-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||     

HOME   ଜିଲ୍ଲା

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ରେ ଶ୍ରୀରାମ ନବମୀ ଉତ୍ସବ ପାଳିତ ।

30-Mar-2023



ପଦ୍ମପୁର (ପ୍ରେରଣା ଖବର )
 ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଶ୍ରୀରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି ।ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଯୁବରାଜ ପଧାନ ଙ୍କ ଅଧ୍ୟକ୍ଷତାରେ ଗୋପାଳ ଜୀ ମନ୍ଦିର ରୁ ଶ୍ରୀରାମ,ଲକ୍ଷ୍ମଣ,ସୀତା ଓ ହନୁମାନ ଙ୍କ ମୂର୍ତ୍ତି କୁ ଅଣାଯାଇ ଏକ ସୁସଜ୍ଜିତ ରଥରେ ପୂଜାର୍ଚ୍ଚନା କରି ନଗର ଶୋଭାଯାତ୍ରାରେ ବାହାରିଥିଲା ।ମୁଦିରଥ ପଣ୍ଡା ପୂଜକ ଦାୟିତ୍ଵ ତୁଲାଇଥିଲେ । ୧୧ଟି ଦଳ ରାଜା ରାମ,ଲକ୍ଷ୍ମଣ,ସୀତା ଓ ବନବାସୀ ରାମ,ଲକ୍ଷ୍ମଣ, ସୀତା ବେଶଧାରୀ ଭାଇଭଉଣୀ ସୁସଜ୍ଜିତ ଅଟୋରିକ୍ସା ରେ ବସି ଘଣ୍ଟ ବାଦ୍ୟ,ଡିଜେ ଗୀତର ତାଳେ ତାଳେ ଶିଶୁ ଭାଇ ଭଉଣୀ ମାନେ ଚାଲି ଚାଲି ଶୋଭାଯାତ୍ରାରେ ସାମିଲ ହୋଇ  ଶିଶୁ ମନ୍ଦିର ରୁ ବାହାରି ସାଇମନ୍ଦିର,ମେହେରପଡା,ବଡ଼ପଡା,ହନୁମାନପଡା,ଭେଉଁରିଆ ଛକ,ସୂର୍ଯ୍ୟ ନଗର ଦେଇ ଶିଶୁ ମନ୍ଦିର କୁ ଫେରି ଆସିଥିଲା ।ବିଭିନ୍ନ ସ୍ଥାନରେ ଝୋଟି କଳସ ବସାଇ ଦୀପ ଜାଳି ପୂଜିର୍ଚ୍ଚନା କରି ହୁଲହୁଲି ଦେଇ ସ୍ୱାଗତ କରିଥିଲେ ।ସମସ୍ତ ଙ୍କ ସହଯୋଗ ରେ କାର୍ଯ୍ୟକ୍ରମ ଟି ସଫଳ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026

You Might Also Like