି ମାଲିକ ଓ ଫରେଷ୍ଟ ଗାର୍ଡଙ୍କୁ ଦଣ୍ଡ ଦିଆଯାଉ ବୋଲି ୱେବ୍ ମିଡିଆ ସାମ୍ବାଦିକ ସଂଘ ଜଣାଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ପ୍ରଥମ ବର୍ଷ ତିଖାଲି ଡ୍ୟାମ ଲୋକ ମହୋତ୍ସବ ଉଦଘାଟିତ,ପ୍ରାଚୀନ ଲୋକ କଳା, ସାହିତ୍ୟ ଓ ସଂସ୍କୃତି ଉଜ୍ଜୀବିତ ଲକ୍ଷ୍ୟକୁ ସମ୍ପାଦିତକୁ ସ୍ବାଗତ*   14-Mar-2026
  ଜିଲ୍ଲା  
*ଅଫିମ ଚାଷ; ୭ କୋଟି ୬୫ ଲକ୍ଷ ୯୦ ହଜାର ମୂଲ୍ୟର ୧୫,୩୧୮ ଗଛ ନଷ୍ଟ*   14-Mar-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ   14-Mar-2026
  ଜିଲ୍ଲା  
*ସୋନପୁର ମହାବିଦ୍ୟାଳୟରେ ପିଜି ପାଠ୍ୟକ୍ରମ ଖୋଲିବା ନେଇ ଆଶା ଉଜ୍ଜୀବିତ*   14-Mar-2026
  ଜିଲ୍ଲା  
ପ୍ରତି ଶୁକ୍ରବାର ଦିନ ହସ୍ତତନ୍ତ୍ର ବସ୍ତ୍ର ପରିଧାନ କରି କାର୍ଯ୍ୟାଳୟକୁ ଆସୁଛନ୍ତି ରାଜସ୍ୱ କର୍ମଚାରୀ |   14-Mar-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାରେ କ୍ରୀଡାଭିତ୍ତିଭୂମି ନିର୍ମାଣ ପାଇଁ ବିଧାନସଭାରେ କଳିକେଶଙ୍କ ଦାବି   13-Mar-2026
  ଜିଲ୍ଲା  
ଡୁଙ୍ଗୁରିପାଲି ବ୍ଲକ ରେ ବାଟବଣା ହରିଶ୍ଚନ୍ଦ୍ର ଯୋଜନା   13-Mar-2026
  ଜିଲ୍ଲା  
ପନିପରିବା ଚାଷ ଦେଇଛି ପରିଚୟ : ୮୦ଏକର ଜମିରେ ପରିବା ଚାଷ କରି କୋଟି ଟଙ୍କାର ମାଲିକ ସଞ୍ଜୟ   13-Mar-2026
  ଜିଲ୍ଲା  
ଯୁକ୍ତ ଦୁଇ ବିଜ୍ଞାନର ଗଣିତ ପରୀକ୍ଷାରେ ପ୍ରଶ୍ନପତ୍ର ବିଭ୍ରାଟ ! ୧୮ମାର୍କ ସିଲାବସ ବାହାରୁ ଆସିଲା ପ୍ରଶ୍ନ   13-Mar-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ*-   13-Mar-2026
  ଜିଲ୍ଲା  
ସିଆରପିଏଫ ୧୯ ବାଟାଲିଅନ ଦ୍ଵାରା ସିଭିକ୍ ଆକ୍ସନ କାର୍ଯ୍ୟକ୍ରମ   13-Mar-2026
  ଜିଲ୍ଲା  
ଡାକ୍ତର ଛୁଟିରେ,ଫାର୍ମାଶିଷ୍ଟଙ୍କ ଅନ୍ୟତ୍ର ବଦଳି,ମହାଦେବପାଲି ଡାକ୍ତରଖାନାରେ ସ୍ବାସ୍ଥ୍ୟ ସେବା ବେହାଲ   13-Mar-2026

You Might Also Like