-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||     

HOME   ଜିଲ୍ଲା

ଡଇଁଚା ପ୍ୟାକ୍ସର ବ୍ୟାଙ୍କିଙ୍ଗ ସେବା ଓ କ୍ରୁଷି ଋଣ କର୍ମଶାଳା

30-Mar-2023



ନାକଟିଦେଉଳ (କନ୍ଦର୍ପ ବେହେରା)
ନାକଟିଦେଉଳ ବ୍ଲକ୍ ଡଇଁଚା ପ୍ୟାକ୍ସରେ ବ୍ୟାଙ୍କିଙ୍ଗ ସେବା ଓ କ୍ରୁଷି ଋଣ କର୍ମଶାଳା ସଭାପତି ପ୍ରହ୍ଲାଦ ବେହେରାଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି ।ଏହି ସଭାରେ ମୁଖ୍ୟଅତିଥି ଭାବରେ ରେଢ଼ାଖୋଲ ବିଧାୟକ ତଥା ଉଚ୍ଚ ଶିକ୍ଷାମନ୍ତ୍ରୀ ଇଂ ରୋହିତ୍ କୁମାର ପୂଜାରୀ ଯୋଗ ଦେଇ ସରକାରଙ୍କ ଜନ ହିତକାରୀ ଯୋଜନା ସଂପର୍କରେ ଆଲୋଚନା କରିବା ସହ ଆସିଥିବା ଚାଷୀ ମାନଙ୍କର ବିଭିନ୍ନ ଅଭିଯୋଗକୁ କିପରି ସମାଧାନ କରାଯାଇପାରିବ ସେ ଦିଗରେ ବିହୀତ ପଦକ୍ଷେପ ନେବାକୁ ପ୍ରତିଶ୍ରୁତି ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଏଆର୍ ସି ଏସ୍ ଗିରିଶ୍ ଚନ୍ଦ୍ର ପୁରୋହିତ ମୁଖ୍ୟବକ୍ତା ଭାବରେ ଯୋଗଦେଇ ସମବାୟର ଆବଶ୍ୟକତା ଏବଂ ସମବାୟ ଦ୍ବାର ଲୋକ ମାନଙ୍କର କଣ କଣ ସବୁ ସୁବିଧା ହୋଇ ପାରୁଛି ସେ ସଂପର୍କରେ ଆଲୋଚନା କରିଥିଲେ । ଅନ୍ୟତମ ଅତିଥି ଭାବରେ ବିଜେଡି ବ୍ଲକ୍ ସଭାପତି ମୂଳିଆ ରାଉଳ ଏବଂ ସମବାୟ ବିଭାଗର ନିରୀକ୍ଷକ ଯୋଗଦେଇଥିଲେ । ୪ ଜଣ ଚାଷୀଙ୍କୁ ସମ୍ମାନୀତ କରାଯାଇଥିଲା । ପ୍ୟାକ୍ସ ର ସଂପାଦକ ଆର୍ତ୍ତତ୍ରାଣ ରାଉଳ ପ୍ୟାକ୍ସର ବିବରଣୀ ପାଠ କରିଥିବା ବେଳେ ପ୍ୟାକ୍ସର କର୍ମଚାରୀମାନେ ସହଯୋଗ କରିଥିଲେ ା ଅକ୍ଷୟ କୁମାର ନାୟକ ସଭା ପରିଚାଳନା କରିଥିଲେ ା ସମିତିର ସମସ୍ତ ସଭ୍ୟ/ସଭ୍ୟା ତଥା ଅଂଚଳର ଶତାଧିକ ଚାଷୀ ଯୋଗଦେଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026

You Might Also Like