-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||     

HOME   ଜିଲ୍ଲା

ଏକ୍ସନ ମୁଡ଼ରେ ପରିବହନ ବିଭାଗ :ତିନି ଜଣ ନାବାଳକ ଗାଡି ଚାଳକଙ୍କ ଠାରୁ ଆଦାୟ ହେଲା ୭୫ହଜାର ଟଙ୍କା

30-Mar-2023



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ)
 ଅନଭିଜ୍ଞ ନାବାଳକ ଗାଡ଼ି ଚାଳକଙ୍କ ବେପରୁଆ ଗାଡ଼ି ଚାଳନା ଯୋଗୁଁ ବାରମ୍ବାର ସହରରେ ଦୁର୍ଘଟଣା ବୃଦ୍ଧି ପାଉଥିବା ଯୋଗୁଁ ଅନେକ ଖବର ପ୍ରକାଶିତ ହେବାପରେ ଏବେ ଜିଲ୍ଲା ପରିବହନ ବିଭାଗ ଏକ୍ସନ ମୁଡକୁଆସି ଯାଞ୍ଚ ପ୍ରକ୍ରିୟା କୁ ତ୍ୱରାନ୍ୱିତ କରିଥିବା ପରିପ୍ରେକ୍ଷୀରେ ଆଜି  ସୁବର୍ଣ୍ଣପୁର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ତରଫରୁ ସହରରେ ବିନା ଡ୍ରାଇଭିଂ ଲାଇସେନ୍ସ ରେ ସ୍କୁଲ ଓ କଲେଜ ପିଲାମାନେ ଗାଡି ଚଲାଉଥିବା ବେଳେ ୩ ଜଣ ନାବାଳକ ଗାଡି ଚାଳକଙ୍କ ଠାରୁ ସେମାନଙ୍କ ଅଭିଭାବକଙ୍କ  ଉପସ୍ଥିତି ରେ ପ୍ରତ୍ୟକଙ୍କ ଠାରୁ ୨୫୦୦୦/- ଟଙ୍କା ଲେଖାଏଁ ଜୋରିମାନା ଆଦାୟ କରାଯାଇ ଭବିଷ୍ୟତରେ ଏଭଳି କାର୍ଯ୍ୟ  ନକରିବା ପାଇଁ ସମସ୍ତଙ୍କୁ ନିର୍ଦେଶ ଦିଆଯାଇଛି ।
ତତ୍ପରେ ସେମାନଙ୍କୁ ୨୫ ବର୍ଷ ହେବା ପର୍ଯ୍ୟନ୍ତ ଡ୍ରାଇଭିଂ ଲାଇସେନ୍ସ ପ୍ରାପ୍ତ ପାଇଁ ଅନୁମତି ରବ୍ଦ୍ଦ କରାଯାଇ ଅଭିଭାବକ ମାନଙ୍କୁ ନାବାଳକ ପୁଅଝିଅ ଙ୍କ ହାତରେ ଗାଡି ନଦେବାକୁ ପରାମର୍ଶ ଦିଆଯାଇଛି ଅନ୍ୟଥା ଆଗକୁ ବିଭାଗ ପକ୍ଷରୁ ଆହୁରି କଠୋର ପଦକ୍ଷେପ ଗ୍ରହଣ କରାଯିବାକୁ ତାଗିଦ କରାଯାଇଛି। ଆଜିର ଏହି ପଦକ୍ଷେପକୁ ବୁଦ୍ଧିଜୀବୀ ମହଲରେ ସ୍ୱାଗତ କରାଯାଇଥିବା ବେଳେ ସହରରେ ଦିନସାରା ଖୁବ ଅସାବଧାନତା ସହ ଖୁବସ୍ପିଡ୍ ରେ ଟ୍ରାକ୍ଟର ଚାଳନା ପ୍ରତି ମଧ୍ୟ ଅଙ୍କୁଶ ଲଗାଇବାପାଇଁ ପରିବହନ ତଥା ପୁଲିସ  ବିଭାଗ ଦୃଷ୍ଟି ଦେବାକୁ ଦାବିହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026

You Might Also Like